କଟକ

ମାଛ ଧରା ଜାଲରେ ଲାଗିଲା ବ୍ୟାଗ ଭର୍ତ୍ତି ଅଚଳ ଟଙ୍କା

ବାରଙ୍ଗ,୨୨ା୭(ଡି.ଏନ.ଏ.): ପୁରୀ ମେନ କେନାଲରୁ ବୁଧବାର ବ୍ୟାଗ ଭର୍ତ୍ତି ଥିବା ଅଚଳ ଟଙ୍କା ମିଳିଛି। ଅପରାହ୍ନ ସମୟରେ ସ୍ଥାନୀୟ ଗ୍ରାମର ଜଣେ ମାଛଧରାଳି କେନାଲରେ ଜାଲ ପକାଉଥିଲେ।…

4 years ago

କଟକ ସହରରୁ ଥମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ୫୪ ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୨୨ା୭: ବୁଧବାର କଟକ ସହରରୁ ୫୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୫୨ରେ ପହଞ୍ଚିଥିବା କଟକ ମହାନଗର…

4 years ago

କଟକ ଶଙ୍କରପୁର କଣ୍ଟେନମେଣ୍ଟ ଜୋନ୍‌

କଟକ ଅଫିସ,୨୨।୭: କଟକ ମହାନଗର ନିଗମ(ସିଏମ୍‌ସି)ର ୩୭ ନମ୍ବର ୱାର୍ଡ ପରିଡାସାହି, ଶଙ୍କରପୁରକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏଠାରୁ କେତେକ କରୋନା ପଜିଟିଭ ଚିହ୍ନଟ ହେବା…

4 years ago

ପ୍ରସ୍ତାବରେ ଅଟକିଛି ରୋବୋଟିକ ସର୍ଜରୀ

କଟକ ଅଫିସ,୨୨ା୭: ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ରୋବୋଟିକ ସର୍ଜରୀ ଦ୍ୱାରା ଅସ୍ତ୍ରୋପଚାର ପାଇଁ ୨୦୧୭ରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପ୍ରସ୍ତାବ ରଖିଥିଲା। ୨୦୧୭ ଡିସେମ୍ବର…

4 years ago

କଟକରେ ମାଡୁଛି କରୋନା: ଆଜି ଆଉ ୩୨ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୧।୭: କଟକ ସହରରୁ ମଙ୍ଗଳବାର ୩୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ୫, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୨୧, ଲୋକାଲ କେସ୍‌ ୫…

4 years ago

ଲକ୍‌ଡାଉନ: ୨ଟା ଯାଏ ଖୋଲିବ ଆର୍‌ଟିଓ

କଟକ ଅଫିସ,୨୧।୭: ରାଜ୍ୟର ଖୋର୍ଦ୍ଧା, କଟକ, ଗଞ୍ଜାମ ଓ ଯାଜପୁର ଜିଲା ସହ ରାଉରକେଲା ସହରାଞ୍ଚଳରେ ରାଜ୍ୟ ସରକାର ଜୁଲାଇ ୩୧ ପର୍ଯ୍ୟନ୍ତ ଲକ୍‌ଡାଉନ ଜାରି କରିଛନ୍ତି।…

4 years ago

ଖାନ୍‌ନଗର: ବାପା-ପୁଅ ପଜିଟିଭ

କଟକ ଅଫିସ,୨୦ା୭-ଖାନ୍‌ନଗର ସାହିରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଠାରେ ଏହା ପ୍ରଥମ ଘଟଣା। ଉଭୟ ଆକ୍ରାନ୍ତ ବାପା-ପୁଅ। ଆକ୍ରାନ୍ତ ବାପା ହେଉଛନ୍ତି ସ୍ଥାନୀୟ ଅଞ୍ଚଳର…

4 years ago

କଟକ ସହରରୁ ୧୬ ନୂଆ ପଜିଟିଭ ଚିହ୍ନଟ

କଟକ ଅଫିସ, ୨୦।୭: କଟକ ସହରରୁ ସୋମବାର ୧୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬ଜଣ ସରକାରୀ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୮ଜଣ…

4 years ago

କରୋନାକୁ ହରାଇଲେଣି ୯୫ ପୋଲିସ କର୍ମଚାରୀ: ହିରୋ କହି ପ୍ରଶଂସା କଲେ ଡିଜିପି ଅଭୟ

କଟକ ଅଫିସ,୨୦ା୭: କରୋନା ଦ୍ୱାରା ଆକ୍ରାନ୍ତ ହେବା ପରେ ୯୫ ଜଣ ପୋଲିସ କର୍ମଚାରୀ ସୁସ୍ଥ ହୋଇ କାର୍ଯ୍ୟରେ ଯୋଗ ଦେଲେଣି। ଏହି କରୋନା ଯୋଦ୍ଧାଙ୍କ କର୍ତ୍ତବ୍ୟନିଷ୍ଠାକୁ…

4 years ago

ନିୟମିତ ବିଶୋଧନ କରାଯିବାକୁ କହିଲେ ଅଗ୍ନିଶମ ମହାନିର୍ଦ୍ଦେଶକ ଡ. ସତ୍ୟଜିତ୍‌ ମହାନ୍ତି

କଟକ ଅଫିସ,୨୦ା୭: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ବ୍ୟାପକ ବିଶୋଧନ ଉପରେ ଗୁରୁତ୍ୱ ଦିଆଯାଇଛି। ଅଗ୍ନିଶମ ବିଭାଗ ପକ୍ଷରୁ ରାଜ୍ୟବ୍ୟାପୀ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ବିଶୋଧନ କରାଯାଉଛି।…

4 years ago