କଟକ

ଆଇଆଇସିସ୍ତରରେ ଅଦଳବଦଳ

କଟକ ଅଫିସ,୧୧ା୧୧ : କଟକ ଜିଲାରେ ଆଇଆଇସିସ୍ତରରେ ମଙ୍ଗଳବାର ଅଦଳବଦଳ ହୋଇଛି। ସଲେପୁର ଥାନା ଅଧିକାରୀ ଭାବେ କାର୍ଯ୍ୟରତ ଦେବେନ୍ଦ୍ର କୁମାର ମଲ୍ଲିକଙ୍କୁ ବାଙ୍କୀ ଥାନା ଅଧିକାରୀ…

5 years ago

ଦାଦାବଟି ମାଗିବା ଅଭିଯୋଗରେ ପୂର୍ବତନ କର୍ପୋରେଟର ରଞ୍ଜିତା ଗିରଫ

କଟକ ଅଫିସ, ୧୦।୧୧: ଦାଦାବଟି ମାଗିବା ଅଭିଯୋଗରେ ପୂର୍ବତନ କର୍ପୋରେଟର ରଞ୍ଜିତା ବିଶ୍ୱାଳଙ୍କୁ ଗିରଫ କରାଯାଇଛି। ରଞ୍ଜିତାଙ୍କ ସମେତ ୩ ଜଣଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଜଣେ…

5 years ago

ଫିକା ପଡ଼ିଲା ସବୁ ପର୍ବ: ଦଶହରା ଭଳି କଟକଣାରେ ହେବ କାଳି ପୂଜା

କଟକ ଅଫିସ, ୯।୧୧: କରୋନା ପାଇଁ ଚଳିତ ବର୍ଷ ପ୍ରାୟ ସବୁ ପୂଜା ପର୍ବ ଫିକା ପଡ଼ିଛି। ଦଶହରାରେ ଯେଉଁପରି କଟକଣା ଲାଗୁ ହୋଇଥିଲା କାଳି ପୂଜାରେ…

5 years ago

ଡିସେମ୍ବର ୧୨ରେ ଓକିଲ ସଂଘ ନିର୍ବାଚନ

କଟକ ଅଫିସ,୯ା୧୧: ହାଇକୋର୍ଟ ବାର୍‌ ଆସୋସିଏଶନ୍‌ ସମେତ ରାଜ୍ୟର ସମସ୍ତ ଓକିଲ ସଂଘ ନିର୍ବାଚନ ଆସନ୍ତା ଡିସେମ୍ବର ୧୨ରେ ଅନୁଷ୍ଠିତ ହେବ। ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି…

5 years ago

ଏସ୍‌ସିବିରୁ ରାମଚନ୍ଦ୍ର ନିଖୋଜ: ମାସେ ହେବ ଜିଲା ପ୍ରଶାସନ ପାଖରେ ଖବର ନାହିଁ

ପୁରୀ ଅଫିସ,୮ା୧୧: ବର୍ଷେ କି ଦୁଇବର୍ଷ ନୁହେଁ ଦୀର୍ଘ ୧୮ ବର୍ଷ ଶିକୁଳିରେ ବନ୍ଧା ପଡିଥିଲା ଜୀବନ। ଅସ୍ବାଭାବିକ ଆଚରଣ ପାଇଁ ତାଙ୍କ ଦୁଇହାତକୁ ଲୁହାଚେନ୍‌ରେ ବାନ୍ଧି…

5 years ago

ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ରଙ୍କ ପରଲୋକ

କଟକ ଅଫିସ,୭ା୧୧: ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ତଥା ହାଇକୋର୍ଟ ବାର୍‌ ଆସୋସିଏଶନର ପୂର୍ବତନ ସଭାପତି ଡକ୍ଟର ଅଶୋକ ମହାପାତ୍ରଙ୍କର ଶନିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ…

5 years ago

୨୮ରେ ବଡ଼ଓଷା: ୨୯ରେ ଗଜ ଭୋଗ

କଟକ ସଦର,୭।୧୧ (ଡ଼ି.ଏନ.ଏ.): ଆସନ୍ତା ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱରଙ୍କ ପୀଠରେ ପଞ୍ଚକ ଓ ବଡ଼ଓଷା ପର୍ବ ପାଳନ କରାଯିବ। ଏଥିପାଇଁ ଆଠଗଡ…

5 years ago

ଥାନାର ଦ୍ୱାରସ୍ଥ ହେଲେ ବର୍ଷା ପ୍ରିୟଦର୍ଶିନୀ, ତାଙ୍କ ଶାଶୁ

କଟକ ଅଫିସ, ୬।୧୧: ଥାନାର ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶୀନି ଓ ତାଙ୍କ ଶାଶୁ ମଧୁସ୍ମିତା ମହାନ୍ତି। ଉଭୟ ପରସ୍ପର ବିରୋଧରେ ଅଭିଯୋଗ ଆଣିଛନ୍ତି। ଉଭୟଙ୍କ…

5 years ago

କଟକରୁ ଆଜି ୫୧ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୫।୧୧-କଟକ ସହରରୁ ଆଜି ଆଉ ୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୨୮ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୨୩…

5 years ago

ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣା: ଅପ୍‌ଡେଟ୍‌ ଷ୍ଟାଟସ୍‌ ରିପୋର୍ଟ ମାଗିଲେ ହାଇକୋର୍ଟ

ଭୁବନେଶ୍ୱର(ବ୍ୟୁରୋ)/ କଟକ ଅଫିସ, ୫।୧୧: ବହୁ ଚର୍ଚ୍ଚିତ ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଉପରେ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଧାର୍ଯ୍ୟ…

5 years ago