ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାଙ୍କୁ ଗାଁ ଦାଣ୍ଡରେ ଛେଚି ପକାଇଲେ
ବୌଦ୍ଧ,୨।୧୦: ଲୁଗାପଟା ଟାଣି ଓଟାରି ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାଙ୍କୁ ଗାଁ ଦାଣ୍ଡରେ ନିସ୍ତୁକ ମାଡ଼ ଅଭିଯୋଗ । ଏଭଳି ଅଭାବନୀୟ ଘଟଣା ଘଟିଛି ବୌଦ୍ଧ ଆଦର୍ଶ ଥାନା ଅନ୍ତର୍ଗତ ବିଜାପଦର ଗାଁରେ । ଗାଁ ଦାଣ୍ଡରେ ଅଙ୍ଗନଓ୍ବାଡି କର୍ମୀ ଓ…
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣଙ୍କୁ ଗୁଳିମାଡ଼ କଲେ ସରପଞ୍ଚ
କଣ୍ଟାମାଳ,୨୮ା୯(ଆଦିରେଶ୍ୱର ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସରପଞ୍ଚଙ୍କ ଗୁଳିମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଘଟଣା ଘଟିଛି ବୌଦ୍ଧ ଜିଲା ମନମୁଣ୍ଡା ଥାନା କସୁରବନ୍ଧ ଗାଁରେ। ଗୁରତର ଜଣକ ହେଲେ କସୁରବନ୍ଧ ଗାଁର ରାଜେନ୍ଦ୍ର କର୍ଣ୍ଣ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶୁକ୍ରବାର ରାତିରେ…
ଗଛରେ ପିଟି ହୋଇ ଓଲଟିଲା ପିକ୍ଅପ୍, ୯ ଶ୍ରମିକ ଆହତ
ବୌଦ୍ଧ,୧୬ା୯: ଗଛରେ ପିଟି ହୋଇ ଏକ ପିକ୍ଅପ୍ ଓଲଟି ପଡ଼ିବାରୁ ୯ ଶ୍ରମିକ ଆହତ ହୋଇଛନ୍ତି। ବୌଦ୍ଧ ଥାନା ବୁରପଟା ଛକ ନିକଟରେ ସୋମବାର ଏହି ଦୁର୍ଘଟଣା ଘଟିଛି। ଏହି ଶ୍ରମିକମାନେ ଇଲେକ୍ଟ୍ରି କାମ ପାଇଁ ଦିଗପହଣ୍ଡିରୁ ସୁବର୍ଣ୍ଣପୁର ଯାଉଥିବା ବେଳେ…
ସୁନା ଦୋକାନକୁ ପଶିଗଲା କାର୍: ନାବାଳିକା, ଦୁଇ ମହିଳା ଗୁରୁତର
ବୌଦ୍ଧ,୧୩।୯(ଅଜିତ ବାରିକ): ଚାରିଛକରୁ ବୌଦ୍ଧ ଆଡକୁ ଯାଉଥିବା ଏକ କାର୍ ପୁରୁଣା କଟକ ମାର୍କେଟ ରାସ୍ତାରେ ଭାରସାମ୍ୟ ହରାଇ ଏକ ସୁନା ଦୋକାନ ଭିତରକୁ ପଶି ଯାଇଥିଲା। ଏହି ଦୁର୍ଘଟଣାରେ ଜଣେ ନାବାଳିକା ଏବଂ ଦୁଇଜଣ ମହିଳା ଗୁରୁତର ହୋଇଛନ୍ତି। ସେମାନେ…
ଗୋଟିଏ ରାତିରେ ୩ ନାବାଳିକା ଝିଅଙ୍କ ଜୀବନ ନେଲା ବିଷଧର ସାପ, ବାପା ଗୁରୁତର
ବୌଦ୍ଧ,୯ା୯(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଟିକରପଡ଼ା ପଞ୍ଚାୟତର ଚରିଆପାଲି ଗାଁରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁରେ ସାପକାମୁଡ଼ାରେ ଗୋଟିଏ ପରିବାରର ୩ ନାବାଳିକା ଝିଅଙ୍କ ମୃତ୍ୟୁ ହୋଇଥିବା ବେଳେ ବାପା ଗୁରୁତର ହୋଇଛନ୍ତି। ମୃତ ଭଉଣୀଙ୍କ…
୨୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ସହାୟକ ରାଜସ୍ୱ ଅଧିକାରୀଙ୍କୁ ମାଡ଼ିବସିଲା ଭିଜିଲାନ୍ସ
ବୌଦ୍ଧ,୨୧।୮( ଅଜିତ ବାରିକ): ଜିଲା ସଂଗ୍ରହାଳୟରେ ଏକ ଆକ୍ୱାରିୟମ୍ ପ୍ରୋଜେକ୍ଟର ବକେୟା ବିଲ୍ ପାସ କରାଇ ଦେବା ପାଇଁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜଳରେ ପଡିଛନ୍ତି ସହାୟକ ରାଜସ୍ୱ ଅଧିକାରୀ ଚୌଧୁରୀ ପୁପୁନ ଦାଶ। ୨୦୨୧-୨୨ ରୁ ଏହି କାର୍ଯ୍ୟ…
