କଟକ

କାର୍‌ରେ ନେଉଥିଲେ ୭ ମେଣ୍ଢା, ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ଚୋର

କଣ୍ଟାପଡ଼ା,୭ା୧୨(ଡି.ଏନ୍‌.ଏ.): କଟକ ଜିଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ଅଧିକାଂଶ ଅଞ୍ଚଳରୁ ଛେଳି ମେଣ୍ଢା ଚୋରି ହୋଇ ଆସୁଥିଲା। ଅଞ୍ଚଳରେ ଲୋକମାନଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିଲା। ଗତ…

3 years ago

ଡିସେମ୍ବର ସୁଦ୍ଧା ଗୋଶାଳା, ଏମ୍‌ସିସି ଖୋଲିବ

କଟକ ଅଫିସ, ୭ା୧୨: ସହରରେ କଠିନ ବର୍ଜ୍ୟବସ୍ତୁର ସୁପରିଚାଳନା ପାଇଁ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଆଗାମୀ ଦିନରେ ମୋଟ ୧୮ଟି ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍‌ସିସି)…

3 years ago

ବାଲି ସଇରାତ ନ ଥାଇ ବେଆଇନ ବାଲି ଉଠାଣ

ମାହାଙ୍ଗା ୭ା୧୨(ସ୍ବ.ପ୍ର.): ମାହାଙ୍ଗା ତହସିଲରେ ବେଆଇନ୍‌ ବାଲି ଉଠାଣ ଦିନକୁ ଦିନ ବଢ଼ି ଚାଲିଛି। ମାତ୍ର ତହସିଲ ଅବା ପୋଲିସ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ।…

3 years ago

ଓଡ଼ିଶା ପୋଲିସକୁ ୨ ବ୍ରୋଞ୍ଜ ପଦକ

କଟକ ଅଫିସ,୭ା୧୨: ୭୧ତମ ସର୍ବଭାରତୀୟ ପୋଲିସ ହକି ଚାମ୍ପିୟନଶିପ୍‌ରେ ଓଡ଼ିଶା ପୋଲିସର ମହିଳା ଓ ପୁରୁଷ ଟିମ୍‌ ଦଳଗତ ପ୍ରଦର୍ଶନ କରି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି।…

3 years ago

ଗାଁରେ ପଡୁଛି ଗୁଳି, ଲୋକେ ଆତଙ୍କିତ

ଆଠଗଡ,୬।୧୨(ସ୍ବ.ପ୍ର.):ଆଠଗଡ଼ ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ନୂଆଶାସନ ଗ୍ରାମରେ ଆଠମାସ ହେବ ଗୁଳି ପଡୁଛି । ଏନେଇ ଗଁା ଲୋକେ ଭୟଭୀତ ହୋଇଯାଇଛନ୍ତି। ପ୍ରତ୍ୟେକ ଦିନ ଗୁଳି ଗ୍ରାମର…

3 years ago

ଡ୍ରୋନ କିଣା ଅର୍ଥ ଅନୁମୋଦନ ପାଇଁ ଚିଠି ଲେଖାଯାଇଛି

କଟକ ଅଫିସ, ୬ା୧୨:ଚିଲିକା ଓ ଭିତରକନିକାର ଆର୍ଦ୍ରଭୂମି ସୁରକ୍ଷା ମାମଲାର ଶୁଣାଣି ବେଳେ ହାଇକୋର୍ଟରେ ସୋମବାର କେନ୍ଦ୍ରାପଡ଼ା ଏବଂ ପୁରୀ ଜିଲାପାଳ ସତ୍ୟପାଠ ଦାଖଲ କରିଛନ୍ତି। ବେଆଇନ…

3 years ago

ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ସେବା ବିପର୍ଯ୍ୟସ୍ତ

ବାଙ୍କୀ,୫ା୧୨(ସ୍ବ.ପ୍ର.):ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟ ଓ ଏହା ଅଧୀନରେ ରହିଥିବା ସମସ୍ତ ପ୍ରାଥମିକ ଏବଂ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଚାଳନାଗତ ତ୍ରୁଟି ରହିଛି। ଫଳରେ ଏସବୁ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ ସେବା…

3 years ago

କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ଭୁବନେଶ୍ୱର,(ବ୍ୟୁରୋ)/ ବାଙ୍କୀ,୫ା୧୨ (ସ୍ବ.ପ୍ର.) :କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ଅଂଶୁପା ହ୍ରଦ ନିକଟରେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଚଢ଼ାଉ କରି ୧ କୋଟିରୁ…

3 years ago

ଧବଳେଶ୍ୱରଙ୍କ ଦର୍ଶନ ପାଇଁ ହେବ ଅସ୍ଥାୟୀ ରାସ୍ତା

ଖୁଣ୍ଟୁଣୀ, ୫ା୧୨(ଡି.ଏନ.ଏ.):କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱରଙ୍କ ଦର୍ଶନ ପାଇଁ ଭକ୍ତଙ୍କୁ ବାରଣ କରାଯାଇଛି। ଧବଳେଶ୍ୱର ପୀଠକୁ ସଂଯୋଗ ହୋଇଥିବା ଝୁଲାପୋଲକୁ ବନ୍ଦ କରାଯାଇଥିବାରୁ ଭକ୍ତମାନେ ଦର୍ଶନରୁ…

3 years ago

ଚର୍ଚ୍ଚ ଅଫ୍‌ ଗଡ୍‌ରେ ଝରଣାଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ ଅଫିସ,୪।୧୨: ଓଡ଼ିଆ ଚଳଚ୍ଚିତ୍ର ଜଗତର ପ୍ରଖ୍ୟାତ ଅଭିନେତ୍ରୀ ଝରଣା ଦାସଙ୍କ ଶେଷକୃତ୍ୟ କଟକ ଗୋରାକବର ନିକଟସ୍ଥ ଚର୍ଚ୍ଚ ଅଫ୍‌ ଗଡ୍‌ ପରିସରରେ ଶନିବାର ସମ୍ପନ୍ନ ହୋଇଛି। ଅପରାହ୍ନ…

3 years ago