କଟକ

ବନ୍ଧାହେଲେ କୁବେର ଯନ୍ତ୍ରୀ: ଘରୁ ମିଳିଲା ବିଡାବିଡ଼ା ନୋଟ୍‌, ପୁଳାପୁଳା ସୁନା

କଟକ,୧୬।୪(ପ୍ରଭୁକଲ୍ୟାଣ ପାଲ୍‌): ବନ୍ଧାହେଲେ କୁବେର ଯନ୍ତ୍ରୀ । ଘରୁ ବିଡା ବିଡା ଟଙ୍କା ଜବତ ହେବା ପରେ ଅନୁଗୋଳ ଆଠମଲିକ ବ୍ଲକ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥିଙ୍କୁ ଆୟବର୍ହିଭୁତ ସମ୍ପତି ଠୁଳ ମାମଲାରେ ଭିଜିଲାନ୍ସ ଗିରଫ କରିଛି। ଯନ୍ତ୍ରୀ...

କଟକ କମିଶନରେଟ ପୋଲିସର ଡବଲ୍‌ ଏନ୍‌କାଉଣ୍ଟର, ୨ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗୁଳିମାଡ଼

ଚୌଦ୍ୱାର,୧୭।୪(ଆଶୁତୋଷ ଦାସ): କଟକ କମିଶନରେଟ ପୋଲିସର ଡବଲ ଏନ୍‌କାଉଣ୍ଟର। ଗୁଳିମାଡ଼ରେ ୨ ଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଆହତ ହୋଇଛନ୍ତି। ସେମାନଙ୍କ ଗୋଡ଼ରେ ଗୁଳି ବାଜିଛି। ତେବେ ଅପରାଧୀଦ୍ୱୟ ହେଲେ ସଂଗ୍ରାମ ରାଉତ ଓରଫ କଟାସ ଏବଂ ଶୁଭ୍ରାଂଶୁ ପରିଡ଼ା ଓରଫ...

୮୦ବର୍ଷୀୟ ବୃଦ୍ଧାଙ୍କୁ ବଳାତ୍କାର ଘଟଣା: ଦୋଷୀଙ୍କୁ ୨୦ବର୍ଷ ଜେଲ୍‌

କଟକ,୧୬।୪(ପ୍ରଭୁକଲ୍ୟାଣ ପାଲ୍‌): ୮୦ବର୍ଷୀୟ ବୃଦ୍ଧାଙ୍କ ବଳାତ୍କାର ଦୋଷୀଙ୍କୁ ହୋଇଛି ୨୦ବର୍ଷ ଜେଲ । ୨୦୨୨ରେ କଟକରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ୮୦ବର୍ଷୀୟ ବୃଦ୍ଧାଙ୍କୁ ବଳାତ୍କାର ଘଟଣାରେ ଆଜି ରାୟ ପ୍ରକାଶ ପାଇଛି । କଟକ ଆଡହକ ଆଡସିନାଲ ସେସନ୍ସ ଜଜ...

ପଣା ସଂକ୍ରାନ୍ତିରେ ମନ୍ଦିରରୁ ମିଳିଲା ପୂଜକଙ୍କ ଝୁଲନ୍ତା ମୃତଦେହ

କଟକ,୧୪।୪: ଆଜି ପବିତ୍ର ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଏବଂ ହନୁମାନ ଜୟନ୍ତୀ। ଏନେଇ ଗାଁଠୁ ସହର ସବୁଠି ଉତ୍ସବମୁଖର। ଘରେ ଘରେ ଚାଲିଛି ପଣା ପ୍ରସ୍ତୁତ। ମନ୍ଦିରରେ ପୂଜାର୍ଚ୍ଚନା ପାଇଁ ଶଦ୍ଧାଳୁଙ୍କ ଲାଗିଛି ଲମ୍ବା ଲାଇନ୍‌। ଏହି...

ବେଶି ନୁହେଁ କେବଳ ଏହି ଗୋଟିଏ  କାରଣ ପାଇଁ  ନବୀନ ଲାଗୁ କଲେନି ଆୟୁଷ୍ମାନ ଭାରତ: ସବୁ ଗୁମର ଖୋଲିଦେଲେ ନଡ୍ଡା

କଟକ,୧୧।୪: ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହୋଇଛି। ଆୟୁଷ୍ମାନ ଭାରତ ସହ ଆୟୁଷ୍ମାନ ବୟୋ ବନ୍ଦନାର ଶୁଭାରମ୍ଭ  କଟକରେ  କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା। ପ୍ରାୟ ସାଢ଼େ ୩ କୋଟି ଲୋକଙ୍କଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ...

ଆୟୁଷ୍ମାନ କାର୍ଡ ପାଇଁ ଯାଉଥିବା ବେଳେ ମାଡ଼ିଗଲା ଟ୍ରକ

କଟକ,୧୧।୪: କଟକ ବାଲିଯାତ୍ରା ତଳ ପଡ଼ିଆରେ ଶୁକ୍ରବାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ, ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ଶୁଭାରମ୍ଭ କରାଯିବ। ଏହି ପରିପ୍ରେକ୍ଷୀରେ ଲୋକଙ୍କୁ ଧରି ଆୟୁଷ୍ମାନ କାର୍ଡ ନେବାକୁ ଆସୁଥିବା ଏକ...