ହୀରାକୁଦରୁ ଜଳ ନିଷ୍କାସନ ପରେ ବୌଦ୍ଧରେ ଫୁଲୁଛି ମହାନଦୀ
ବୌଦ୍ଧ,୩୦ା୭: ହୀରାକୁଦ ଜଳଭଣ୍ଡାରରୁ ୨୦ଟି ସ୍ଲୁଇସ୍ ଗେଟ୍ ଦେଇ ଅତିରିକ୍ତ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ସାମାନ୍ୟ ହ୍ରାସ ପାଇଛି। ହେଲେ ବୌଦ୍ଧରେ ଫୁଲୁଛି ମହାନଦୀ। ଏଭଳିସ୍ଥିତିରେ ବୌଦ୍ଧରେ ମହାନଦୀର ଜଳସ୍ଥର ବିପଦ ସଙ୍କେତ ଛୁଇଛି। ଫଳରେ…
ଖାଉଟିଙ୍କୁ ବାଧିଲାଣି ବଜାର ଦର
ବୌଦ୍ଧ,୨୯ା୭( ଅଜିତ କୁମାର ବାରିକ): ସାରା ରାଜ୍ୟରେ ଆଳୁକୁ ନେଇ ଖାଉଟି ଚିନ୍ତାରେ ପଡିଥିବା ବେଳେ ବୌଦ୍ଧରେ ଆଳୁ କିଲୋ ୫୦ ଟଙ୍କା ଉପରେ ରହିଛି। ଏପଟେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଆଳୁ କିଲୋ ୩୨ରୁ ୩୪ ଟଙ୍କା ଉପରେ…
କର୍ମଚାରୀଙ୍କୁ ତାଗିଦ କଲେ ବିଧାୟକ, ଭତ୍ତା ପ୍ରଦାନରେ….
ଘଣ୍ଟାପଡ଼ା, ୬ା୭(ପ୍ରଭାତ କୁମାର ସାହୁ):ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନମଣ୍ଡଳୀର ନବ ନିର୍ବାଚିତ ବିଧାୟକ କହ୍ନେଇ ଚରଣ ଡାଙ୍ଗ ବୁଧବାର ପ୍ରଥମ କରି କଣ୍ଟାମାଳ ବ୍ଲକକୁ ପରିଦର୍ଶନରେ ଯାଇ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଏଥିସହ ଲୋକଙ୍କୁ ତ୍ୱରିତ ସେବା ଯୋଗାଇବା…
୫- ଟି, ନବୀନ ଓଡ଼ିଶା ବ୍ୟାଗ୍ ପୋଡ଼ିଲେ
ବାଉଁଶୁଣୀ,୧୬ା୬(ଦେବାଶିଷ ନେପାକ)ବୌଦ୍ଧ ଜିଲା ବାଉଁଶୁଣୀ ଛକ ନିକଟରେ ଶନିବାର ୫- ଟି ଆମ ଓ ନବୀନ ଓଡ଼ିଶା ବ୍ୟାଗ୍କୁ ଭାଜପା କର୍ମୀ ପୋଡ଼ୁଥିବା ଦେଖିବାକୁ ମିଳିଛି। ସ୍ଥାନୀୟ ଅଞ୍ଚଳର ଭାଜପା ନେତା ପୁରନ୍ଦର ବକ୍ସିଙ୍କ ନେତୃତ୍ୱରେ ପୂର୍ଣ୍ଣଚନ୍ଦ୍ର ମେହେର, କିଶୋର ମେହେର,…
ନବ ବିବାହିତା ଝିଅଙ୍କ ମିଳିଲା ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ବାପା
ଘଣ୍ଟାପଡ଼ା,୩।୬(ପ୍ରଭାତ କୁମାର ସାହୁ): ବୌଦ୍ଧ ଜିଲା ଘଣ୍ଟାପଡା ଥାନା କୁଳୁତାଜୋର ପଞ୍ଚାୟତ ଅଧୀନ ବରପଦର ଗ୍ରାମର ପୂର୍ଣ୍ଣ ରଣାଙ୍କ ବିବାହିତ ଝିଅ ଜୟନ୍ତୀ(୨୧)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ତାଙ୍କ ବାପା। ବଲାଙ୍ଗୀର ଜିଲା ଲୋଇସିଂହା…
ଘର ମାଲିକଙ୍କୁ ଛୁରାମାଡ଼ କରି ଲୁଟି ନେଲେ ଟଙ୍କା, ସୁନା ଅଳଙ୍କାର
ବୌଦ୍ଧ,୧।୬: ବୌଦ୍ଧ ଜିଲା ବାଉଁଶୁଣି ଥାନା ଅଧୀନ ବାଦିକଟା ଗ୍ରାମରେ ଏକ ବଡ଼ ଧରଣର ଲୁଟପାଟ ହୋଇଛି। ଦୁବୃର୍ତ୍ତମାନେ ଘର ମାଲିକଙ୍କୁ ଛୁରାମାଡ଼ କରି ଲକ୍ଷାଧିକ ଟଙ୍କା ଏବଂ ସୁନା ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ,…
Archives


