କଟକ

ଭାଜପା ଆସିଲେ ଚୌଦ୍ୱାରରେ ଶିଳ୍ପ ଖୋଲିବ: ମନମୋହନ

ମଙ୍ଗୁଳି-ଜଗତପୁର,୧୨ା୨(ମାନସ ସାମଲ):ଚୌଦାର-କଟକ ନିର୍ବାଚନ ମଣ୍ଡଳୀ ଭାଜପା ପକ୍ଷରୁ ନଖରା ପଞ୍ଚାୟତସ୍ଥିତ ହାଟପଡ଼ିଆରେ ମିଶ୍ରଣ ପର୍ବ ରବିବାର ଅନୁଷ୍ଠିତ ହୋଇଯାଇଛି। ଶାଳଗଁା ସରପଞ୍ଚ ପବିତ୍ର ଉପାଧ୍ୟାୟଙ୍କ ନେତୃତ୍ୱରେ ନୁଣ୍ଟିଗିରି…

3 months ago

ପୋଲିସ ପରିଚୟରେ ଲୁଟି ନେଇଥିଲେ ଅଳଙ୍କାର

କଟକ,୧୨ା୨(କାର୍ତ୍ତିକ ସାହୁ):ପୋଲିସ ପରିଚୟ ଦେଇ ଲୁଟ୍‌ କରିବା ଅଭିଯୋଗରେ ମଙ୍ଗଳାବାଗ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଉତ୍ତରପ୍ରଦେଶ…

3 months ago

ରୋଗୀ ବେଶରେ ଆସି ଧରିଲା ପୋଲିସ

କଟକ,୧୧ା୨(କାର୍ତ୍ତିକ ସାହୁ): ରୋଗୀ ବେଶରେ ପୋଲିସ ଆସିଲେ। ଘରୋଇ ମେଡିକାଲକୁ ରୋଗୀ ନେବାକୁ ସୁଯୋଗ ଖୋଜୁଥିବା ଦଲାଲଙ୍କୁ ଧରିଲେ। ପୋଲିସ ଏଭଳି ଚକମା ଦେଖାଇବ ସେମାନେ ଭାବିବାକୁ…

3 months ago

ଏସ୍‌ସିବି ମେଡିକାଲରୁ ଗିରଫ ହେଲେ ଆଉ ୩ ଦଲାଲ

କଟକ,୧୧ା୨: ଏସ୍‌ସିବି ମେଡିକାଲରୁ ରବିବାର ଆଉ ୩ ଦଲାଲ ଗିରଫ ହୋଇଛନ୍ତି।ମଙ୍ଗଳାବାଗ ଥାନା ପୋଲିସ ଘରୋଇ ମେଡିକାଲକୁ ରୋଗୀ ପଠାଇବା ଅଭିଯୋଗରେ ଏହି ୩ ଦଲାଲଙ୍କୁ ଗିରଫ…

3 months ago

ହିନ୍ଦୀ ଶିକ୍ଷକ ନିଯୁକ୍ତିରେ ଲାଗିଲା ରହିତାଦେଶ: ହାଇକୋର୍ଟଙ୍କ ବିନା ଅନୁମତିରେ ପ୍ରକାଶ କରାଯିବ ନାହିଁ ଚୁଡାନ୍ତ ମେଧା ତାଲିକା

କଟକ,୧୦୯ା୨ (କାର୍ତ୍ତିକ ସାହୁ) ସର୍ଭିସ ସିଲେକସନ୍‌ ବୋର୍ଡ ଦ୍ୱାରା ଚାଲିଥିବା ହିନ୍ଦୀ ଶିକ୍ଷକ ନିଯୁକ୍ତି ଉପରେ ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଲଗାଇଛନ୍ତି। ବିଚାରପତି ବିରଜା ପ୍ରସନ୍ନ ଶତପଥୀ…

