କଟକ ଅଫିସ,୫।୫: ଓଡ଼ିଶା ହାଇକୋର୍ଟ ବାର୍ ଆସୋସିଏଶନ୍ ସମେତ ରାଜ୍ୟର ସମସ୍ତ ଓକିଲ ସଂଘ ନିର୍ବାଚନକୁ ନେଇ ଅନିଶ୍ଚିତତା ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି…
ଖୁଣ୍ଟୁଣୀ,୪।୫(ଡି.ଏନ.ଏ.): ଖୁଣ୍ଟୁଣୀ ବନାଞ୍ଚଳରେ ସୋମବାର ସକାଳେ ବନ ବିଭାଗ ପକ୍ଷରୁ ପାଟ୍ରୋଲିଂ କରୁଥିବାବେଳେ ଶିକାରୀ ପାଇଁ ଆସିଥିବା ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଏହି ଥାନା…
ଚୌଦାର,୪l୬(ଡି. ଏନ୍.ଏ): କଟକ ଜିଲା ଚୌଦ୍ୱାର ପୌରପାଳିକା ଓ ବିଭିନ୍ନ ପଞ୍ଚାୟତରେ କରାଯାଇଥିବା ସଂଗରୋଧ କେନ୍ଦ୍ରକୁ ସୋମବାର କଟକ ଜିଲାପାଳ ଭବାନୀଶଙ୍କର ଚଇନି ପରିଦର୍ଶନ କରିଛନ୍ତି। ପୌରପାଳିକା…
ଚୌଦ୍ୱାର,୪ା୫(ଡି.ଏନ୍.ଏ.): ରାଜ୍ୟ ବାହାରେ ରହୁଥିବା ଚୌଦ୍ୱାର ଅଞ୍ଚଳର ୩୭୪ ଜଣ ପ୍ରବାସୀ ଓଡ଼ିଆ ଚୌଦ୍ୱାର ଫେରିବା ପାଇଁ ପୌରପାଳିକାରେ ନିଜନାମ ପଞ୍ଜିକୃତ କରିଛନ୍ତି। ଚୌଦ୍ୱାର ପୌର ନିର୍ବାହୀ…
କଟକ ଅଫିସ,୪ା୫: କରୋନା ଭୂତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ମେ’ ୧୭ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ଲକ୍ଡାଉନ୍କୁ ବଢ଼ାଇଛନ୍ତି। ତେବେ ଭୂତାଣୁର…
କଟକ ଅଫିସ,୪।୫: ଲକ୍ଡାଉନ ଅବଦ୍ଧି ବୃଦ୍ଧିକୁ ନେଇ ହାଇକୋର୍ଟ ପକ୍ଷରୁ ରବିବାର ନୂତନ ନିର୍ଦ୍ଦେଶନାମା ଜାରି ହୋଇଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ କାର୍ଯ୍ୟ ସୀମିତ…
କଣ୍ଟାପଡ଼ା,୩ା୫(ଡି.ଏନ୍.ଏ.) : କେନ୍ଦ୍ର ସରକାର ମହାମାରୀ କରୋନା ନିୟନ୍ତ୍ରଣ କରିବାକୁ ଆସନ୍ତା ୨ ସପ୍ତାହ ପର୍ଯ୍ୟନ୍ତ ସାରାଦେଶରେ ପୁନର୍ବାର ଲକ୍ଡାଉନ ଘୋଷଣା କରିଛନ୍ତି। ତେବେ ଦେଶର ବିଭିନ୍ନ…
କଟକ ଅଫିସ,୩।୫: ବାହାର ରାଜ୍ୟରେ କାମ କରୁଥିବା ପ୍ରବାସୀ ଶ୍ରମିକଙ୍କ ଓଡ଼ିଶା ଫେରିବା ଆରମ୍ଭ ହୋଇଗଲାଣି। ସ୍ବତନ୍ତ୍ର ଟ୍ରେନ୍ ଏବଂ ବସ୍ରେ ସେମାନେ ଓଡ଼ିଶା ଫେରୁଛନ୍ତି। ଏହାକୁ…
କଟକ ଅଫିସ, ୩।୫: ଆସନ୍ତା ୪ ତାରିଖ ଅର୍ଥାତ୍ ସୋମବାରଠାରୁ ଓଡ଼ିଶା ହାଇକୋର୍ଟ ପୂର୍ବଭଳି କାର୍ଯ୍ୟ କରିବ। ପୂର୍ବାହ୍ନ ୧୧ଟାରେ ବିଭିନ୍ନ ମାମଲାର ବିଚାର ହେବ। ୫…
ନିଶ୍ଚିନ୍ତକୋଇଲି,୨।୫(ସ୍ବ.ପ୍ର.)- କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳର ଲୋକେ ବାହାର ରାଜ୍ୟରେ ଫସି ରହିଛନ୍ତି। ଲକ୍ ଡାଉନ୍ ପରେ ସେମାନେ ଘରକୁ ଫେରିବେ। ଇତିମଧ୍ୟରେ ସେମାନଙ୍କ ମଧ୍ୟରୁ…