କଟକ

ଆଜି ଆସିବ ନାକ୍‌ ଟିମ୍‌: ସଜେଇ ହୋଇଛି ରେଭେନ୍‌ଶା

କଟକ,୨୦ା୧୧(ସୁପ୍ରିୟା ପ୍ରିୟଦର୍ଶିନୀ): ସୁନ୍ଦର କଳାକୃତିରେ ଝଲସୁଛି ରେଭେନ୍‌ଶା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ। ବିଭିନ୍ନ ଲାବ୍‌ରେ ଅଗ୍ନି ନିର୍ବାପକ ବ୍ୟବସ୍ଥା, ପାଚେରି ଏବଂ କାନ୍ଥଗୁଡିକରେ ଚିତ୍ରାଙ୍କନ କରାଯାଇଛି। ରକ୍ଷଣାବେକ୍ଷଣର ଅଭାବରୁ…

2 years ago

ଖୁଣ୍ଟୁଣୀ: ବଢୁଛି ଦେଶୀମଦ କାରବାର

ଖୁଣ୍ଟୁଣୀ, ୧୯ା୧୧ (ସଚ୍ଚିଦାନନ୍ଦ ପଣ୍ଡା)ଖୁଣ୍ଟୁଣୀ ଥାନା ଅଞ୍ଚଳରେ ବ୍ୟାପକ ଦେଶୀମଦ କାରବାର ବୃଦ୍ଧି ପାଇଛି। ଖଣ୍ଡୁଆଳି ଓ ରାଧାକୃଷ୍ଣପୁର ଗ୍ରାମ ନିକଟ ସଂରକ୍ଷିତ ଜଙ୍ଗଲରେ ଦେଶୀ ମଦ…

2 years ago

ନିରାମୟ କେନ୍ଦ୍ରରେ ମିଳୁନି ଡାଇବେଟିସ୍‌ ଔଷଧ

କଟକ,୧୬ା୧୧(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍‌ସିବି ମେଡିକାଲର ନିରାମୟ କେନ୍ଦ୍ରରେ ପ୍ରାୟ ୨ ମାସ ହେବ ଡାଇବେଟିସ୍‌ ରୋଗୀଙ୍କ ପାଇଁ ଔଷଧ ମିଳୁ ନ ଥିବା ଅଭିଯୋଗ ହୋଇଛି। ଏସ୍‌ସିବି ମେଡିକାଲ…

2 years ago

ବାରବାଟୀ-କଟକ ନିର୍ବାଚନୀ ମାମଲା: ମହଲତ ପାଇଁ ବିଧାୟକଙ୍କୁ ୧୦ ହଜାର ଜରିମାନା

କଟକ,୧୪ା୧୧ (କାର୍ତ୍ତିକ ସାହୁ): ବାରବାଟୀ-କଟକ ନିର୍ବାଚନୀ ମାମଲାର ବିଧାୟକ ମହମ୍ମଦ ମୋକିମ୍‌ଙ୍କ ପକ୍ଷରୁ ଯୁକ୍ତି ବାଢ଼ିବାକୁ ଓକିଲ ମହଲତ ମାଗିବାରୁ ହାଇକୋର୍ଟ ୧୦ ହଜାର ଟଙ୍କା ଜରିମାନା…

2 years ago

ଫ୍ଲିପ୍‌କାର୍ଟ ଅଫିସରେ ପଶି ଦୁର୍ବୃତ୍ତମାନେ ବନ୍ଧୁକମୁନରେ ଲୁଟିନେଲେ ଟଙ୍କା ବାକ୍ସ

କଟକ,୧୩ା୧୧: ମୁଖା ପିନ୍ଧି ଦୁଇ ଦୁର୍ବୃତ୍ତ ଫ୍ଲିପ୍‌କାର୍ଟ ଅଫିସରେ ପଶି ବନ୍ଧୁକମୁନରେ ଟଙ୍କା ବାକ୍ସ ଲୁଟିନେଇଛନ୍ତି। ଏପରି ଘଟଣା କଟକ ଜିଲା ଆଠଗଡ଼ ଥାନା ଅନ୍ତର୍ଗତ ଅଶୋକନଗର…

2 years ago

ଦୀପାବଳି: ଡିମାଣ୍ଡରେ ଫ୍ୟାନି୍ସ ଦୀପ

କଟକ,୧୨ା୧୧(ଶିଳ୍ପା ପ୍ରିୟଦର୍ଶିନୀ)ରବିବାର ଆଲୋକର ପର୍ବ ଦୀପାବଳି। ଏନେଇ ଚଳଚଞ୍ଚଳ ହୋଇଛି କଟକ ସହର। ଦୀପାବଳିରେ ଘର ସଜାଇବା ପାଇଁ ସହରବାସୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଏଥିପାଇଁ…

2 years ago

କୋଟି କୋଟି ଟଙ୍କା ଠକି ମାଆ-ପୁଅ ଗିରଫ

କଟକ,୧୧ା୧୧ (କାର୍ତ୍ତିକ ସାହୁ): ପ୍ଲଟ୍‌ ବିକ୍ରି ନାମରେ ଏକ ବଡ଼ ଧରଣର ଠକେଇ ହୋଇଛି। ଜମି ଦେବାକୁ କହି ଲୋକଙ୍କଠାରୁ କୋଟି କୋଟି ଟଙ୍କା ଠକେଇ ଅଭିଯୋଗରେ…

2 years ago

ସବୁଜ ବାଣ ଦର ଆକାଶଛୁଆଁ

କଟକ,୧୧ା୧୧(ସୁପ୍ରିୟା ପ୍ରିୟଦର୍ଶିନୀ): ଏଥର ମହଙ୍ଗା ହେବ ଦୀପାବଳି। ସବୁଜ ବାଣ ଫୁଟାଇବାକୁ ଅନୁମତି ମିଳିଥିଲେ ବି ବଜାରରେ ଏହି ବାଣ ଦର ମୂଲ୍ୟ ଆକାଶଛୁଆଁ ରହିଛି। ଅନ୍ୟପଟେ…

2 years ago

ଲୁଟି ନେଲେ ଟଙ୍କା ଭର୍ତ୍ତି ଭ୍ୟାନ, ସଫା କରିଦେଲେ ଦେଢ଼ କୋଟି

ଆଠଗଡ଼,୧୦।୧୧: ଦିନ ଦ୍ୱିପ୍ରହରରେ ଲୁଟି ନେଲେ ଟଙ୍କା ଭର୍ତ୍ତି ଭ୍ୟାନ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି ଆଠଗଡ଼ ତିଗିରିଆ ଥାନା ଅନ୍ତର୍ଗତ ଗୋଡ଼ିଝରିଆ ଅଞ୍ଚଳରେ। ପ୍ରାରମ୍ଭିକ…

2 years ago

ବାଲିଯାତ୍ରା: ୧୫ ପାର୍କିଂ ସ୍ଥାନ ଚିହ୍ନଟ

କଟକ,୧୦ା୧୧(ସୁପ୍ରିୟା ପ୍ରିୟଦର୍ଶିନୀ): କଟକ ବାଲିଯାତ୍ରା ପାଇଁ ପ୍ରସ୍ତୁତି ଜୋର୍‌ ଧରିଛି। ଗତବର୍ଷ ଭଳି ଚଳିତବର୍ଷ ବାଲିଯାତ୍ରାରେ ଚଢା ପାର୍କିଂ ଦରକୁ ନେଇ ଅସନ୍ତୋଷ ଦେଖାଦେଇଛି। ଚଳିତବର୍ଷ ବାଲିଯାତ୍ରାରେ…

2 years ago