3 months ago

ପଦାର୍ଥ ବିଜ୍ଞାନ ଅଧ୍ୟାପକ ନିଯୁକ୍ତି ପ୍ରକ୍ରିୟା ଉପରେ ରହିତାଦେଶ ଲଗାଇଲେ ହାଇକୋର୍ଟ,  ଜାଣନ୍ତୁ ନିଯୁକ୍ତି  ଲାଗି କାହିଁକି କରାଯାଇଥିଲା ଚ୍ୟାଲେଞ୍ଜ

କଟକ,୯ା୨(କାର୍ତ୍ତିକ ସାହୁ): ରାଜ୍ୟ ସରକାରଙ୍କ ପଦାର୍ଥ ବିଜ୍ଞାନ ଅଧ୍ୟାପକ ନିଯୁକ୍ତି ପ୍ରକ୍ରିୟାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ନିର୍ଦ୍ଧାରିତ ସର୍ବନିମ୍ନ ଯୋଗ୍ୟତା ମାନଦଣ୍ଡ…

3 months ago

ଲିଙ୍ଗ ନିରୂପଣ ଅଭିଯୋଗ: ଡାକ୍ତରଙ୍କ ଘରେ ସ୍ବାସ୍ଥ୍ୟ ବିଭାଗର ଚଢ଼ାଉ

କଟକ,୯ା୨(ଶିଳ୍ପା ପ୍ରିୟଦର୍ଶିନୀ): ବେଆଇନ ଲିଙ୍ଗ ନିରପୂଣ ଅଭିଯୋଗରେ କଟକର ଫ୍ରେଣ୍ଡ୍‌ସ କଲୋନୀସ୍ଥିତ ଡାକ୍ତର ପୁଣ୍ୟଶ୍ଳୋକ ଦାସଙ୍କ ଘରେ ଶୁକ୍ରବାର ଚଢ଼ାଉ କରିଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ଉକ୍ତ…

3 months ago

ବରିଷ୍ଠ ନେତୃବୃନ୍ଦଙ୍କ ବିନା ଗଗନଙ୍କ ଶକ୍ତି ପ୍ରଦର୍ଶନ

କଟକ, ୯ା୨(ଶିଳ୍ପା ପ୍ରିୟଦର୍ଶିନୀ):ସାଧାରଣ ନିର୍ବାଚନ ଲାଗି ବାରବାଟୀ-କଟକ ନିର୍ବାଚନମଣ୍ଡଳୀରେ ଭାଜପାର ଆଶାୟୀଙ୍କ ନାମ ସାମ୍ନାକୁ ଆସି ନ ଥିବାବେଳେ କଟକ ମହାନଗର ନିଗମ(ସିଏମ୍‌ସି) ଅଧୀନ ୨୬ନଂ. ଓ୍ବାର୍ଡର…

3 months ago

ସିଏନ୍‌ବିଟିରେ ପ୍ରବେଶ ଶୁଳ୍କ ନ ଦେବାକୁ ମାଲିକ ସଂଘର ନିଷ୍ପତ୍ତି

କଟକ,୮ା୨(କାର୍ତ୍ତିକ ସାହୁ): କଟକ ଘରୋଇ ବସ୍‌ ମାଲିକ ସଂଘ ଏବଂ ମୋଟର ଯାନ କର୍ମଚାରୀ ସଂଘ ମଧ୍ୟରେ ବିବାଦ ଘଟି ସିଏନ୍‌ବିଟିରେ ପ୍ରବେଶ ଶୁଳ୍କ ନ ଦେବାକୁ…

3 months ago

ଏସ୍‌ସିବି ପରିସରରେ ଜେରକ୍ସ ସୁବିଧା ନାହିଁ

କଟକ,୮ା୨(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍‌ସିବି ମେଡିକାଲ ପରିସରରେ ଜେରକ୍ସ ସୁବିଧା ନ ଥିବା ରୋଗୀ ସମ୍ପର୍କୀୟମାନେ ଅଭିଯୋଗ କରିଛନ୍ତି। ଫଳରେ ଜେରକ୍ସ କରିବା ପାଇଁ ସେମାନଙ୍କୁ ମେଡିକାଲ ବାହାରକୁ ଯିବାକୁ…

3 months ago