କଟକ

୬୧ହଜାର ଟଙ୍କା ଜରିମାନା ଆଦାୟ କଲା ସିଏମ୍‌ସି

କଟକ ଅଫିସ,୮ା୪: କୋଭିଡ୍‌ ନିୟମ ଉଲଙ୍ଘନ ଅଭିଯୋଗରେ ସିଏମ୍‌ସି ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ପକ୍ଷରୁ ବୁଧବାର ସହରର ବିଭିନ୍ନ ଦୋକାନରେ ଚଢାଉ କରି ୬୧ ହଜାର ଟଙ୍କା ଜରିମାନା…

5 years ago

କଟକର ଏକ କୋଚିଂ ସେଣ୍ଟର ସିଲ୍‌ କଲା ସିଏମ୍‌ସି

କଟକ ଅଫିସ,୮।୪: କଟକର ଅରୁଣଦୋୟ ନଗରସ୍ଥିତ ଏକ କୋଚିଂ ସେଣ୍ଟରକୁ ଗୁରୁବାର ସିଏମ୍‌ସି ସିଲ୍‌ କରିଛି। କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ଅଭିଯୋଗରେ ଏହି ସେଣ୍ଟରକୁ ସିଲ୍‌ କରାଯାଇଥିବା…

5 years ago

ଗ୍ରାମବାସୀଙ୍କ ଜମିରୁ ଖୋଳାଯାଉଛି ମାଟି, ମୋରମ

ଟାଙ୍ଗୀ, (କଟକ)୮ା୪(ଡି.ଏନ୍‌.ଏ.): ଟାଙ୍ଗୀ-ଚୌଦ୍ୱାର ତହସିଲ ଅଧୀନ ମଣିଆ ମୌଜାରେ ମାଟି, ମୋରମ ଓ ପଥର ମାଫିଆଙ୍କ ଦୌରାତ୍ମ୍ୟ ବଢିବାରେ ଲାଗିଛି। ରାସ୍ତା ଓ ରେଳପଥ ସମ୍ପସାରଣ କାର୍ଯ୍ୟ…

5 years ago

ଡକାୟତି ଯୋଜନା, ୭ ଗିରଫ

ଚୌଦ୍ୱାର,୮ା୪(ଡି.ଏନ.ଏ.): ଡକାୟତି ଯୋଜନାବେଳେ ଚୌଦ୍ୱାର ପୋଲିସ ୭ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ କଟକ ଦରଘାବଜାର ଥାନା ଅଧୀନ ବେପାରିସାହିର ଫିରୋଜ ଖାନ୍‌,…

5 years ago

ଭଙ୍ଗାଗଲା ୭୪ ବାସଗୃହ, ୨ ଦୋକାନ

କଟକ ଅଫିସ, ୮ା୪: କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ବୁଧବାର ମହାନଦୀ ହାଡିଆପଠାରେ ଜବରଦଖଲ ଉଚ୍ଛେଦ କରାଯାଇଥିଲା। ଏହି ଉଚ୍ଛେଦବେଳେ ୭୪ଟି ବାସଗୃହ, ଦୁଇଟି ଗୁହାଳ ଓ…

5 years ago

ମହାନଦୀ ଶଯ୍ୟା ଅନୁଧ୍ୟାନ କଲା ଏନ୍‌ଜିଟି ଟିମ୍‌

କଟକ ଅଫିସ, ୮ା୪: ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ଙ୍କ ନିର୍ଦ୍ଦେଶରେ ଗଠିତ ୫ଜଣିଆ କମିଟି ବୁଧବାର ମହାନଦୀ ଶଯ୍ୟା ସମେତ ହାଡ଼ିଆ ପଠା ପରିଦର୍ଶନ କରିଛନ୍ତି। ଏହି କମିଟି…

5 years ago

୧୧୨ର ପରିଚାଳନା, ଏନ୍‌ଏଚ୍‌ ପାଟ୍ରୋଲିଂ ଉପରେ ଗୁରୁତ୍ୱ

କଟକ ଅଫିସ, ୭ା୪: କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟରେ ଭିଡିଓ କନଫରେନ୍ସ ଜରିଆରେ ଏକ ସମୀକ୍ଷା ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଡିଜିପି ଅଭୟ ଯୋଗଦେଇ…

5 years ago

ଜମି ବିବାଦରୁ ଗୁଳି, ବୋମାମାଡ଼

ବଡ଼ମ୍ବା,୭ା୪(ଡି.ଏନ୍‌.ଏ.): ସରକାରୀ ଜମି ଦଖଲକୁ ନେଇ ବଡ଼ମ୍ବା ଥାନା ଅନ୍ତର୍ଗତ ବୁଢ଼ାପଙ୍କ ଓ ଭଗବତପୁର ଗ୍ରାମବାସୀଙ୍କ ମଧ୍ୟରେ ମଙ୍ଗଳବାର ସକାଳେ ଗୋଷ୍ଠୀସଂଘର୍ଷ ଘଟି ଉଗ୍ରରୂପ ଧାରଣ କରିଛି।…

5 years ago

ପୋତାଗଲା ଅପମିଶ୍ରିତ ସାମଗ୍ରୀ

କଟକ ସଦର,୭ା୪(ଡି.ଏନ.ଏ.): କଟକ ଜିଲା ୪୨ ମୌଜା ଫାଣ୍ଡି ଅଧୀନ ଶ୍ରୀରାମ ଗ୍ରାମର ଏକ କାରଖାନାରୁ ଜବତ ହୋଇଥିବା ଅପମିଶ୍ରିତ ଘିଅ ଓ ଜଡାତେଲକୁ ମଙ୍ଗଳବାର ପୋଲିସ…

5 years ago

ବିଦ୍ୟୁତ୍‌ ଦର ବୃଦ୍ଧି ପ୍ରତିବାଦରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୬।୪: ରାଜ୍ୟରେ ବିଦ୍ୟୁତ୍‌ ଦର ବୃଦ୍ଧିର ପ୍ରତିବାଦ କରି ସୋମବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। ଏଥିରେ ରାଜ୍ୟ ସରକାର, ଓଡ଼ିଶା ବିଦ୍ୟୁତ୍‌…

5 years ago