କଟକ

ଅନାଥ ଶିଶୁପୁତ୍ରକୁ ସହାୟତାର ହାତ ବଢ଼ାଇଲେ ଡାକ୍ତର:ବର୍ଷକ ପର୍ଯ୍ୟନ୍ତ ଖାଦ୍ୟ, ଔଷଧ ଯୋଗାଇବେ

ମାହାଙ୍ଗା,୨୫-୯(ସ୍ବ.ପ୍ର.):ମାହାଙ୍ଗା ଅଞ୍ଚଳର ଜଣେ ଶିଶୁପୁତ୍ର ମା’ଗର୍ଭରେ ଥିବାବେଳେ ତା’ର ବାପାଙ୍କ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ଏହାର ୩ମାସ ପରେ ଶିଶୁପୁତ୍ର ଜନ୍ମ ହୋଇଥିଲା। ଶିଶୁପୁତ୍ର ଜନ୍ମ ହେବାର…

5 years ago

ଲାଞ୍ଚ ନେଇ ଆର୍‌ଆଇ ଗିରଫ

କଟକ ଅଫିସ/ନିଶ୍ଚିନ୍ତକୋଇଲି (ସ୍ବ.ପ୍ର.), ୨୪।୯: ଲାଞ୍ଚ ନେବାବେଳେ ନିଶ୍ଚିନ୍ତକୋଇଲି ତହସିଲ ଅଧୀନ ଜିଗ୍ନୀପୁର ରାଜସ୍ବ ନିରୀକ୍ଷକ(ଆର୍‌ଆଇ) ଅଚ୍ୟୁତାନନ୍ଦ ସେଠୀ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି। କଟକ ଭିଜିଲାନ୍ସ…

5 years ago

ବ୍ୟକ୍ତିଗତ ହାଜର ପାଇଁ ସ୍ବାସ୍ଥ୍ୟ ସଚିବଙ୍କୁ ନିର୍ଦ୍ଦେଶ

କଟକ ଅଫିସ, ୨୪।୯: ରାଜ୍ୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ବ୍ୟକ୍ତିଗତ ହାଜର ପାଇଁ ହାଇକୋର୍ଟ ସୋମବାର ସ୍ବାସ୍ଥ୍ୟ…

5 years ago

୬ ପ୍ରତିଭାଧାରୀ ପାଇଲେ ଧନେଶ୍ୱର ରଥ ସ୍ମୃତି ସମ୍ମାନ

କଟକ ଅଫିସ, ୨୪।୯: ପୂଜ୍ୟପୂଜା ପରମ୍ପରାର ଭୂମିକା ଏବେ ବି ବଞ୍ଚିଛି। ପୂଜ୍ୟଙ୍କୁ ପୂଜା କରିବା ଏକ ମହତ୍‌ କାର୍ଯ୍ୟ। ଯିଏ ଜ୍ୟେଷ୍ଠ, ବରିଷ୍ଠ ଓ ଶ୍ରେଷ୍ଠ…

5 years ago

ଚପିଯାଉଛି ସିଏମ୍‌ସିର ଦୁର୍ନୀତି

କଟକ ଅଫିସ, ୨୪।୯: କଟକ ମହାନଗର ନିଗମ(ସିଏମ୍‌ସି)ରେ ବହୁ ଦୁର୍ନୀତି ଲୋକଲୋଚନକୁ ଆସିଛି। ସେନେଇ ତଦନ୍ତ ହେବା ସହ ମାମଲା ବି ରୁଜୁ ହୋଇଛି। ହେଲେ ଅନେକ…

5 years ago

ନନ୍ଦନକାନନକୁ ଚଡ଼କ: ଶେଷ ହେଲା ନୀଳଗିରି ବାନର ବଂଶ

ବାରଙ୍ଗ,୨୪।୯(ଡି.ଏନ.ଏ.): ଗତ କିଛିଦିନ ହେବ ନନ୍ଦନକାନନରେ ଦୁଃଖଦ ଘଟଣା ବଢ଼ିବାରେ ଲାଗିଛି। ଗୋଟିଏ ପରେ ଗୋଟିଏ ଜୀବଜନ୍ତୁ ଦିନକୁ ଦିନ କମିବାରେ ଲାଗିଛନ୍ତି। ରବିବାର ଗୋଟିଏ ବେଲେରା…

5 years ago

କଟକ ସିରିଏଲ୍‌ ହତ୍ୟା ଘଟଣାରେ ଗୃହସଚିବଙ୍କୁ ନୋଟିସ:କ’ଣ ପଦକ୍ଷେପ ନେଇଛ ଜଣାଅ: ହାଇକୋର୍ଟ

କଟକ ଅଫିସ, ୨୪।୯: କଟକ ସିରିଏଲ୍‌ ହତ୍ୟା ଘଟଣାରେ ସୋମବାର ହାଇକୋର୍ଟ ରାଜ୍ୟ ଗୃହ ସଚିବଙ୍କୁ ନୋଟିସ୍‌ ଜାରି କରିଛନ୍ତି। ଏହି ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତ…

5 years ago

ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରେ ହାତୀ ଶାବକର ମୃତ୍ୟୁ

ଖୁଣ୍ଟୁଣି,୨୨।୯(ଡି.ଏନ୍‌.ଏ.): କଟକ ଜିଲା ଖୁଣ୍ଟୁଣି ବନାଞ୍ଚଳ ଅଧୀନ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରେ ରବିବାର ଏକ ହାତୀ ଶାବକର ମୃତ୍ୟୁ ଘଟିଛି। ହାତୀ ଶାବକ ମୃତଦେହ ପଡିଥିବା ଦେଖି…

5 years ago

ଆଜିଠୁ ଷୋଡ଼ଶ ଉପଚାର ପୂଜା: ଚମକୁଛି ଚଣ୍ଡୀ ମନ୍ଦିର, ଦଶହରାରେ ଫଳରେ ସଜାଯିବ

କଟକ ଅଫିସ,୨୨।୯: କେବଳ କଟକରେ ସୀମିତ ନାହିଁ। ଏବେ କଟକଚଣ୍ଡୀ ମନ୍ଦିରକୁ ନେଇ ଚର୍ଚ୍ଚା ବିଦେଶ ପର୍ଯ୍ୟନ୍ତ ପହଞ୍ଚିଲାଣି। ବିଭିନ୍ନ ଟୁଇଟ୍‌ରେ ମନ୍ଦିରର ସାଜସଜ୍ଜାକୁ ସ୍ଥାନ ମିଳିଛି।…

5 years ago

ସାଲେପୁର ନାବାଳିକା ବଳାତ୍କାରୀଙ୍କୁ ଫାଶୀ ଘଟଣା: ଆଇଆଇସି, ସରକାରୀ ଓକିଲ ସମ୍ବର୍ଦ୍ଧିତ

କଟକ ଅଫିସ, ୨୨।୯: ସାଲେପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ କଟକ ଜିଲା ପୋକ୍ସୋ ଅଦାଲତ ଗୁରୁବାର ଅଭିଯୁକ୍ତ ମହମ୍ମଦ ମୁସ୍ତାକଙ୍କୁ…

5 years ago