କଟକ

ପାଣିରେ ଭାସିଲା ପାଚିଲା ଧାନ

ନିଶ୍ଚିନ୍ତକୋଇଲି,୫ା୧୨(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ବାତ୍ୟା ‘ଜଓ୍ବାଦ’ ପ୍ରଭାବରେ ମୁଖ୍ୟତଃ ଧାନ ଫସଲ ନଷ୍ଟ ହୋଇଛି। ବର୍ଷା ପବନ ବଢ଼ିଥିବାରୁ ଲୋକେ ଗୃହବନ୍ଦୀ ହୋଇ ରହିଛନ୍ତି।…

5 years ago

ହାଇକୋର୍ଟ ରେକର୍ଡ ରୁମ୍‌ରେ ୨ ଶହ ବର୍ଷର ନଥି

କଟକ ଅଫିସ,୫ା୧୨: ଓଡ଼ିଶା ହାଇକୋର୍ଟର ରେକର୍ଡ ରୁମ୍‌ରେ ରହିଛି ୧୮୧୭ ମସିହାର ରେକର୍ଡ ଅର୍ଥାତ୍‌ ୨ ଶହ ବର୍ଷ ତଳର ନଥି। ବର୍ତ୍ତମାନ ସୁଦ୍ଧା କ୍ରିମିନାଲ ଓ…

5 years ago

ମାହାଙ୍ଗା ଡବଲ ମର୍ଡର ଘଟଣା: ହାଜର ହେଲେନି ଥାନାଧିକାରୀ

ନିଶ୍ଚିନ୍ତକୋଇଲି,୩ା୧୨(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧିନସ୍ଥ ଡବଲ ମର୍ଡର ଘଟଣାରେ ମାହାଙ୍ଗା ଥାନା ଅଧିକାରୀଙ୍କୁ ବ୍ୟକ୍ତିଗତ ହଜାର ହେବାକୁ ମାନ୍ୟବର କୋର୍ଟ ଗୁରୁବାର ଆଦେଶ ଦେଇଥିଲେ।…

5 years ago

ମମିତା ହତ୍ୟା ମାମଲା: ଷ୍ଟାଟସ ରିପୋର୍ଟ ଦାଖଲ କଲେ ରାଜ୍ୟ ସରକାର

କଟକ ଅଫିସ,୩।୧୨: ରାଜ୍ୟ ସରକାର ମମିତା ହତ୍ୟା ମାମଲାର ଷ୍ଟାଟସ ରିପୋର୍ଟ ଶୁକ୍ରବାର ହାଇକୋର୍ଟରେ ଦାଖଲ କରିଛନ୍ତି। ତଦନ୍ତର ଅଗ୍ରଗତି ନେଇ ବନ୍ଦ ଲଫାପାରେ ରିପୋର୍ଟ ଦାଖଲ…

5 years ago

୧୧୭ ସଂସ୍ଥାର ବହୁ କୋଟି ବକେୟା

କଟକ ଅଫିସ,୩ା୧୨: ସମ୍ବଲପୁର ସିଟି,ଜିଏସ୍‌ଟି ସର୍କଲ-୨ ଅଧୀନ ୧୧୭ ବ୍ୟକ୍ତିଗତ ଓ ବାଣିଜି୍ୟକ ସଂସ୍ଥାର କୋଟି କୋଟି ଟଙ୍କା ବକେୟା ପଡ଼ିଛି। ଗତ ନଭେମ୍ବର ୨୫ତାରିଖ ସୁଦ୍ଧା…

5 years ago

ଜାନୁୟାରୀକୁ ଘୁଞ୍ଚିଲା ଦଶମ ଶ୍ରେଣୀ ସମେଟିଭ-୧ ପରୀକ୍ଷା

କଟକ ଅଫିସ,୩୦।୧୧: ଦଶମ ଶ୍ରେଣୀର ସମେଟିଭ-୧ର ପରୀକ୍ଷା ତାରିଖ ଘୁଞ୍ଚିଲା। ଡିସେମ୍ବର ୨୭ରେ ହେବାକୁ ଥିବା ଏହି ପରୀକ୍ଷା ଜାନୟାରୀ ୫ ରୁ ୮ ତାରିଖରେ ହେବ।…

5 years ago

ନାର୍କୋଟିକ୍ସ ବିରୋଧରେ କାର୍ଯ୍ୟଶୈଳୀର ସମୀକ୍ଷା

କଟକ ଅଫିସ,୩୦।୧୧: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ କଟକ ବକ୍ସିବଜାରସ୍ଥିତ ପୋଲିସ ମୁଖ୍ୟାଳୟରେ ସୋମବାର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଡିଜିପି ଅଭୟ ଯୋଗଦେଇ…

5 years ago

ମହିଳାଙ୍କଠାରୁ ୮୦ ହଜାର ଟଙ୍କା ସହ ସୁନାଗହଣା ଲୁଟି ୩ ଗିରଫ

କଣ୍ଟାପଡ଼ା,୨୭ା୧୧(ଡି.ଏନ୍‌.ଏ.): କଟକ ଜିଲା ଅଧିନସ୍ଥ ଅଡ଼ଶପୁର ବଜାରରେ ଶୁକ୍ରବାର ପୂର୍ବାହ୍ନରେ ଜଣେ ମହିଳାଙ୍କଠାରୁ ସୁନାଗହଣା ଓ ଟଙ୍କା ଲୁଟ୍‌ କରିଥିଲେ ଦୁର୍ବୃତ୍ତ। ଏହି ଘଟଣାରେ ଓଲଟପୁର ପୋଲିସ…

5 years ago

ବିଶ୍ୱସ୍ତରୀୟ ହେଉଛି ଏସ୍‌ସିବି: ମୁଖ୍ୟମନ୍ତ୍ରୀ

କଟକ ଅଫିସ,୨୭।୧୧: ରାଜ୍ୟର ସ୍ବାସ୍ଥ୍ୟସେବାକୁ ଅନ୍ୟ ରାଜ୍ୟ ତୁଳନାରେ ଅଧିକ ସୁଦୃଢ଼ କରାଯାଇଛି। ଏଥିପାଇଁ ରାଜ୍ୟରେ ଆରମ୍ଭ କରାଯାଇଥିବା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଲୋକଙ୍କୁ ସାମିଲ…

5 years ago

୩ ସାଙ୍ଗଙ୍କ ମୃତଦେହ ମିଳିଲା

କଟକ ଅଫିସ,୨୭।୧୧: କଟକ ମହାନଦୀର ଭଦିମୂଳ ଘାଟରେ ବୁଡ଼ି ଯାଇଥିବା ୪ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଗୁରୁବାର ରାତିରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ଶୁକ୍ରବାର…

5 years ago