କଟକ

ସିଡିଏ ସେକ୍ଟର-୯ କଣ୍ଟେନ୍‌ମେଣ୍ଟ ଜୋନ୍‌: ବିପଦ ବଢ଼ାଇଲେ ଆକ୍ରାନ୍ତ ପୋଲିସ ଅଧିକାରୀ

କଟକ ଅଫିସ,୨୮ା୬-କଟକ ସିଡିଏ ସେକ୍ଟର-୯ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ କଟକ ମହାନନଗର ନିଗମ (ସିଏମ୍‌ସି) ରବିବାର ଏହି ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା…

6 years ago

କୋଭିଡ ଯୋଦ୍ଧାଙ୍କୁ କରୋନା: ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲର ୨ ନର୍ସ କରୋନା ପଜିଟିଭ୍‌

କଟକ ଅଫିସ,୨୮।୬-କଟକ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରୁ ରବିବାର ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ହସ୍ପିଟାଲର ଜଣେ ପୁରୁଷ ଓ ଜଣେ ମହିଳା…

6 years ago

ପୁଅଙ୍କୁ କବାଟ କିଳି ମା’ଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଶିକ୍ଷକ ଫେରାର

ମାହାଙ୍ଗା,୨୮ା୬(ସ୍ବ.ପ୍ର.): ମାହାଙ୍ଗା ଥାନା ପୋଡାମରାଇ ପଞ୍ଚାୟତରେ ୨ ନାବାଳକ ପୁଅଙ୍କୁ ଘରେ କବାଟ କିଳି ମା’ଙ୍କୁ ବଳାତ୍କାର ଉଦ୍ୟମ ହୋଇଛି। ଏନେଇ ପୀଡିତା ଶନିବାର ମାହାଙ୍ଗା ଥାନା…

6 years ago

ତ୍ୱରାନ୍ବିତ ହେବ ଏସ୍‌ସିବି ମେଡିକାଲ ସମ୍ପ୍ରସାରଣ

କଟକ ଅଫିସ,୨୬।୬: କଟକ ଏସ୍‌ସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ସମ୍ପ୍ରସାରଣ ଓ ଉନ୍ନତିକରଣ କାର୍ଯ୍ୟର ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମେଡିକାଲ କ୍ୟାମ୍ପସ ପରିସରରେ…

6 years ago

ଉଲିବୁରୁ ଖଣି ଦୁର୍ନୀତି ମାମଲା: ଦୀପକ ଗୁପ୍ତାଙ୍କୁ ମିଳିଲା ଜାମିନ

କଟକ ଅଫିସ,୨୬।୬- ଉଲିବୁରୁ ଖଣି ଦୁର୍ନୀତି ମାମଲାର ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତାଙ୍କୁ ଶୁକ୍ରବାର ହାଇକୋର୍ଟରୁ ଜାମିନ ମିଳିଛି। ତାଙ୍କ ଆବେଦନର ଶୁଣାଣି କରି ବିଚାରପତି ସଙ୍ଗମ…

6 years ago

କଟକରେ ୫୦୦ ଡେଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କଟକ ଅଫିସ,୨୫।୬: କଟକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ଶହ ଡେଇଁଛି। ଗୁରୁବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୧୦ରେ ପହଞ୍ଚିଛି। ସେଥିରୁ ୪୦୫ଜଣ ସୁସ୍ଥ ହୋଇଥିବା…

6 years ago

ଆଇନ ସହାୟତା କ୍ଲିନିକ

କଟକ ଅଫିସ,୨୪ା୬: ଓଡ଼ିଶା ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ପରିସରରେ ବୁଧବାର ନୂତନ ଆଇନ୍‌ ସହାୟତା କ୍ଲିନିକ୍‌ କୋଠା ଉଦ୍‌ଘାଟିତ ହୋଇଛି। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ତଥା…

6 years ago

ଅଧାରେ ଥିଲା, ପୁଣି କାମ ଆରମ୍ଭ

କଟକ ଅଫିସ,୨୪ା୬: ଦୀର୍ଘଦିନ ଧରି ଅଧାପନ୍ତରିଆ ଭାବେ ପଡ଼ି ରହିଥିବା ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟର ଛାତ୍ରୀ ନିବାସ ନିର୍ମାଣ କାର୍ଯ୍ୟ ପୁଣିଥରେ ଆରମ୍ଭ ହୋଇଛି। ଛାତ୍ରୀ ନିବାସ…

6 years ago

କୁପନ ଅଫର ଅଛି କହି ମହିଳାଙ୍କ ଆକାଉଣ୍ଟରୁ ୬୦ହଜାର ଠକେଇ

କଟକ ରୋଡ,୨୪ା୬(ଡି.ଏନ୍‌.ଏ): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଜଣେ ମହିଳା ସାଇବର ଠକେଇର ଶିକାର ହୋଇ ୬୦ ହଜାର ଟଙ୍କା ହରାଇଥିବା ବୁଧବାର ଅଭିଯୋଗ ହୋଇଛି। ସୂଚନା ମୁତାବକ,…

6 years ago

କଟକ କ୍ୟାନ୍‌ସର ହସ୍ପିଟାଲରେ ରୋଗୀଙ୍କୁ କରୋନା

କଟକ ଅଫିସ, ୨୪।୬: ଆଚାର୍ଯ୍ୟ ହରିହର କର୍କଟ ଚିକିତ୍ସା କେନ୍ଦ୍ରର ବୁଧବାର ଜଣେ ରୋଗୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ବୁଧବାର ତାଙ୍କ ସ୍ବାବ ପରୀକ୍ଷା ରିପୋର୍ଟ ପଜିଟିଭ…

6 years ago