କଟକ ସଦର,୩୧ା୧୦(ଡି.ଏନ୍.ଏ.): କଟକ ସଦର ବ୍ଲକ ଅଞ୍ଚଳର ପ୍ରାଚୀନ ଶୈବପୀଠ ପରମହଂସନାଥ ଦେବଙ୍କ ମନ୍ଦିର ପରିଚାଳନା କମିଟି(ଟ୍ରଷ୍ଟ ବୋର୍ଡ) ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଫଳରେ…
ରଘୁନାଥପୁର,୩୧।୧୦(ଡି.ଏନ୍.ଏ.): ରଘୁନାଥପୁର ବ୍ଲକ ବିଦ୍ୟାଧରପୁର ପଞ୍ଚାୟତର ୩ ନଂ. ଓ୍ବାର୍ଡର ଆଦିବାସୀ ସାହି ଗାଁ ଦାଣ୍ଡରେ ପ୍ରଥମଥର ପାଇଁ ଲାଇଟ୍ ଲାଗିଛି। ଓ୍ବାର୍ଡରେ ଏଭଳି ୩୦ଟି ଲାଇଟ୍…
କଟକ ଅଫିସ,୩୧ା୧୦: କଟକ ମହାନଗର ନିଗମ(ସିଏମ୍ସି) ଅଞ୍ଚଳରେ ଗୁହାଳ ଥିଲେ ମାଲିକଙ୍କୁ ୟୁଜର୍ସ ଫି’ ଦେବାକୁ ପଡିବ। ଅନ୍ୟ ବ୍ୟବସାୟିକ ପ୍ରତିଷ୍ଠାନ ଭଳି ଗୁହାଳ ମାଲିକଙ୍କଠାରୁ ଫି’…
କଟକ ଅଫିସ,୩୧ା୧୦: ବିଭିନ୍ନ କାରଣରୁ ଅଦାଲତରେ ମାମଲା ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ମୋଟର ଯାନ ଆଇନ ପାଇଁ ଅଦାଲତରେ ମାମଲା ସଂଖ୍ୟା ବଢ଼ିବା ଏକ ପ୍ରମୁଖ…
ଫୁଲନଖରା, ୩୦।୧୦(ଡି.ଏନ୍.ଏ.): କଟକରେ ପୁଣି ତାଲିବାନୀ ଶାସନର ପୁନରାବୃତ୍ତି ଦେଖିବାକୁ ମିଳିଛି। ଗତ କିଛି ଦିନ ପୂର୍ବରୁ ଜଣେ ଯୁବକଙ୍କୁ ଏକ ସ୍କୁଟି ପଛରେ ରଶି ବାନ୍ଧି…
ବାରଙ୍ଗ,୩୦।୧୦(ଡି.ଏନ୍ଏ.): ବିଏମ୍ସି ଅଳିଆ ଗାଡ଼ି ଧକ୍କାରେ ରବିବାର ସକାଳେ ଜଣଙ୍କ ମୃତ୍ୟୁ ଘଟିଥିଲା। ଏ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି। ମୃତକଙ୍କ ପରିବାରକୁ ୫ ଲକ୍ଷ…
ବାରଙ୍ଗ,୩୦।୧୦(ଡି.ଏନ୍ଏ.): ଭୁବନେଶ୍ୱର ଉପକଣ୍ଠ ଦାରୁଠେଙ୍ଗଠାରେ ଥିବା ଭୂଆସୁଣୀ ଡମ୍ପିଂ ୟାର୍ଡ ପାଖରେ ବିଏମ୍ସି ଅଳିଆ ଗାଡି ଧକ୍କାରେ ପୁଣି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ବ୍ୟକ୍ତି ଜଣଙ୍କ…
ନିଶ୍ଚିନ୍ତକୋଇଲି,୨୯ା୧୦(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଓରତି ପଞ୍ଚାୟତରେ ଗୋଚର ଜମିକୁ ଜବରଦଖଲ କରାଯାଇଛି। ଏଠାରେ ଚାଲିଥିବା ବେଆଇନ ନିର୍ମାଣ କାର୍ଯ୍ୟକୁ ବିରୋଧ କରି ଶନିବାର ନିଶ୍ଚିନ୍ତକୋଇଲି…
କଟକ ଅଫିସ, ୨୯ା୧୦: ବିଭିନ୍ନ ପ୍ଲାଷ୍ଟିକ, ଟିଣ ଓ ମାଟିରେ ମିଶୁ ନ ଥିବା ଖାଦ୍ୟ ସାମଗ୍ରୀ ପ୍ୟାକିଂରେ କ୍ୟୁଆର୍ କୋର୍ଡ ଲାଗିବ। ଜନସାଧାରଣ ଉକ୍ତ ସାମଗ୍ରୀକୁ…
କଟକ ଅଫିସ,୨୯ା୧୦: ଯାଜପୁର ବିଧାୟକ ତଥା ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଶୁକ୍ରବାର ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ନୂଆ ସଭାପତି ଭାବେ ଦାୟିତ୍ୱ ଗ୍ରହଣ…