ନରାଜ,୨୦ା୬ (ଡି.ଏନ.ଏ.): କଟକ ମୁଣ୍ଡଳୀସ୍ଥିତ ତୃତୀୟ ବାଟାଲିୟନ ଏନ୍ଡିଆରଏଫ୍ର ୫୧ ଯବାନ କରୋନାରେ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଗୁରୁବାର ୧୩ଜଣ ସୁସ୍ଥ ହୋଇ ଫେରିଥିବାବେଳେ ଶୁକ୍ରବାର…
ଚୌଦ୍ୱାର,୧୯।୬(ଡି.ଏନ.ଏ):କରୋନା ସଂକ୍ରମଣକୁ ରୋକିବା ଲାଗି ଜୁନ୍ ୩୦ ଯାଏ ରାଜ୍ୟର ୧୧ଟି ଜିଲାରେ ଶନିବାର ଓ ରବିବାର ଶଟ୍ଡାଉନ ଘୋଷଣା କରାଯାଇଛି। ଏ ନେଇ ସାଧାରଣ ଲୋକେ…
କଟକ ଅଫିସ,୧୯ା୬: ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍ଓ), ସ୍ପେଶାଲିଷ୍ଟ ଏବଂ ଅନ୍ୟାନ୍ୟ ପଦପଦବୀରେ ବଡ ଧରଣର ଅଦଳବଦଳ…
ଚୌଦ୍ୱାର,୧୮ା୬(ଡି.ଏନ୍.ଏ.): କରୋନା ମହାମାରୀ ଯୋଗୁ ସାଧାରଣ ଲୋକଙ୍କ ଜୀବନଜୀବିକା ବେଶ୍ ପ୍ରଭାବିତ ହୋଇଛି। ବିପର୍ଯ୍ୟସ୍ତ ଜନସାଧାରଣଙ୍କୁ ଏଥିରୁ ବଞ୍ଚାଇବା ପାଇଁ ସିପିଆଇଏମ୍ ଦାବି କରିଛି। ଏନେଇ ଗୁରୁବାର…
ଚୌଦ୍ୱାର,୧୮ା୬(ଡି.ଏନ୍.ଏ.) : ଭାରତ-ଚାଇନା ସୀମାରେ ଶହୀଦ ହୋଇଥିବା ଓଡ଼ିଶା ମାଟିର ଦୁଇ ବୀରପୁତ୍ର ଯଥା କନ୍ଧମାଳ ଜିଲା ରାଇକିଆ ଅଞ୍ଚଳର ଯବାନ ଚନ୍ଦ୍ରକାନ୍ତ ପ୍ରଧାନ ଓ ମୟୂରଭଞ୍ଜ…
କଟକ ଅଫିସ,୧୭ା୬: କଟକ ମାରୱାଡ଼ି ସମାଜ ପକ୍ଷରୁ ବୁଧବାର ସ୍ଥାନୀୟ ନୟାସଡ଼କଠାରେ ଶହୀଦ ଯବାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଶହୀଦ ୨୦ ଜଣ ଯବାନଙ୍କ ମଧ୍ୟରେ…
କଟକ ଅଫିସ,୧୭ା୬: ପ୍ରଶାସନିକ କାର୍ଯ୍ୟାଳୟଠାରୁ ଦୂରରେ ଥିବା ଗ୍ରାମାଞ୍ଚଳରେ ସରକାରୀ ସୁବିଧା ଅପହଞ୍ଚ ଥିବା ସମସ୍ତେ ଜାଣନ୍ତି। କିନ୍ତୁ ଖୋଦ୍ ସହରରେ ଯଦି ସାଧାରଣ ଲୋକ ତାହା…
ଚୌଦ୍ୱାର,୧୭।୬(ଡି.ଏନ୍.ଏ.): ଚୌଦ୍ୱାର ସହରବାସୀଙ୍କୁ ଟ୍ରାଭେରା ଗାଡ଼ି ଛନକା ପଶିଛି। ଯେକୌଣସି ଟ୍ରାଭେରା ଗାଡି ଦେଖିଲେ ପୋଲିସର ଗାଡି ଆସିଲା ଭାବି ଭୟଭୀତ ହୋଇପଡୁଥିବା ଅଞ୍ଚଳରେ ଚର୍ଚ୍ଚାର ବିଷୟ…
ଚୌଦାର,୧୭।୬(ଡି.ଏନ୍.ଏ.): କଟକ ଜିଲା ଚୌଦ୍ୱାର ବିରୂପା ନଦୀ ବନିକା ଗ୍ରାମ ପାର୍ଶ୍ୱରୁ ବୁଧବାର ସକାଳେ ଏକ ମୃତ କୁମ୍ଭୀର ଉଦ୍ଧାର ହୋଇଛି। ଏହା ମାଇ କୁମ୍ଭୀର ହୋଇଥିବା…
କଟକ ଅଫିସ,୧୭ା୬: ଚାନ୍ଦିନୀଚୌକ ଜଗନ୍ନାଥ ମହାପ୍ରଭୁଙ୍କ ରଥାଯାତ୍ରା ପାଳନ ନ ହେବା ପାଇଁ ରଥଯାତ୍ରା ପରିଚାଳନା ସମିତି ବୈଠକରେ ନିଷ୍ପତ୍ତି ହୋଇଛି। ପରିଚାଳନା ସମିତି ସମ୍ପାଦକ ଭିକାରୀ…