ଏମିତି ବି ଆସେ ମୃତ୍ୟୁ: ଅସୁସ୍ଥ ବାପାଙ୍କୁ ଦେଖିବାକୁ ଯାଉଥିବା ବେଳେ ଚାଲିଗଲା ପୁଅ ବୋହୂଙ୍କ ଜୀବନ
ବୌଦ୍ଧ,୯।୬(ଡି.ଏନ୍.ଏ.): ବୌଦ୍ଧ ଜିଲା ପୁରୁଣାକଟକ ଥାନା ଅନ୍ତର୍ଗତ ଝାଡ଼ରାଜିଙ୍ଗ ନିକଟରେ ବୁଧବାର ସକାଳେ ଏକ ମର୍ମନ୍ତୁଦ କାର ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣଙ୍କ ଅବସ୍ଥା ଗୁରୁତର ହୋଇଛି। ପ୍ରକାଶ ଯେ, ବ୍ରହ୍ମପୁର ରାଇପଡା ଅଞ୍ଚଳର...
ମହିଳାଙ୍କ ସହ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା
ବୌଦ୍ଧ,୫ା୬: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଧୀନ ସରସରା ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି । ମୃତକ ହେଲେ ସରସରା ଗ୍ରାମର ଅନ୍ତର୍ଯ୍ୟାମୀ ସ୍ବାଇଁ (୩୨) । ଅନୈତିକ ସମ୍ପର୍କକୁ କେନ୍ଦ୍ର କରି...
ପଜିଟିଭ ଚିହ୍ନଟ ପରେ ଆସନ୍ନପ୍ରସବା ହଟହଟା: ଡାକ୍ତରଖାନାରୁ ରାତାରାତି ଚାଲିଯିବାକୁ କୁହାଗଲା
ବୌଦ୍ଧ,୨୩ା୫(ସ୍ବ.ପ୍ର.): ବୌଦ୍ଧ ଜିଲାରେ କରୋନାର ଆଉ ଏକ କରୁଣ ଚିତ୍ର ଦେଖିବାକୁ ମିଳିଛି । କରୋନା ପଜିଟିଭ ଚିହ୍ନଟ ହେବା ପରେ ଜଣେ ଆସନ୍ନପ୍ରସବାଙ୍କୁ ଡାକ୍ତରଖାନାରୁ ରାତାରାତି ଚାଲିଯିବାକୁ କୁହାଯିବାରୁ ତାଙ୍କୁ ହଟହଟା ହେବାକୁ ପଡିଛି। ଏହି ସମ୍ବେଦନଶୀଳ ଘଟଣା...
ଫରକ୍ ପଡୁନି ଲକ୍ଡାଉନ
ବାଉଁଶୁଣୀ, ୧୦।୫: ବୌଦ୍ଧ ବ୍ଲକ ବାଉଁଶୁଣୀ ଅଞ୍ଚଳରେ ଲୋକେ କରୋନା କଟକଣା ମାନୁନାହାନ୍ତି। ସକାଳ ୬ରୁ ୧୨ଟା ଯାଏ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଥିବା ବେଳେ ବାଉଁଶୁଣୀ ଅଞ୍ଚଳରେ ସମସ୍ତ ଦୋକାନ ସବୁବେଳେ ଖୋଲୁଛି। ଫଳରେ ଲୋକଙ୍କ...
ଲକ୍ଡାଉନର ପ୍ରଭାବ: ବିକ୍ରି ନ ହେବାରୁ ରାଜରାସ୍ତାରେ ଢ଼ାଳିଲେ କ୍ଷୀର
ବାଉଁଶୁଣୀ,୬।୫: ଲକ୍ଡାଉନ ପାଇଁ ଦୋକାନ ବଜାର ବନ୍ଦ ଥିବାରୁ ଏକ ଘରୋଇ ସଂସ୍ଥା ବୌଦ୍ଧ ବ୍ଲକ ଜହ୍ନାପଙ୍କ ଚାରିଶମ୍ଭୁ ଦୁଗ୍ଧ ସମିତିରୁ କ୍ଷୀର ନେବା ପାଇଁ ମନା କରିଦେବାରୁ ଅଭାବନୀୟ ଘଟଣା ଘଟିଛି । ଏହାର ପ୍ରତିବାଦରେ ଗୁରୁବାର କ୍ଷୀର...
ମାଙ୍କଡ ମାଂସ ଖାଉଥିବା ସମ୍ପ୍ରଦାୟର ୬ ଗିରଫ
ବୌଦ୍ଧ, ୩୦।୪: ମାଙ୍କଡ ଶିକାର ଅଭିଯୋଗରେ ବୌଦ୍ଧ ବନ ବିଭାଗ ଏକ ଶିକାରୀ ଦଳର ୬ଜଣଙ୍କୁ ଶୁକ୍ରବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସମ୍ବଲପୁର ଜିଲା ଜମନକିରା ଥାନା କଦଳୀପାଲି ଗ୍ରାମର ଚନ୍ଦ୍ର ହେମ୍ବ୍ରମ, ଜତ୍ରୁ ଲୁଗୁନ, ଦେବସାଙ୍ଗ...
ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ସନ୍ଦେହ
ବୌଦ୍ଧ/ବାଉଁଶୁଣୀ,୨୨।୪(ଡି.ଏନ୍.ଏ.): ବୌଦ୍ଧ ଥାନା ଆମ୍ବଝରୀ ପଞ୍ଚାୟତ ଅନ୍ତର୍ଗତ ଝାଙ୍କରପଡ଼ା ଗ୍ରାମରେ ବୁଧବାର ରାତିରେ ଜଣେ ଅଜଣା ବ୍ୟକ୍ତିଙ୍କ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ବାଉଁଶୁଣୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଝାଙ୍କରପଡ଼ା ଗ୍ରାମର ଡୋଳାମଣି...
ପୋଖରୀ ଖୋଳିବା ବେଳେ ବାହାରିଲା ଶିବ ଲିଙ୍ଗ
ଜହ୍ନାପଙ୍କ,୧୪।୪: ବୌଦ୍ଧ ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅଧୀନ ଜଗଦିଶପୁର ନିକଟରେ ପୋଖରୀ ଖୋଳା ଯିବା ସମୟରେ ଏକ ଶିବ ଲିଙ୍ଗ ଉଦ୍ଧାର ହୋଇଛି ।ଏହି ଖବର ପ୍ରଚାରିତ ହେବା ପରେ ଆଖପାଖ ଗାଁ ଲୋକଙ୍କ ଭିଡ ଜମିଥିଲା। ଲୋକେ ଶିବ...
ଦୁର୍ଘଟଣାରେ ଚାଲିଗଲା କୋଭିଡ୍ ଟିକା ନେବାକୁ ଯାଉଥିବା ଦମ୍ପତିଙ୍କ ଜୀବନ
ବୌଦ୍ଧ,୮।୪: ବୌଦ୍ଧ ଜିଲା ହରଭଙ୍ଗା ବ୍ଳକର ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ରାଧାନଗରଠାରେ ଗୁରୁବାର ଏକ ସଡ଼କ ଦୁର୍ଘଟଣାରେ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବୌଦ୍ଧ ଆଦର୍ଶ ଥାନା ଅଧୀନ ରାଧାନଗର ଗାଁର ଲଳିତ ମୋହନ ସାହୁ (୬୫) ଓ...
ରାସ୍ତା ମଝିରେ ଜଳିଗଲା କାର୍
ବାଉଁଶୁଣୀ,୨।୪(ଡି.ଏନ୍.ଏ.): ଶୁକ୍ରବାର ସକାଳେ ବୌଦ୍ଧ ଜିଲା ମନମୁଣ୍ଡା କଣ୍ଟାମାଳ ରାସ୍ତାର କପାସିରା ଛକ ନିକଟ ରାସ୍ତା କଡ଼ରେ ଗୋଟିଏ କାର୍ରେ ନିଆଁ ଜଳୁଥିବା ଦେଖିବାକୁ ମିଳିଥିଲା।ଲୋକେ ଦମକଳ ବାହିନୀକୁ ଖବର ଦେବା ପରେ ନିଆଁକୁ ଆୟତ୍ତ କରାଯାଇଥିଲା l ମିଳିଥିବା...
କନ୍ଧମାଳରେ ଦଣ୍ଡ ଯାତ୍ରାକୁ ମିଳିଲା ଅନୁମତି: ବୌଦ୍ଧରେ କେବେ ?
ବାଉଁଶୁଣୀ,୨୮।୩( ଡି.ଏନ୍. ଏ.): ଗଞ୍ଜାମ ପରେ କନ୍ଧମାଳ ଜିଲାପାଳ ଦଣ୍ଡଯାତ୍ରାକୁ ଅନୁମତି ମିଳିଛି। ତେବେ ବୌଦ୍ଧରେ ଜିଲାପାଳ ଲଲାଟେନ୍ଦୁ ମିଶ୍ର ଏ ନେଇ କେବେ ଅନୁମତି ଦେବେ ସେଥିପାଇଁ ଦଣ୍ଡ ଯାତ୍ରା ପାର୍ଟିର ଆୟୋଜକ, ଦଣ୍ଡୁଆ ଓ ଭକ୍ତମାନେ ଚାତକ...
ପ୍ରେମିକାଙ୍କ ଗର୍ଭପାତ କରାଇ ପ୍ରେମିକ ଗିରଫ
ବାଉଁଶୁଣୀ,୨୦।୩: ବୌଦ୍ଧ ଜିଲା ମନମୁଣ୍ଡା ଥାନା ଅଧୀନ ଶଗଡ଼ା ଫାଣ୍ଡି ଅଞ୍ଚଳର ଜଣେ ଯୁବତୀଙ୍କ ଗର୍ଭପାତ ମାମଲାରେ ପୋଲିସ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ୬ ବର୍ଷ ତଳେ ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ସୃଷ୍ଟି ହୋଇଥିଲା। ପରେ ଯୁବକ...