ନୂଆଗାଁ,୧୨।୧୨ (ଡି.ଏନ.ଏ.): କଟକ ସହର ଲାଲବାଗ ଥାନା ଅଧୀନ ମହାନ୍ତିପଡ଼ା ଅଞ୍ଚଳର ଶୈଳେନ୍ଦ୍ରନାଥ ଜେନା ନାମକ ଜଣେ ଯୁବକଙ୍କୁ ଅପହରଣ କରି ନେଇ ନୟାଗଡ଼ ଜିଲା ନୂଆଗାଁ…
କଟକ ଅଫିସ,୧୧ା୧୨: ସନ୍ତରଣ ଶିଖୁଥିବା ବେଳେ ରବିବାର ମହାନଦୀରେ ବୁଡ଼ି ଜଣେ ଯୁବକଙ୍କ ଜୀବନ ଯାଇଛି। ମୃତକ ଜଣକ ହେଲେ ସୋହେଲ ଖାନ୍। ତାଙ୍କ ଘର କଟକର…
କଟକ ଅଫିସ,୧୧ା୧୨: ରେଭେନ୍ଶା ବିଶ୍ୱବିଦ୍ୟାଳୟ କ୍ରୀଡା ହବ୍ ହେବ। ଆସନ୍ତା ଫେବୃୟାରୀରେ ଏହି ବିଶ୍ୱବିଦ୍ୟାଳୟରେ ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେବ। ପ୍ରାୟ ୧୦୦୦ ପ୍ରତିଯୋଗୀ…
ନିଶ୍ଚିନ୍ତକୋଇଲି/ସାଲେପୁର, ୧୧ା୧୨(ସ୍ବ.ପ୍ର./ଡି.ଏନ୍.ଏ.): କଟକ ଜିଲା ନେମାଳ ଥାନା ଅଧୀନ କଳମିଶ୍ରି ପଞ୍ଚାୟତ ଲେଣ୍ଡୁରା ଭଗବାନପୁର ଗ୍ରାମରେ ଗଳାକାଟି ବୃଦ୍ଧଙ୍କୁ ହତ୍ୟା ଘଟଣାର ଶନିବାର ପୋଲିସ ପର୍ଦ୍ଦାଫାଶ କରିଛି।…
କଟକ ଅଫିସ,୧୦ା୧୨: ଜଗତପୁର ଖଇରା ପୋଲ ନିକଟରେ ଶନିବାର ସନ୍ଧ୍ୟାରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ୨ କାର୍ ଏବଂ ୫ଟି ବାଇକ୍ ଉପରେ ଏକ…
ନିଶ୍ଚିନ୍ତକୋଇଲି,୧୦।୧୨(ସ୍ବ.ପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ଥାନା ଲେଣ୍ଡୁରା ଭଗବାନପୁର ଗାଁରେ ଘଟିଥିବା ଏକ ହତ୍ୟା ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଟଙ୍କା ଏବଂ ସୁନା…
କଟକ ଅଫିସ,୧୦ା୧୨: ନୟାଗଡ଼ ଜିଲା ଯଦୁପୁର ଅଞ୍ଚଳର ୫ ବର୍ଷର ଶିଶୁକନ୍ୟା ପରୀ ହତ୍ୟା ମାମଲାରେ ଅଭିଯୁକ୍ତ ନାବାଳକଙ୍କୁ ହାଇକୋର୍ଟ ଶୁକ୍ରବାର ୧୦ ଦିନ ପାଇଁ ଅନ୍ତରୀଣ…
ନିଶ୍ଚିନ୍ତକୋଇଲି/ନେମାଳ, ୧୦।୧୨(ସ୍ବ.ପ୍ର./ଡି.ଏନ୍.ଏ.): କଟକ ଜିଲା ନେମାଳ ଥାନା ଅଧୀନ କଳମିଶ୍ରୀ ପଞ୍ଚାୟତ ଲେଣ୍ଡୁରା ଭଗବାନପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ସହ ହତ୍ୟାକାଣ୍ଡ ହୋଇଛି।…
କଣ୍ଟାପଡ଼ା,୭ା୧୨(ଡି.ଏନ୍.ଏ.): କଟକ ଜିଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ଅଧିକାଂଶ ଅଞ୍ଚଳରୁ ଛେଳି ମେଣ୍ଢା ଚୋରି ହୋଇ ଆସୁଥିଲା। ଅଞ୍ଚଳରେ ଲୋକମାନଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିଲା। ଗତ…
କଟକ ଅଫିସ, ୭ା୧୨: ସହରରେ କଠିନ ବର୍ଜ୍ୟବସ୍ତୁର ସୁପରିଚାଳନା ପାଇଁ କଟକ ମହାନଗର ନିଗମ(ସିଏମ୍ସି) ପକ୍ଷରୁ ଆଗାମୀ ଦିନରେ ମୋଟ ୧୮ଟି ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍ସିସି)…