କଟକ

ଟୋଲଗେଟ୍‌ କର୍ମଚାରୀ-ପର୍ଯ୍ୟଟକ ଗଣ୍ଡଗୋଳ

ଆଠଗଡ଼,୨୪।୫(ସ୍ବ.ପ୍ର.): କଟକ ଜିଲା ଆଠଗଡ଼ ଥାନା ମୁଣ୍ଡଳୀ ମହାନଦୀ ବ୍ରିଜ ଟୋଲ ଗେଟ୍‌ରେ କର୍ମଚାରୀଙ୍କ ସହ ୨ ବସ୍‌ ଚାଳକ ଓ ପର୍ଯ୍ୟଟକଙ୍କ ଗଣ୍ଡଗୋଳ ହୋଇଛି। ଏଥିରେ…

3 years ago

ଆଜିଠୁ ମାଟ୍ରିକ୍‌ ଖାତା ରିଚେକିଂ ପାଇଁ ଆବେଦନ କରିପାରିବେ ଛାତ୍ରୀଛାତ୍ର

କଟକ ଅଫିସ,୨୩।୫: ଆଜିଠୁ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ। ଯଦି ଯେଉଁ ଛାତ୍ରୀଛାତ୍ର ଫଳାଫଳକୁ ନେଇ ଅସନ୍ତୁଷ୍ଟ ବା କୌଣସି…

3 years ago

ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ନେଲେ ସୁଧାଂଶୁ ଷଡ଼ଙ୍ଗୀ

କଟକ ଅଫିସ,୨୨ା୫: ରାଜ୍ୟ ଅଗ୍ନିଶମ ଓ ଜରୁରୀକାଳିନ ସେବା ସଂସ୍ଥା ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଡକ୍ଟର ସୁଧାଂଶୁ ଷଡ଼ଙ୍ଗୀ। ୧୯୯୦ ବ୍ୟାଚ୍‌ର ବରିଷ୍ଠ ଆଇପିଏସ୍‌…

3 years ago

ମନ୍ଦିରକୁ ଲାଗି ଶୌଚାଳୟ ନିର୍ମାଣକୁ ଗ୍ରାମବାସୀଙ୍କ ବିରୋଧ

ମାହାଙ୍ଗା,୨୨ା୫(ସ୍ବ.ପ୍ର.): ମନ୍ଦିରକୁ ଲାଗି ଶୌଚାଳୟ ନିର୍ମାଣ କରାଯାଉଛି। ଏହାକୁ ଗ୍ରାମବାସୀ ବିରୋଧ କରିଛନ୍ତି। ମାହାଙ୍ଗା ବ୍ଲକ ଅନ୍ତର୍ଗତ ଉମର ପଞ୍ଚାୟତସ୍ଥିତ ଓସ୍ତପୁର ଗ୍ରାମର ଇଷ୍ଟଦେବ ନୀଳକଣ୍ଠେଶ୍ୱର ମହାଦେବ…

3 years ago

ହାଇକୋର୍ଟ ଷ୍ଟେନୋ ଚାକିରି ଦେବୀ ନାଁରେ ଠକେଇ: ସିଏମ୍‌ସି ଅସ୍ଥାୟୀ ପିଅନ ଗିରଫ

କଟକ ଅଫିସ,୨୨ା୫: ହାଇକୋର୍ଟରେ ଷ୍ଟେନୋ ଚାକିରି କରାଇ ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ ହୋଇଛି। ଏହି ଘଟଣାରେ ଲାଲ୍‌ବାଗ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି…

3 years ago

ଅମାନତ ରାଶି ଫେରାଉନାହାନ୍ତି ବିଡିଓ

କଟକ ସଦର,୨୨ା୫(ଡି.ଏନ୍‌.ଏ.): କଟକ ସଦର ବ୍ଲକ ଅଞ୍ଚଳରେ ୨୦୦୯ ପରଠାରୁ କରାଯାଇଥିବା ସମସ୍ତ ଉନ୍ନୟନମୂଳକ କାର୍ଯ୍ୟରେ କାର୍ଯ୍ୟ ନିର୍ବାହୀ(ଶ୍ରମିକ ପ୍ରତିନିଧି)ମାନଙ୍କଠାରୁ ଅମାନତ ରାଶି ରଖାଯାଇଥିଲା। ଇତିମଧ୍ୟରେ ୧୩…

3 years ago

ଏଣିକି ଏକା ବେଞ୍ଚରେ ସମାନ ମାମଲାର ଜାମିନ ଆବେଦନ

କଟକ ଅଫିସ,୨୨ା୫: ସୁପ୍ରିମକୋର୍ଟଙ୍କ ଗତ ୧୫ ତାରିଖର ନିର୍ଦ୍ଦେଶନାମା ଆଧାରରେ ଓଡ଼ିଶା ହାଇକୋର୍ଟ ଜାମିନ ଆବେଦନ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ହାଇକୋର୍ଟରେ ବିଚାରାଧୀନ…

3 years ago

ଓଡ଼ିଶା ଇଣ୍ଡଷ୍ଟ୍ରିଜ୍‌ ଆସୋସିଏଶନର ଦିନିକିଆ କର୍ମଶାଳା

କଟକ,୨୧।୫:  ଓଡ଼ିଶା ଇଣ୍ଡଷ୍ଟ୍ରିଜ୍‌ ଆସୋସିଏଶନ (ଓଆଇଏ) ପକ୍ଷରୁ ଏକ ଦିନିକିଆ କର୍ମଶାଳା କଟକର ଜଗତପୁରଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ରାଜ୍ୟରେ ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ…

3 years ago

ମେ’ ୨୨ରୁ ହାଇକୋର୍ଟରେ ଗ୍ରୀଷ୍ମକାଳୀନ ଛୁଟି

କଟକ ଅଫିସ,୨୦।୫: ଆସନ୍ତା ମେ’ ୨୨ତାରିଖରୁ ଜୁନ ୨୦ତାରିଖ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମକାଳୀନ ଛୁଟି। ଏନେଇ ଶୁକ୍ରବାର ହାଇକୋର୍ଟଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି।…

3 years ago

ରାସ୍ତାରେ ଗଛ ଉପୁଡ଼ିଲା, ଘର ଭାଙ୍ଗିଲା

କଟକ ଅଫିସ/ଖୁଣ୍ଟୁଣୀ, ୨୦ା୫(ଡି.ଏନ୍‌.ଏ.): କଟକ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଖୁବ୍‌ ଜୋରରେ ପବନ ବହିବା ସାଙ୍ଗକୁ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା।…

3 years ago