କଟକ

କାଲିଠୁ କଟକରେ ଅନଲାଇନରେ ମିଳିବ ମଦ

କଟକ ଅଫିସ,୨୪।୫-କଟକରେ କାଲିଠୁ ଅନଲାଇନରେ ମିଳିବ ବିଦେଶୀ ମଦ। ହ୍ବାଟସଆପ, ମୋବାଇଲ କଲ ମାଧ୍ୟମରେ ସକାଳ ୭ରୁ ଦିନ ୧ଟା ପର୍ଯ୍ୟନ୍ତ ଗ୍ରାହକମାନେ ଏହି ଅର୍ଡର ଦେଇପାରିବେ।…

6 years ago

୮୦୦ ପ୍ରବାସୀ ଶ୍ରମିକଙ୍କୁ ନେଇ ନିର୍ଗୁଣ୍ଡି ଷ୍ଟେଶନରେ ପହଞ୍ଚିଲା ସ୍ବତନ୍ତ୍ର ଟ୍ରେନ୍‌

ଚୌଦ୍ୱାର,୨୩ା୫(ଡି.ଏନ୍‌.ଏ.): ଶନିବାର ଅପରାହ୍ନରେ ଆଉ ଏକ ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌ ପ୍ରବାସୀଙ୍କୁ ନେଇ କଟକ ଜିଲା ନିର୍ଗୁଣ୍ଡି ଷ୍ଟେଶନରେ ପହଞ୍ଚିଛି। ଆନ୍ଧ୍ରପ୍ରଦେଶ ଗୁଣ୍ଟୁରରୁ ପ୍ରବାସୀ ଓଡ଼ିଆମାନଙ୍କୁ ନେଇ…

6 years ago

ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହେଁ: ହାଇକୋର୍ଟ

କଟକ ଅଫିସ,୨୩ା୫: ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହଁ ବୋଲି ଶନିବାର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। କୋରାପୁଟ ଜିଲା ପଟାଙ୍ଗୀ ଥାନା…

6 years ago

କେନ୍ଦ୍ରରୁ ପ୍ରଶଂସା ସାଉଣ୍ଟିଲା ଖପୁରିଆ ଆଇଟିଆଇ

କଟକ ଅଫିସ,୨୩ା୫: କଟକ ଖପୁରିଆସ୍ଥିତ ସରକାରୀ ଆଇଟିଆଇ ନିଜ ଜ୍ଞାନ କୌଶଳ ଦ୍ୱାରା ଅଟୋମେଟିକ୍‌ ସାନିଟାଇଜ ମେଶିନ, ଭ୍ରାମ୍ୟମାଣ କରୋନା ନମୁନା ସଂଗ୍ରହ ମେଶିନ ଓ ଦୁଇଟି…

6 years ago

ଇଦ୍‌ରେ ସମୂହ ନମାଜ ପାଠ ପାଇଁ ଘଣ୍ଟାଏ ମିଳୁ: ଦାବି ଜଣାଇଲା ଏଏପି

କଟକ ଅଫିସ,୨୩ା୫: ଇଦ୍‌ ଅବସରେ ସମୂହ ନମାଜ ପାଠ ପାଇଁ ଦାବି କରିଛି ଆମ୍‌ ଆଦ୍‌ମି ପାର୍ଟି (ଏଏପି) ସଂଖ୍ୟାଲଘୁ ଶାଖା। ଶାଖା ସଭାପତି ସେଖ୍‌ ମୁସ୍ତାକିମ…

6 years ago

ଆସିଲା ସ୍ବାବ୍‌ ରିପୋର୍ଟ: କଣ୍ଟାପଡ଼ାର ୧୩୩ ପ୍ରବାସୀଙ୍କ ରିପୋର୍ଟ ନେଗେଟିଭ

କଣ୍ଟାପଡ଼ା,୨୨।୫ (ଡି.ଏନ୍‌.ଏ.): କରୋନା ମହାମାରୀରେ ସାରାବିଶ୍ୱ ବର୍ତ୍ତମାନ ଲଢ଼େଇ କରୁଛି। ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଗତ ୧୮ତରିଖ ସୁଦ୍ଧା…

6 years ago

ସାବିତ୍ରୀ ପାଳିଲେ ଚୌଦ୍ୱାର ଜେଲରେ ଥିବା ମହିଳା

ଚୌଦ୍ୱାର,୨୨।୫(ଡି.ଏନ୍‌.ଏ): ଆଜି ସାବିତ୍ରୀ ବ୍ରତ। ସ୍ବାମୀଙ୍କ ଦୀର୍ଘାୟୁ କାମନାକରି ସ୍ତ୍ରୀମାନେ ଏହି ପୂଜା କରିଥାନ୍ତି। ତେବେ କୌଣସି କାରଣରୁ ଜେଲରେ ଥିବା ମହିଳା କଏଦୀମାନେ ମଧ୍ୟ ଏହି…

6 years ago

ଡାକ ବିଭାଗକୁ ରିପୋର୍ଟ ତଲବ

କଟକ ଅଫିସ,୨୨।୫: ପୁରୀରେ ଥିବା ରେଳ ଡାକସେବା (ଆର୍‌ଏମ୍‌ଏସ୍‌)କୁ ଖୋର୍ଦ୍ଧା ରୋଡ୍‌କୁ ସ୍ଥାନାନ୍ତର ପାଇଁ ଚାଲିଥିବା ଯୋଜନାକୁ ବିରୋଧ ହୋଇଛି। ଏନେଇ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା…

6 years ago

ରଥଯାତ୍ରା ବନ୍ଦ ପାଇଁ ହାଇକୋର୍ଟରେ ମାମଲା

କଟକ ଅଫିସ,୨୨।୫: କରୋନା ଭୂତାଣୁ ଯୋଗୁ ଚଳିତ ବର୍ଷ ରଥଯାତ୍ରା ହେବ କି ନାହିଁ, ତାହାକୁ ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି। ତେବେ ଏହା ବନ୍ଦ କରିବାକୁ ସରକାରଙ୍କୁ…

6 years ago

ବଜ୍ରକାପ୍ତା ଉଦ୍ଧାର, ୨ଅଭିଯୁକ୍ତ ଗିରଫ

ଖୁଣ୍ଟୁଣୀ,୨୧ା୫(ଡି.ଏନ୍‌.ଏ.): ବଜ୍ରକାପ୍ତା ଚୋରା ଚାଲାଣ ଅଭିଯୋଗରେ ଖୁଣ୍ଟୁଣୀ ବନ ବିଭାଗ ୨ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ କେନ୍ଦ୍ରାପଡ଼ା ଜିଲା ରାଜକନିକା…

6 years ago