କଟକ

ଗୋଟିଏ ବିଦ୍ୟାଳୟରେ ୨ ପ୍ରଧାନ ଶିକ୍ଷକ

କଟକ ଅଫିସ,୨୩ା୨: ଖ୍ରୀଷ୍ଟ କଲିଜିଏଟ୍‌ ସ୍କୁଲରେ ୨ ଜଣ ପ୍ରଧାନ ଶିକ୍ଷକ। ଜିଲା ଶିକ୍ଷା ଅଧିକାର(ଡିଇଓ) କାର୍ଯ୍ୟାଳୟ ପକ୍ଷରୁ ଜଣଙ୍କୁ ପ୍ରଧାନ ଶିକ୍ଷକ ଦାୟିତ୍ୱ ଦିଆ ଯାଇଥିବାବେଳେ…

3 years ago

ରାଜ୍ୟ ପୋଲିସରେ ୭୦୦୦ରୁ ଅଧିକ ପଦବୀ ଖାଲି, ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୨୩ା୨: ରାଜ୍ୟ ପୋଲିସରେ ଏବେ ୭ ହଜାର ପଦବୀ ଖାଲି ପଡ଼ିଛି। କନଷ୍ଟେବଳଠାରୁ ଆରମ୍ଭ କରି ଅତିରିକ୍ତ ଏସ୍‌ପି ପର୍ଯ୍ୟନ୍ତ ପଦ ଖାଲି ପଡ଼ିଥିବା ନେଇ…

3 years ago

ପ୍ରଥମଥର ଜେଲ୍‌ରେ ଗୋପାଳଙ୍କୁ ଭେଟିଲେ ପରିବାର ଲୋକେ

କଟକ ଅଫିସ,୨୨ା୨: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଅଭିଯୁକ୍ତ ଗୋପାଳ ଦାସ ଚୌଦ୍ୱାର ଜେଲ୍‌ରେ ୮ ଦିନ ରହିବା ପରେ ବୁଧବାର ତାଙ୍କ ପରିବାର ଲୋକେ ଭେଟିବାକୁ…

3 years ago

ଜେଜଙ୍କ ଏକାଦଶରେ ଚାଲିଗଲା ନାତୁଣୀଙ୍କ ଜୀବନ

ନିଶ୍ଚିନ୍ତକୋଇଲି,୨୨।୨(ସ୍ବ.ପ୍ର.): ଜେଜଙ୍କ ଏକାଦଶରେ ନଦୀରେ ବୁଡି ନାତୁଣୀଙ୍କ ମୃତ୍ୟୁ ହୋଇଛି। ଏଭଳି ଅଭାବନୀୟ ଘଟଣା କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ବୁହାଳ ପଞ୍ଚୟତ ସାଧକନଗର ଅଞ୍ଚଳରେ…

3 years ago

ଏପ୍ରିଲରେ କାର୍ଯ୍ୟକ୍ଷମ ହେବ ଛତ୍ରବଜାର ଅର୍ବାନ୍‌ ହାଟ

କଟକ ଅଫିସ,୨୨ା୨: ରାଣୀହାଟ ନିକଟରୁ ଗୋଶାଳା ପର୍ଯ୍ୟନ୍ତ ରାସ୍ତାର ସୌନ୍ଦର୍ଯ୍ୟକରଣ କରାଯିବ। ସେହିପରି ଛତ୍ରବଜାରସ୍ଥିତ ନିର୍ମାଣାଧୀନ ଅର୍ବାନ ହାଟ ନିକଟରେ ଏକ ମାଛ ମାର୍କେଟ ହେବ। ତାଳଦଣ୍ଡା…

3 years ago

ଯୌତୁକ ଲାଗି ମୋ ଝିଅକୁ ମାରି ଟାଙ୍ଗିଦେଲେ ଜ୍ୱାଇଁ

ନିଶ୍ଚିନ୍ତକୋଇଲି, ୨୧।୨(ସ୍ବ.ପ୍ର.): ଅଧିକ ଯୌତୁକ ଦାବିରେ ବଧୂଙ୍କୁ ଶାଶୁ ଘର ଲୋକ ବିଭିନ୍ନ ନିର୍ଯାତନା ଦେବା ସହ ମାରି ଟାଙ୍ଗିଦେଇଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ଘଟିଛି…

3 years ago

ରାସ୍ତାରେ କ୍ଷୀର ଢାଳିଲେ ଚାଷୀ

ନିଶ୍ଚିନ୍ତକୋଇଲି,୨୧।୨(ସ୍ବ.ପ୍ର.): ଓମ୍ଫେଡ଼ର ଚାଷୀମାରଣ ନୀତି ବିରୋଧରେ କଟକ ଜିଲା ମାହାଙ୍ଗା ବ୍ଲକ ଏରକଣା ବଜାରରେ ଚାଷୀ ରାସ୍ତାରେ କ୍ଷୀର ଢାଳି ପ୍ରତିବାଦ କରିଛନ୍ତି। ଚାଷୀଙ୍କ ଅଭିଯୋଗ ମୁତାବକ,…

3 years ago

୨ ମାସରେ ତଦନ୍ତ ସାରିବାକୁ ଭୁବନେଶ୍ୱର ଡିସିପିଙ୍କୁ ନିର୍ଦ୍ଦେଶ

କଟକ ଅଫିସ,୨୧ା୨:ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କୁ ଆକ୍ରମଣ ମାମଲାରେ ୨ମାସ ମଧ୍ୟରେ ଆଇନ ଅନୁଯାୟୀ ତଦନ୍ତ ଶେଷ କରିବା ନିମନ୍ତେ ହାଇକୋର୍ଟ ଭୁବନେଶ୍ୱର ଡିସିପିଙ୍କୁ ସୋମବାର ନିର୍ଦ୍ଦେଶ ଦେଇଛନ୍ତି।…

3 years ago

ଗୋପାଳଙ୍କୁ ଜେଲରେ ସୁରକ୍ଷା ଦେବା ନେଇ ମାମଲା

କଟକ ଅଫିସ,୨୧ା୨:ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳ ଦାସ ଓ ତାଙ୍କ ପରିବାରକୁ ସୁରକ୍ଷା ଯୋଗାଇଦେବା ନେଇ ସୋମବାର ହାଇକୋର୍ଟରେ ଏକ…

3 years ago

ଗୋପାଳ ମାନସିକ ରୋଗୀ

କଟକ ଅଫିସ,୨୧ା୨:ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାର ଅଭିଯୁକ୍ତ ଗୋପାଳ ଦାସ ଜଣେ ମାନସିକ ରୋଗୀ। ତାଙ୍କର ଦୀର୍ଘଦିନ ଧରି ମାନସିକ ଅସୁସ୍ଥତାର ଇତିହାସ…

3 years ago