କଟକ

ରେଭେନ୍‌ଶା ୨ୟ କ୍ୟାମ୍ପସକୁ ନେଇ ବିବାଦ

କଟକ ଅଫିସ,୩୦।୪: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ବିରୋଧରେ ଉଠିଛି ସାଂଘାତିକ ଅଭିଯୋଗ। ନରାଜଠାରେ ନିର୍ମାଣ ଆରମ୍ଭ ହୋଇଥିବା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସରେ ବେଆଇନ ଭାବେ ପାଚେରି ନିର୍ମାଣ କରାଯାଇଛି।…

6 years ago

ସକାଳ ୬ରୁ ଅପରାହ୍ନ ୧ ଯାଏ ଖୋଲିବ ଦୋକାନ

କଟକ ଅଫିସ୍‌,୨୯ା୪: କଟକ ଜିଲାରେ କରୋନା ସ୍ଥିତିର ସମୀକ୍ଷା ପରେ ଜିଲାପାଳ ଭବାନୀ ଶଙ୍କର ଚୟନୀ ଜିଲାରେ କେଉଁ ବ୍ୟବସାୟିକ ପ୍ରତିଷ୍ଠାନ ଖୋଲିବ ଏବଂ କେଉଁଟା ଖୋଲିବ…

6 years ago

ସରକାରୀ ସହାୟତା ଲାଗି ଦାବିପତ୍ର ପ୍ରଦାନ କଲା ଟ୍ୟାକ୍ସି ଚାଳକ ସଂଘ

ଚୌଦ୍ୱାର,୨୯ା୪(ଡି.ଏନ୍‌.ଏ.) : ସାରାଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏହି ଲକ୍‌ଡାଉନ୍‌ ଯୋଗୁ ଗରିବ,ଖଟିଖିଆ, ଦିନ ମଜୁରିଆଙ୍କଠାରୁ ଆରମ୍ଭ କରି ବିଭିନ୍ନ ବର୍ଗର ଲୋକେ ବେଶ୍‌ ପ୍ରଭାବିତ ହୋଇଛନ୍ତି।…

6 years ago

କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ କଲେ ଜିଲାପାଳ

ନିଶ୍ଚିନ୍ତକୋଇଲି,୨୯ା୪(ସ୍ବ.ପ୍ର.) : ବାହାର ରାଜ୍ୟରେ ଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ ସରକାର ସହାନୁଭୂତି ଦେଖାଇଛନ୍ତି। ସେମାନଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ସହ ସ୍ବତନ୍ତ୍ର କ୍ୱାରାଣ୍ଟାଇନ୍‌ରେ ୧୪…

6 years ago

୪ ହଜାର ଘରବାହୁଡ଼ାଙ୍କ ଲାଗି ୯୫ କ୍ୱାରାଣ୍ଟାଇନ୍‌ ସେଣ୍ଟର: ପଞ୍ଜୀକରଣ କଲେଣି ୩୭୪୨ ଜଣ

ନିଶ୍ଚିନ୍ତକୋଇଲି,୨୯ା୪(ସ୍ବ.ପ୍ର.): ବାହାର ରାଜ୍ୟରେ ଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ ସରକାର ସହାନୁଭୂତି ଦେଖାଇଛନ୍ତି। ସେମାନଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ସହ ସ୍ବତନ୍ତ୍ର କ୍ୱାରାଣ୍ଟାଇନ୍‌ରେ ୧୪ ଦିନ…

6 years ago

୬ ଇନ୍‌ଷ୍ଟ୍ରକ୍ଟର ତିଆରି କଲେ ରୋବଟ୍‌

କଟକ ଅଫିସ,୨୯ା୪: କରୋନା ଭୂତାଣୁ ବିପକ୍ଷରେ ସାରା ବିଶ୍ୱ ଲଢେଇ କରୁଛି। ଜିତିବାର ଆଶା ସମସ୍ତଙ୍କ ମନରେ ରହିଛି। ଏହି ଭୂତାଣୁ ବିଶ୍ୱରେ ନିଜ କାୟା ବିସ୍ତାର…

6 years ago

ଖରା ଛୁଟିରେ ଖୋଲିବ ହାଇକୋର୍ଟ, ନିମ୍ନକୋଟ

କଟକ ଅଫିସ,୨୯।୪: ଚଳିତବର୍ଷ ଖରାଛୁଟିରେ ହାଇକୋର୍ଟ କିମ୍ବା ନିମ୍ନକୋର୍ଟଗୁଡ଼ିକ ବନ୍ଦ ରହିବ ନାହିଁ। ମଙ୍ଗଳବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ରେଜିଷ୍ଟ୍ରାର୍‌ (ଜୁଡ଼ିସିଆଲ୍‌) ଲଳିତ କୁମାର ଦାସଙ୍କ…

6 years ago

ମଧୁସୂଦନ ଦାସଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ଆହ୍ବାନ

କଟକ ଅଫିସ,୨୮।୪: ଓଡ଼ିିଶା ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ମଙ୍ଗଳବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମ ତିଥି ତଥା ଆଇନଜୀବୀ ଦିବସ ପାଳନ କରାଯାଇଛି। କରୋନା…

6 years ago

କ୍ବାରାଣ୍ଟାଇନ ସେଣ୍ଟରରେ ମହିଳାଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେଉ

କଟକ ଅଫିସ,୨୮।୪: କଟକ ନଗର ମହିଳା ମୋର୍ଚ୍ଚା ତରଫରୁ ରାଜ୍ୟ ସମ୍ପାଦିକା ରଶ୍ମିରେଖା ଦାସଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ମଙ୍ଗଳବାର ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ…

6 years ago

ପୋଲିସ କର୍ମଚାରୀଙ୍କୁ ୫୦ ଲକ୍ଷର ସହାୟତା ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କରି ଧନ୍ୟବାଦ ଜଣାଇଲେ ଡିଜିପି

କଟକ ଅଫିସ୍‌, ୨୮।୪: କରୋନା ମୁକାବିଲାରେ ନିୟୋଜିତ ହୋଇଥିବା ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଲେ ତାଙ୍କ ପରିବାର ବର୍ଗଙ୍କୁ ୫୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ…

6 years ago