ବାଇକ୍ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…
କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା ୪୨ ମୌଜା ଥାନା ଅନ୍ତର୍ଗତ ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ ଓ ପୁତୁରା ଯାଉଥିବା ବେଳେ ମାଞ୍ଜା ଗୁଡ଼ି ସୂତା ଆସି ଗୁଡ଼ାଇ ହୋଇଯାଇଥିଲା।...
ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…
ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ସୂଚନା ମିଳିଛି। ଅର୍ପିତା ହାଇକୋର୍ଟରେ ଆଗୁଆ ଜାମିନ ଆବଦେନ କରିଛନ୍ତି।...
ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ
ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ ବାଘୁଣୀ ‘ଜୟଶ୍ରୀ’ର ଏହା ପ୍ରଥମ ସନ୍ତାନ ପ୍ରସବ। ସୂଚନା ଥାଉକି, ନନ୍ଦନକାନନରେ ଏବେ...
ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ
କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍.ଏସ୍. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ ସାମୁଦ୍ରିକ ବ୍ୟବସାୟ ବିବାଦକୁ ନେଇ ରୁଜୁ ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶ...
ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ: ହାଇକୋର୍ଟ ଦେଲେ ବଡ଼ ରାୟ
କଟକ,୨୩।୧୨: ବିଧାୟକଙ୍କ ଦରମା ବୃଦ୍ଧି ମାମଲା ହାଇକୋର୍ଟରେ ଗ୍ରହଣ ହୋଇନାହିଁ। AG ପୀତାମ୍ବର ଆଚାର୍ଯ୍ୟଙ୍କ ଦୃଢ଼ ଯୁକ୍ତି ପରେ ମଧ୍ୟ ଏହାକୁ ଗ୍ରହଣ କରିନାହାନ୍ତି ହାଇକୋର୍ଟ। ଏହି ପ୍ରସଙ୍ଗକୁ ପ୍ରିମାଚ୍ୟୁର ି କହିଛନ୍ତି ହାଇକୋର୍ଟ। ବିଧିବଦ୍ଧ ବିଜ୍ଞପ୍ତି ହୋଇ ନ...
ବେଆଇନ୍ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ: ପହଞ୍ଚିଗଲେ..
କଟକ,୨୩।୧୨: ବେଆଇନ୍ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ। ହଠାତ୍ ହେଲା ଚଢ଼ାଉ। ଏଭଳି ଘଟଣା ଘଟିଛି କଟକରେ। କଟକର ଏକ ଘରୋଇ ଡାଇଗ୍ନୋଷ୍ଟିକ ସେଣ୍ଟର୍ ଉପରେ ଚଢାଉ ଚାଲିଛି। ଚଢାଉରେ CDMOଙ୍କ ସହ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ଟିମ ସାମିଲ...
ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…
କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ ମା’ ଶେଫାଳି ସୁନା। ସେ ଏତଲାରେ ଦର୍ଶାଇଛନ୍ତି ତାଙ୍କ ପୁଅକୁ ନିର୍ଯାତନା ଦିଆଯାଇଛି। ହ୍ୟୁମାନଙ୍କ...
କଟକରେ ମା’ହେଲେ ଦଶମ ଶ୍ରେଣୀ ଛାତ୍ରୀ: ବଳାତ୍କାର ପରେ…
କଟକ,୧୯।୧୨: କଟକ ଜିଲା ମାଣିଆବନ୍ଧ ଥାନା ଅନ୍ତର୍ଗତ ଖୁଣ୍ଟକଟା ଅଞ୍ଚଳର ଜଣେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ ବଳାତ୍କାର ଶିକାର ହେବା ପରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଏହି ଘଟଣା ସାମ୍ନାକୁ ଆସିବା ପରେ କଟକର...
ମୋକିମ୍ଙ୍କ ପାଇଁ ବାହାରି ପଡ଼ିଲେ ନିରଞ୍ଜନ: କହିଲେ କଟକରେ କେବଳ ତାଙ୍କ ପାଇଁ…
ଭୁବନେଶ୍ୱର, ୧୫।୧୨: ମହମଦ୍ ମୋକିମ୍ଙ୍କୁ ନେଇ ମୁହଁ ଖୋଲିଲେ ନିରଞ୍ଜନ ପଟ୍ଟନାୟକ। ନିରଞ୍ଜନ କହିଛନ୍ତି, ମୋକିମଙ୍କର କଂଗ୍ରେସ ପ୍ରତି ଅବଦାନ ବହୁତ। ୧୯୮୦ ପରଠୁ କଟକରେ କଂଗ୍ରେସ ଜିତି ପାରୁ ନ ଥିଲା, ମୋକିମ୍ ଜିତାଇଛନ୍ତି। ଲଗାତାର ୨ ଥର...
ବ୍ଲକ ପ୍ରଶାସନର ପକ୍ଷପାତିତା: ସ୍ବାଧୀନ ବିଧାୟକଙ୍କୁ ଟାଣିଲା ବିଜେଡି
ନିଶ୍ଚିନ୍ତକୋଇଲି,୧୫।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନର ଅପରିଣାମଦର୍ଶିତା ପାଇଁ ବହୁ ଟଙ୍କା ଫେରିଯାଇଛି। ଉନ୍ନୟନ କାଯ୍ୟକ୍ରମ ଠପ୍ ହୋଇଯାଇଛି। ଏହାର ପ୍ରତିବାଦରେ ସୋମବାର ବ୍ଲକ ବିଜେଡି ପକ୍ଷରୁ ପଞ୍ଚୟତ ସମିତି ସମ୍ମୁଖରେ ଧାରଣା ଦିଆଯାିଛି। ବ୍ଲକ...
ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI
କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ ପ୍ରଧାନ ବିଚାରପତି ବିଳମ୍ବିତ ନ୍ୟାୟକୁ ନେଇ ଉଦ୍ବେଗ ପ୍ରକାଶ କରିଛିନ୍ତି। ବିଳମ୍ବିତ ନ୍ୟାୟ...
ମୋକିମ୍ଙ୍କୁ ନେଇ ଆସିଲା ବଡ଼ ଅପ୍ଡେଟ୍: ଏଥର ଦିଲ୍ଲୀରେ …
ଭୁବନେଶ୍ୱର,୧୨।୧୨: ମୋକିମଙ୍କ ଚିଠି ପ୍ରସଙ୍ଗରେ କଂଗ୍ରେସ ବିଧାୟକ ଦଳ ନେତା ପ୍ରତିକ୍ରିୟା ରଖିଛନ୍ତି। ଓଡ଼ିଶାରେ ବିବାଦ, ଦିଲ୍ଲୀରେ ସମାଧାନ ହେବ କହିଲେ ରାମଚନ୍ଦ୍ର କାଡାମ। ଓଡ଼ିଶା କଂଗ୍ରେସରେ ବିବାଦ ନେଇ ଦିଲ୍ଲୀ ନେତାଙ୍କ ସହ ଆଲୋଚନା ହେବ। କେନ୍ଦ୍ରୀୟ ନେତା...
Archives


