୧ କୋଟି ୭୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
ବୌଦ୍ଧ,୧୫ା୫( ଅଜିତ କୁମାର ବାରିକ ): ବୌଦ୍ଧ ଥାନା ବଘିଆପଡା ଫାଣ୍ଡି ଅଞ୍ଚଳରେ ଜଙ୍ଗଲ ମଧ୍ୟରେ ରଖା ଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜିଲା ଅବକାରୀ ବିଭାଗ ପକ୍ଷରୁ ଜବତ କରାଯାଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟି...
ଚେକିଂ ବେଳେ କାର୍ରୁ ବିପୁଳ ପରିମାଣର ଟଙ୍କା ଜବତ
ବୌଦ୍ଧ,୧୩।୫ (ଅଜିତ କୁମାର ବାରିକ): ବୌଦ୍ଧ ନିର୍ବାଚନ ମଣ୍ଡଳୀ ୫୭ନଂ ଜାତୀୟ ରାଜପଥର ପୁରୁଣାକଟକ ଥାନା କରଡାକୋଠା ନିକଟରେ ଗାଡି ଯାଞ୍ଚ ବେଳେ ଏକ କାର୍ରୁ ବିପୁଳ ପରିମାଣର ଟଙ୍କା ପୁରୁଣାକଟକ ପୋଲିସ ଜବତ କରିଛି। ଏକ କଳା ରଙ୍ଗର...
ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବଡ ସଫଳତା:୯ ମାଓବାଦୀଙ୍କ ଆତ୍ମସମର୍ପଣ
ବୌଦ୍ଧ,୮।୫(ଅଜିତ କୁମାର ବାରିକ ): ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବୁଧବାର ବଡ ସଫଳତା ମିଳିଛି। ଗତ କିଛି ଦିନ ତଳେ ବୌଦ୍ଧ ପୋଲିସ ଦ୍ୱାରା ଦୁଇ କ୍ୟାଡର ମାଓବାଦୀ ନିହତ ହୋଇଥିବାବେଳେ ବୁଧବାର ୨ ମହିଳା ମାଓବାଦୀ ଓ...
ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’
ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ କାର୍ତ୍ତିକ ପାଣ୍ଡିଆନ ବୌଦ୍ଧ ନିର୍ବାଚନ ମଣ୍ଡଳିର ପୁରୁଣାକଟକ ଠାରେ ଦଳ ପାଇଁ ପ୍ରଚାର...
ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ
ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର ମିଶ୍ର। ହଜାର ହଜାର ସମର୍ଥକଙ୍କ ସହ ବୌଦ୍ଧ ସହରର ରାମେଶ୍ୱର ମନ୍ଦିରରୁ ବିରାଟ...
ନାମାଙ୍କନ ଭରିଲେ କହ୍ନାଇ, ସରୋଜ
ବୌଦ୍ଧ,୧।୫(ଅଜିତ କୁମାର ବାରିକ): ମେ’ ୨୦ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ ବାକି ରହିଛି। ବୁଧବାର ଭାଜପାର ବୌଦ୍ଧ ବିଧାନସଭା ଆସନ ପାଇଁ ସରୋଜ...
ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ
ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ ଅପରେଶନରେ ୨ ମାଓବାଦୀ ନିହତ ହୋଇଛନ୍ତି। ଏହି ଜଙ୍ଗଲରେ ୪୦ରୁ ୫୦ ମାଓବାଦୀ...
ପ୍ରବଳ ଖରାରେ ବି ଫୁଟିବ ପଦ୍ମ
ଘଣ୍ଟାପଡ଼ା/କଣ୍ଟାମାଳ,୨୧ା୪(ପ୍ରଭାତ କୁମାର ସାହୁ/ଆଦିତେଶ୍ୱର ମିଶ୍ର)ବୌଦ୍ଧ ଜିଲା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ପଲସାଗୋରା ମକର ପଡିଆରେ ଭାଜପାର ବିଶାଳ ଜନସମାବେଶ ସହିତ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଆସନର ଭାଜପା ପ୍ରାର୍ଥୀ...
ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ ପଡିଥିବା ଦେଖିବାକୁ ମିଳିଛି। ମୃତଦେହଟି ବଘିଆପଡା ଗ୍ରାମ ପଞ୍ଚାୟତ ଜାମୁପାଲି ଗ୍ରାମର ୫୦...
ଭିଜିଲାନ୍ସ ଜାଲରେ କିରାଣି
ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଶିକ୍ଷୟିତ୍ରୀ ଅନସୂୟା ନାୟକଙ୍କ ପ୍ରୋସିଡିଂ ଫାଇଲ କ୍ଲିଅର...
ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା
ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ ଦେଇଥିବା ଅଭିଯୋଗରେ ଗୁରୁବାର ଜଣେ ଶିକ୍ଷକଙ୍କୁ ଚାକିରୀରୁ ନିଲମ୍ବିତ କରାଯାଇଛି। ସେ ହେଲେ...
ନାମଯଜ୍ଞବେଳେ ଫୁଟିଲା ଗୁଳି: ଜଣେ ଗୁରୁତର
କଣ୍ଟାମାଳ,୧୮।୪: କଣ୍ଟାମାଳ ଥାନା ଲମ୍ବେସ୍ବରୀ ଗ୍ରାମପଞ୍ଚାୟତର ପିପଲପାଳି ଗ୍ରାମରେ ରାମନବମୀ ପାଇଁ ନାମଯଜ୍ଞ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ କିଛି ଦୁର୍ବୁତ୍ତ ସେଠାରେ ଗୁଳିମାଡ଼ କରିଥିଲେ। ଏହି ଗୁଳିମାଡରେ ଜଣେ ଗୁରୁତର ହୋଇଥିବା ଜଣାପଡୁଛି। ଗୁରୁତର ଜଣଙ୍କ ହେଲେ ବିଶାମିତ୍ର...
Archives


