ନିଆଳି,୧୪।୩ (ଡି.ଏନ୍.ଏ.): ନିଆଳି ଥାନା ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଏହି ଘଟଣାରେ ନିଆଳି ଥାନା ପୋଲିସ ଜଣେ ଯୁବକଙ୍କୁ…
କଟକ ଅଫିସ,୧୪।୩: ଓଡ଼ିଶା ମାଟିର ନିଜସ୍ବ ଲୋକନୃତ୍ୟ ହେଉଛି ଛଉ। ମୟୂରଭଞ୍ଜରେ ଏହି କଳାର ଉତ୍ପତ୍ତି। ଭାରତର ସମସ୍ତ ଲୋକନୃତ୍ୟଗୁଡ଼ିକ ଭିତରେ ଛଉନୃତ୍ୟର ସ୍ଥାନ ମଧ୍ୟ ସ୍ବତନ୍ତ୍ର।…
କଟକ ଅଫିସ,୧୪।୩: କଟକ ଏସ୍ସିବି ମେଡିକାଲରେ ସ୍ବାଇନ୍ ଫ୍ଲୁରେ ଆକ୍ରାନ୍ତ ହୋଇଥିବା ସନ୍ଦେହରେ ଦୁଇଜଣ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଛାତ୍ର ସହରର ଏକ କଲେଜରେ…
କଟକ ଅଫିସ, ୧୩।୩: କରୋନା ମୁକାବିଲା ପାଇଁ କଟକ ଏସ୍ସିବି ମେଡିକାଲରେ ଏକ ସ୍ବତନ୍ତ୍ର ଓ୍ବାର୍ଡ ଗଠନ କରାଯାଇଛି। ଏହି ସ୍ବତନ୍ତ୍ର ଓ୍ବାର୍ଡ ପାଇଁ ଔଷଧ ଓ…
ଆଠଗଡ଼,୧୩।୩(ସ୍ବ.ପ୍ର.): ଚୋରଙ୍କୁ ଅଡୁଆ ଏବେ ପୋଲିସର ଚେକିଂ। ଏହାର ପ୍ରଭାବ ଆଠଗଡ଼ରେ ଦେଖିବାକୁ ମିଳିଛି। ଗୁରୁବାର ରାତିରେ ଏକ ଚାରିଚକିଆ ଚୋରା ଗାଡ଼ିକୁ ଦୁର୍ବୃତ୍ତମାନେ ଆଠଗଡ଼ ରଥଗଡ଼ା…
କଟକ ଅଫିସ,୧୩।୩: ସହରର ସୁଭାଷ ସେତୁ ନିକଟସ୍ଥ କାଠଯୋଡ଼ି ନଦୀରୁ ଶୁକ୍ରବାର ମଧ୍ୟାହ୍ନରେ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସିଡିଏ ଅଗ୍ନିଶମ ବିଭାଗ କର୍ମଚାରୀମାନେ…
କଟକ ଅଫିସ,୧୩।୩: ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ କଟକ କାଜିବଜାରସ୍ଥିତ ଭକ୍ତମଧୁ ବିଦ୍ୟାପୀଠର କନିଷ୍ଠ କିରାଣି ନାରାୟଣ ସାହୁଙ୍କୁ ଗୁରୁବାର ଭିଜିଲାନ୍ସ ବିଭାଗ ଗିରଫ କରି…
ଆଠଗଡ଼,୧୨।୩(ସ୍ବ.ପ୍ର.): କଟକ ଜିଲା ବାଙ୍କି ଥାନା ଅନ୍ତର୍ଗତ କଦଳୀବାଡ଼ି ଗ୍ରାମରେ ଜମିଜମା ଗଣ୍ଡଗୋଳକୁ ନେଇ ୨୦୧୮ ଫେବୃୟାରୀ ୭ ତାରିଖରେ ଏକ ହତ୍ୟାକାଣ୍ଡ ଘଟିଥିଲା। ଉକ୍ତ ହତ୍ୟାକାଣ୍ଡରେ…
କଟକ ଅଫିସ,୧୨ା୩: ଓଡ଼ିଶାରେ ସଂଶୋଧିତ ମୋଟରଯାନ ଆଇନ ମାର୍ଚ୍ଚ ପହିଲାରୁ କଡ଼ାକଡ଼ି ଲାଗୁ କରାଯାଇଛି। ରାଜ୍ୟବ୍ୟାପୀ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍ଟିଓ) ଏବଂ ପୋଲିସ ତରଫରୁ ବ୍ୟାପକ ଯାଞ୍ଚ…
କଟକ ଅଫିସ୍,୧୨ା୩: କରୋନା ଭୁତାଣୁରେ ଆକ୍ରାନ୍ତ ହୋଇଥିବା ସନ୍ଦେହରେ ବିଭିନ୍ନ ସମୟରେ କଟକ ଏସ୍ସିବି ମେଡିକାଲ୍ରେ ଭର୍ତ୍ତି ହୋଇଥିବା ୬ଜଣକ ନମୁନା ରିପୋର୍ଟ ଆସିଯାଇଛି। ସମସ୍ତଙ୍କ ରିପୋର୍ଟ…