କଟକ

ଉଚ୍ଚ ଶିକ୍ଷାନୁଷ୍ଠାନରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ମାମଲା:ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ନିର୍ଦ୍ଦେଶ

କଟକ,୬ା୧୦ (କାର୍ତ୍ତିକ ସାହୁ):ରାଜ୍ୟର ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ବିରୋଧରେ ହାଇକୋର୍ଟରେ ଆଗତ ମାମଲାର ଶୁଣାଣି ଗୁରୁବାର ହୋଇଛି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି…

2 years ago

ସହପାଠିନୀ ପ୍ରତ୍ୟୁଷାଙ୍କୁ ବିବାହ କରିବେ ବିଜୟ ଶଙ୍କର

କଟକ,୬ା୧୦ (କାର୍ତ୍ତିକ ସାହୁ):ପୁଣି ଚର୍ଚ୍ଚାରେ ତିର୍ତ୍ତୋଲ ବିଜେଡି ବିଧାୟକ ବିଜୟ ଶଙ୍କର ଦାସ। କଟକ ଅରୁଣୋଦୟ ମାର୍କେଟ ଅଞ୍ଚଳର ପ୍ରତ୍ୟୁଷା ନନ୍ଦ ନାମ୍ନୀ ମହିଳାଙ୍କୁ ବିବାହ ପାଇଁ…

2 years ago

ଆଇସିୟୁରେ ରୋଗୀଙ୍କୁ ମିଳିବ ମ୍ୟୁଜିକ୍‌ଥେରାପି

କଟକ,୬ା୧୦ (କାର୍ତ୍ତିକ ସାହୁ):ସଙ୍ଗୀତର ମଧୁର ମୂର୍ଚ୍ଛନା ପ୍ରାଣକୁ ଉଲ୍ଲସିତ କରେ। ମାନସିକ ଅବସାଦ ଦୂର କରି ସୁସ୍ଥତା ଆଣିଦିଏ। ମ୍ୟୁଜିକ୍‌ଥେରାପିର କଥା କିଛି ନୂଆ ନୁହେଁ। ତେବେ…

2 years ago

ଏସ୍‌ଡିଜେଏମ୍‌ କୋର୍ଟରେ ବର୍ଷାଙ୍କ ସାକ୍ଷ୍ୟଗ୍ରହଣ

କଟକ,୫ା୧୦ (କାର୍ତ୍ତିକ ସାହୁ) ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ତାଙ୍କ ସ୍ବାମୀ ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ବିରୋଧରେ କଟକ ଏସ୍‌ଡିଜେଏମ୍‌ କୋର୍ଟରେ ଦାଏର ଘରୋଇ ହିଂସା…

2 years ago

ବିଭାଗୀୟ ଅଧିକାରୀଙ୍କୁ ବିଧାୟକଙ୍କ ତାଗିଦ୍‌

କଟକ,୪ା୧୦(କାର୍ତ୍ତିକ ସାହୁ)ଏସ୍‌ସିବି ମେଡିକାଲରେ କ୍ରମାଗତ ୨ ଦିନ ଧରି ବିଦ୍ୟୁତ୍‌ ବିଭ୍ରାଟ ଓ ତା’ପରେ ଗୋଟିଏ ଦିନ ଜଳଯୋଗାଣ ବିଭ୍ରାଟକୁ ନେଇ ବିଭାଗୀୟ ଅଧିକାରୀଙ୍କୁ ଦାୟୀ କରିଛନ୍ତି…

2 years ago

ବିଶ୍ୱ ସଂସ୍କୃତି ମହୋତ୍ସବରେ ଓଡ଼ିଶୀନୃତ୍ୟ ପ୍ରଶଂସିତ

କଟକ,୪ା୧୦ (କାର୍ତ୍ତିକ ସାହୁ)ୱାଶିଂଟନ ଡିସିସ୍ଥିତ ନ୍ୟାଶନାଲ ମଲ୍‌ଠାରେ ୩ ଦିନିଆ ବିଶ୍ୱ ସଂସ୍କୃତି ମହୋତ୍ସବ-୨୦୨୩ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୮୦ ଦେଶର ଲୋକମାନେ ଯୋଗ ଦେଇଥିଲେ। ନୃତ୍ୟ,…

2 years ago

ଅବସର ନେଲେ ହାଇକୋର୍ଟ ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର

କଟକ,୪ା୧୦ (କାର୍ତ୍ତିକ ସାହୁ)ହାଇକୋର୍ଟ ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର ମଙ୍ଗଳବାର ଅବସର ଗ୍ରହଣ କରିଛନ୍ତି। ହାଇକୋର୍ଟର ବରିଷ୍ଠ ବିଚାରପତି ଡ. ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ବୁଧବାରଠାରୁ କାର୍ଯ୍ୟକାରୀ…

2 years ago

ଏସ୍‌ସିବିରେ ଫାଟିଲା ପାଣି ପାଇପ୍‌, ରୋଗୀ ହନ୍ତସନ୍ତ

କଟକ,୩ା୧୦ (କାର୍ତ୍ତିକ ସାହୁ):ଏସ୍‌ସିବି ମେଡିକାଲରେ ଦୁଇ ଦିନ ଧରି ବିଦ୍ୟୁତ୍‌ ବିଭ୍ରାଟର କଷ୍ଟ ରୋଗୀଙ୍କୁ ଅତିଷ୍ଠ କରିଛି। ପୁଣି ସୋମବାର ପାଣିପାଇପ ଫାଟି ଜଳଯୋଗାଣ ବାଧାପ୍ରାପ୍ତ ହୋଇଛି।…

2 years ago

ମରଣଯନ୍ତା ପାଲଟିଛି କେନାଲବନ୍ଧ ରାସ୍ତା

ନିଶ୍ଚିନ୍ତକୋଇଲି,୩।୧୦(ଅଶୋକ କୁମାର ମହାପାତ୍ର):କେନ୍ଦ୍ରାପଡ଼ା ଜିଲା ଛତା ଜଳସମ୍ପଦ ବିଭାଗ ଓ ନିଶ୍ଚିନ୍ତକୋଇଲି ଗ୍ରାମ୍ୟ ଉନ୍ନୟନ ବିଭାଗ ମଧ୍ୟରେ ସମନ୍ବୟର ଅଭାବ ଯୋଗୁ ୯ ନମ୍ବର କେନାଲବନ୍ଧ ରାସ୍ତା…

2 years ago

ମାଟ୍ରିକ ପରୀକ୍ଷା: ଫର୍ମପୂରଣ ଅବଧି ବଢ଼ିଲା

କଟକ,୧।୧୦ (ସୁପ୍ରିୟା ପ୍ରିୟଦର୍ଶିନୀ)ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମପୂରଣ ଅବଧିକୁ ବୃଦ୍ଧି କରାଯାଇଛି। ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ଅନ୍‌ଲାଇନ୍‌ରେ ଫର୍ମ…

3 years ago