ମେ’ ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍‌ ପରୀକ୍ଷାଫଳ

କଟକ,୯ା୪(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ମାଟ୍ରିକ୍‌ ପରୀକ୍ଷା ଖାତାଦେଖା କାର୍ଯ୍ୟ ଶେଷ ହେବାକୁ ଆଉ ୨ ଦିନ ସମୟ ଲାଗିବ। ପରେ ସମସ୍ତ ପ୍ରକ୍ରିୟା ଶେଷ କରାଯାଇ ଆସନ୍ତା ମେ’ ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍‌...

ରତ୍ନଭଣ୍ଡାର ଚାବି ହଜିବା ମାମଲା: ଦୁଇ ମାସ ମଧ୍ୟରେ ସାର୍ବଜନୀନ ହେବ  ତଦନ୍ତ କମିଶନଙ୍କ ରିପୋର୍ଟ

କଟକ,୭।୪: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ମାମଲାର ଶୁଣାଣି  ସୋମବାର ହାଇକୋର୍ଟରେ ହୋଇଛି। ତେବେ  ଶୁଣାଣି ସମୟରେ ତଦନ୍ତ କମିଶନଙ୍କ ରିପୋର୍ଟ ଆଗାମୀ ଦୁଇ ମାସ ମଧ୍ୟରେ ରାଜ୍ୟ କ୍ୟାବିନେଟରେ ଉପସ୍ଥାପିତ ହେବ ବୋଲି ଆଡଭୋକେଟ୍‌ ଜେନେରାଲ କୋର୍ଟଙ୍କୁ ସୂଚନା...

ଦେବାଶିଷଙ୍କୁ ସିଧା ଟାର୍ଗେଟ୍‌ କଲେ ସୋଫିଆ, କହିଲେ କଟକର ମୁସଲମାନଙ୍କୁ…

କଟକ,୭ା୪: ଏମ୍‌ପି ଦେବାଶିଷ ସାମନ୍ତରାୟଙ୍କୁ କଡ଼ା ଟାର୍ଗେଟ କରିଛନ୍ତି ବିଧାୟିକା ସୋଫିଆ ଫିର୍ଦୋସ। ଓ୍ବକଫ୍‌ ବିଲ୍‌ ଭୋଟ୍‌ ବେଳେ ଓ୍ବାକଆଉଟ୍‌କୁ ନେଇ ସିଧା ଟାର୍ଗେଟ କରିଛନ୍ତି ସୋଫିଆ। ସେ କହିଛନ୍ତି, ଓ୍ବାକଆଉଟ୍‌ ଅର୍ଥ ଦେବାଶିଷ ବାବୁ ଭାଜପାକୁ ସମର୍ଥନ କରିଛନ୍ତି।...

କଟକ ବାଲିଯାତ୍ରା ପଡ଼ିଆରେ ହେବ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ

କଟକ, ୫।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହେବ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ. ପି. ନଡ୍ଡା ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆନୁଷ୍ଠାନିକ ଭାବେ କାର୍ଡ ବଣ୍ଟନର...

କେନାଲକୁ ଖସିଲା କାର୍‌: କଟକ ବିଜେଡି ଉପସଭାପତି ମୃତ

ମାଣିଆବନ୍ଧ,୨।୪ (ଅଖିଳ କୁମାର ସାହୁ):କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଗୋଡ଼ିଝରିଆସ୍ଥିତ ରେଙ୍ଗାଲି ଦକ୍ଷିଣ କେନାଲରେ ସୋମବାର ସନ୍ଧ୍ୟାରେ ଏକ କାର୍‌ କେନାଲ ଭିତରକୁ ଖସିପଡ଼ିଛି। ଫଳରେ ମାଣିଆବନ୍ଧ ଥାନା ଅନ୍ତର୍ଗତ ବାଙ୍ଗରସିଂହା ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା କଟକ...

କଟକରେ ବଡଧରଣର ଅଗ୍ନିକାଣ୍ଡ: ସୁଟ୍‌କେସ୍‌ ସୋ’ରୁମ ସହ କପଡ଼ା ଗୋଦାମରେ ଲାଗିଲା ନିଆଁ

କଟକ, ୧ା୪: କଟକ ସହରର ଦୋଳମୁଣ୍ଡାଇ ଅଞ୍ଚଳରେ ଏକ ଦୋକାନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ରିପୋର୍ଟ ଅନୁଯାୟୀ, ସକାଳେ ସ୍ଥାନୀୟ ଲୋକମାନେ ପ୍ରଥମେ ଏକ କୋଠାର ଉପର ମହଲାରେ ଥିବା ଦୋକାନରୁ ଧୂଆଁ ବାହାରୁଥିବାର ଦେଖିଥିଲେ। ସୂଚନା ପାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri