କଟକ

୧୪ ଜଣଙ୍କୁ ସେକ୍ଟର ଅଫିସର ଦାୟିତ୍ୱ

କଟକ ଅଫିସ,୧୮ା୫: ବାତ୍ୟା ‘ଅମ୍ଫନ୍‌’ର ମୁକାବିଲା ପାଇଁ କଟକ ମହାନଗର ନିଗମ (ସିଏମ୍‌ସି) ତତ୍ପର ହୋଇପଡ଼ିଛି। ସିଏମ୍‌ସି କମିଶନର ଅନନ୍ୟା ଦାସଙ୍କ ଅଧ୍ୟକ୍ଷତାରେ ସୋମବାର ଏନେଇ ଜରୁରୀ…

6 years ago

ପୁନରୁଦ୍ଧାର କାର୍ଯ୍ୟକୁ ସିଏମ୍‌ସିର ଗୁରୁତ୍ୱ

କଟକ ଅଫିସ,୧୯ା୫: ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ୍‌’ ପାଇଁ ଉପକୂଳ ଜିଲାବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ‘ଅମ୍ଫନ୍‌’ର ମୁକାବିଲା ପାଇଁ କଟକ ଜିଲା ପ୍ରଶାସନ ଆଗୁଆ ତତ୍ପରତା ଦେଖାଇଛି। ସୋମବାର…

6 years ago

ପ୍ରବାସୀ ଓଡ଼ିଆଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ଥ

ଚୌଦ୍ୱାର,୧୯।୫(ଡି.ଏନ୍‌.ଏ.): କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ବନ୍ଦାଳ ନିକଟରେ ଜାତୀୟ ରାଜପଥ ୧୬ରେ ପ୍ରବାସୀ ଓଡ଼ିଆଙ୍କୁ ନେଇଯାଉଥିବା ବସ୍‌ ଦୁର୍ଘଟଣାଗସ୍ତ। ଏଥିରେ ୬ଜଣ ଯାତ୍ରୀ ଆହତ…

6 years ago

ଦୈନିକ ୨ ହଜାର ପରୀକ୍ଷା କରିବ ଏସ୍‌ସିବି

କଟକ ଅଫିସ,୧୯ା୫: ଏସ୍‌ସିବିରେ ଗତ ମାର୍ଚ୍ଚ ୩୧ରେ ଆରମ୍ଭ ହୋଇଥିଲା କୋଭିଡ୍‌-୧୯ ପରୀକ୍ଷା। ନାହିଁ ନାହିଁର ସ୍ଥିତିରେ ପ୍ରଥମ ଦିନ ମାତ୍ର ୪ଟି ନମୁନା ପରୀକ୍ଷା କରାଯାଇଥିଲା।…

6 years ago

ଜଳିଗଲା ମେଟାଲ୍‌ ବୋଝେଇ ହାଇଓ୍ବା

ଖୁଣ୍ଟୁଣୀ,୧୮।୫(ଡି.ଏନ୍‌.ଏ.): ଖୁଣ୍ଟୁଣୀସ୍ଥିତ ରାଜା ଆଠଗଡ଼ ରେଳ ଷ୍ଟେଶନ ପାର୍ଶ୍ୱ ରେଲଓ୍ବ ସାଇଡିଂ ଉପରେ ସୋମବାର ଏକ ମେଟାଲ ବୋଝେଇ ୧୮ଚକିଆ ହାଇଓ୍ବା ବିଦ୍ୟୁତ୍‌ କରେଣ୍ଟ ଲାଗି ଜଳିଯାଇଛି।…

6 years ago

ଚା’ ଦୋକାନ ସିଲ କଲା ପୋଲିସ

ଚୌଦ୍ୱାର,୧୮ା୫(ଡି.ଏନ୍‌.ଏ)-ଚୌଦ୍ୱାର କଳିଙ୍ଗ ଛକଠାରେ ଏକ ଚା’ଦୋକନକୁ ସୋମବାର ଚୌଦ୍ୱାର ପୋଲିସ୍‌ ସିଲ କରିଛି। ଜନୈକ ବ୍ୟକ୍ତିଙ୍କ ହାତରେ ପ୍ରବାସୀ ଓଡିଆ ସିଲ ବାଜିଥିବା ଜାଣି ସୁଦ୍ଧା ଉକ୍ତ…

6 years ago

ଚୌଦ୍ୱାରରେ ଡ୍ରୋନ କରୁଛି ସଚେତନ

ଚୌଦ୍ୱାର,୧୮ା୫(ଡି.ଏନ୍‌.ଏ)-ସାରା ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ଦିଗରେ ୪ର୍ଥ ପର୍ଯ୍ୟାୟ ଲକ୍‌ଡାଉନ ଘୋଷଣା କରାଯାଇଛି। ଲକ୍‌ଡାଉନରେ ସାମାନ୍ୟ କିଛି ପରିବର୍ତ୍ତନ ତଥା ନୀତିନିୟମକୁ କୋହଳ କରାଯାଇଛି। ହେଲେ…

6 years ago

ଲକ୍‌ଡାଉନ୍‌ ପାଇଁ ପଛେଇଯାଇଛି ଅନ୍ଧତ୍ୱ ଦୂରୀକରଣ ଯୋଜନା: ମୋତିଆବିନ୍ଦୁ ରୋଗୀଙ୍କ ସଙ୍କଟ ବଢ଼ିଲା

କଟକ ଅଫିସ, ୧୮ା୫: କରୋନା ଭାଇରସ୍‌ ସଂକ୍ରମଣ ରୋକିବା ଲାଗି ଜାରି ହୋଇଥିବା ଲକ୍‌ଡାଉନ ଯୋଗୁ ଏବେ ସରକାରଙ୍କ ଅନ୍ଧତ୍ୱ ଦୂରୀକରଣ ଯୋଜନା ଅନେକ ଯୋଜନ ପଛକୁ…

6 years ago

ଲାଞ୍ଚ ମାମଲାର ଖୋଳତାଡ଼: ସମ୍ପତ୍ତି ବିବରଣୀ ଦେଇନାହାନ୍ତି ବିଜୟ କେତନ

କଟକ ଅଫିସ,୧୮।୫: ଏକଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ ହୋଇ ପରେ ଜାମିନରେ ମୁକୁଳିଥିବା ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କ ସମ୍ପତ୍ତି ବିବରଣୀର ଖୋଳତାଡ଼…

6 years ago

‘ଅମ୍ଫନ’ରେ ବେହାଲ କରିବ ନର୍ଦ୍ଦମା ପାଣି

କଟକ ଅଫିସ,୧୭ା୫-ବାତ୍ୟା ‘ଅମ୍ପନ୍‌’ ପ୍ରଭାବରେ ରାଜ୍ୟର ଯେଉଁ ସବୁ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି, ସେଥିରେ କଟକ ମଧ୍ୟ ସାମିଲ ରହିଛି। ଏହାକୁ ନଜରରେ ରଖି…

6 years ago