ଚୌଦ୍ୱାର,୪ା୧୨(ଡି.ଏନ୍.ଏ.): ହାତୀ ପାଦ ତଳେ ଜଣେ ଚାଷୀଙ୍କ ଜୀବନ ଯାଇଛି। ଏଭଳି ଘଟଣା ଘଟିଛି ଚୌଦ୍ୱାର ଆଗ୍ରାହାଟ ପଞ୍ଚାୟତ ଭରାଣ୍ଡୀ ଚାଷଜମିରେ। ଶୁକ୍ରବାର ସକାଳୁ ଧାନ କାଟିବା…
କଟକ ଅଫିସ,୪ା୧୨: କଟକ ଜିଲା ଟାଙ୍ଗୀ ପୋଲିସ ଷ୍ଟେଶନ ଅଧୀନ ଦଳଯୋଡି ଜଙ୍ଗଲରୁ ଶୁକ୍ରବାର ଲକ୍ଷାଧିକ ଟଙ୍କାର ଚୋରା ଚନ୍ଦନ କାଠ ଜବତ ହୋଇଥିବା ଜଣାପଡ଼ିଛି। ଏହି…
ଭୁବନେଶ୍ୱର,୩।୧୨(ବ୍ୟୁରୋ): ନୟାଗଡ଼ର ‘ପରୀ’ ହତ୍ୟା ନେଇ ଭାରତୀୟ ବିକାଶ ପରିଷଦ ପକ୍ଷରୁ କରାଯାଇଥିବା ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଗୁରୁବାର ଶୁଣାଣି ହୋଇଛି। ପରୀ ପରିବାରକୁ ସୁରକ୍ଷା ଦେବାକୁ…
କଟକ ଅଫିସ,୩।୧୨:ଏସ୍ସିବି ସମ୍ପ୍ରସାରଣ ପ୍ରକଳ୍ପ ଲାଗି ଏସ୍ସିବି ପବ୍ଲିକ ସ୍କୁଲ ବନ୍ଦ ହେବ। ଏହି ସ୍କୁଲରେ ପଢୁଥିବା ସମସ୍ତ ଛାତ୍ରୀଛାତ୍ରଙ୍କୁ ଡିଏଭି ସ୍କୁଲକୁ ସ୍ଥାନାନ୍ତର କରାଯିବ। ତେବେ…
କଟକ ଅଫିସ, ୨।୧୨:କଟକ ଜିଲାରେ ଭେଜାଲ ତଥା ଅପମିଶ୍ରିତ ଖାଦ୍ୟ ସାମଗ୍ରୀ ପ୍ରସ୍ତୁତକାରୀ କାରଖାନାଗୁଡ଼ିକ ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ବୁଧବାର ଜିଲାପାଳ ଭବାନୀ ଶଙ୍କର…
କଟକ ଅଫିସ,୩।୧୨:କଟକ ଜିଲା ଆଠଗଡ଼ ସମବାୟ ବ୍ୟାଙ୍କରେ ଋଣ ପ୍ରଦାନରେ ହୋଇଥିବା ଅନିୟମିତତା ଘଟଣାର ସିବିଆଇ କିମ୍ବା କୋର୍ଟଙ୍କ ନିରୀକ୍ଷଣରେ ଏସ୍ଆଇଟି ତଦନ୍ତ କରିବା ଦାବିରେ ହାଇକୋର୍ଟରେ…
କଟକ ଅଫିସ,୨ା୧୨: ପୁରୀ ହାଜତ ମୃତ୍ୟୁ ମାମଲାକୁ ନେଇ ହାଇକୋର୍ଟରେ ହୋଇଥିବା ଜନସ୍ବାର୍ଥ ମାମଲାରେ ରାଜ୍ୟ ସରକାର ମଙ୍ଗଳବାର ସତ୍ୟପାଠ ଦାଖଲ କରିଛନ୍ତି। କେ. ରମେଶଙ୍କ ପରିବାରକୁ…
କଟକ ଅଫିସ,୧।୧୨: ସରକାର ସ୍ବାସ୍ଥ୍ୟସେବାକୁ ଲୋକାଭିମୁଖୀ କରିବା ପାଇଁ ଅନେକ ଯୋଜନା କରିଛନ୍ତି। ଏପରି କି ହସ୍ପିଟାଲଗୁଡିକର ଭିତ୍ତିଭୂମି ବିକାଶ ସହ ଉନ୍ନତ ଚିକିତ୍ସା ପ୍ରଦାନ ନିମନ୍ତେ…
ବାଲିଅନ୍ତା,୧।୧୨(ଡି.ଏନ୍.ଏ.): ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ନଦୀ ଓ ପୁଷ୍କରଣୀରେ ଜନସମାଗମକୁ ଦୃଷ୍ଟିରେ ରଖି ଡଙ୍ଗା ଭସାଇବା ଉପରେ ପ୍ରଶାସନ ପକ୍ଷରୁ କଟକଣା ଲାଗୁକରାଯାଇଥିଲା। ବିଶେଷକରି ଭୁବନେଶ୍ୱର ମହାନଗର…
କଟକ ଅଫିସ୍, ୨୯ା୧୧: କଟକ ନୟାସଡ଼କ ଅଞ୍ଚଳରେ ଥିବା ଅର୍ଥ ଲଗାଣକାରୀ ସଂସ୍ଥା ଇଣ୍ଡିଆନ ଇନ୍ଫୋଲାଇନ ଫାଇନାନ୍ସ ଲିମିଟେଡ(ଆଇଆଇଏଫ୍ଏଲ୍) ଶାଖା କାର୍ଯ୍ୟାଳୟରୁ ସୁନା ଲୁଟ ଘଟଣାରେ ଅଭିଯୁକ୍ତଙ୍କ…