କଟକ ଅଫିସ, ୧୨।୯: ଏନ୍ଆଇଟି ରାଉରକେଲାର ପ୍ରାକ୍ତନ ନିର୍ଦ୍ଦେଶକ ତଥା ଖାତନାମା ଇଞ୍ଜିନିୟର ପ୍ରଫେସର ସୁନୀଲ କୁମାର ଷଡଙ୍ଗୀ ଚଳିତବର୍ଷର ଜାତୀୟସ୍ତରୀୟ ମର୍ଯ୍ୟାଦାଜନକ ବିଶ୍ୱେଶ୍ୱରାୟା ସମ୍ମାନ ପାଇବାକୁ…
କଟକ ଅଫିସ,୧୧ା୯: ପୂଜାକୁ ନେଇ କଟକ ସହର ଚଳଚଞ୍ଚଳ ହୋଇ ଉଠିଥିବାବେଳେ ବୁଧବାର ପୂର୍ବାହ୍ନରେ ଜଣେ ଅଭିଯୁକ୍ତଙ୍କୁ କମିଶନରେଟ୍ ପୋଲିସ ଏନ୍କାଉଣ୍ଟର କରିଛି। ଏଥିରେ ଅଭିଯୁକ୍ତ ସିଡ଼ିଏ…
ବାରଙ୍ଗ/ନରାଜ,୧୧।୯(ଡି.ଏନ୍.ଏ.): କଟକ ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ପଞ୍ଚୁପାଳ ଗ୍ରାମମୁଣ୍ଡ ତାରିଣୀ ମନ୍ଦିର ନିକଟରୁ ବୁଧବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ମୁଣ୍ଡରେ…
କଟକ ଅଫିସ, ୧୦।୯: ବସ୍ତି ବାସିନ୍ଦା ମିଳିତ ମଞ୍ଚ ପକ୍ଷରୁ ୫ଦଫା ଦାବି ନେଇ ମଙ୍ଗଳବାର କଟକ ମହାନଗର ନିଗମ (ସିଏମ୍ସି) ସମ୍ମୁଖରେ ଗଣ ବିକ୍ଷୋଭ ପ୍ରଦର୍ଶନ…
କଟକ ରୋଡ,୧୦।୯(ଡି.ଏନ୍.ଏ.) : ଭୁବନେଶ୍ୱର ରେଲଓ୍ବ ଷ୍ଟେଶନ ନିକଟରୁ ରେଲଓ୍ବେ ପ୍ରୋଟେକ୍ସନ ଫୋର୍ସ(ଆରପିଏଫ) ସୋମବାର ୪ ବସ୍ତା ଭାଙ୍ଗ ଜବତ କରିଛି। ପରେ ଏହାକୁ ଭୁବନେଶ୍ୱର ଅବକାରୀ…
ବଡ଼ମ୍ବା,୯ା୯(ଡି.ଏନ.ଏ.): କଟକ ଜିଲା ବଡ଼ମ୍ବା ବ୍ଲକ ଅଧୀନ ବିଧାରପୁରଠାରେ ଥିବା ଏକ ଘରୋଇ କଲେଜ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରଙ୍କ ରବିବାର ରାତିରେ ଅସ୍ବାଭାବିକ ମୃତ୍ୟୁ…
କଟକ ଅଫିସ, ୧୦।୯: କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର କଟକ ଏସ୍ସିବି ମେଡିକାଲରେ ପହଞ୍ଚତ୍ବା ପରେ ଚିକିତ୍ସା ଆରମ୍ଭ ହୋଇଯାଇଛି। ୧୪ ଜଣିଆ ଡାକ୍ତରୀ…
କଟକ ଅଫିସ,୭।୯: ଦିଲ୍ଲୀର ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍ (ଏମ୍ସ)ରେ ଚିକିତ୍ସିତ ହେଉଥିବା ଓଡ଼ିଶାର ଯୋଡା ମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର ଓଡିଶା ଫେରିଛନ୍ତି।…
ଭୁବନେଶ୍ୱର/ କଟକ ଅଫିସ୍, ୭ା୯(ବ୍ୟୁରୋ): କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର ଓଡ଼ିଶା ପହଞ୍ଚିବେ। ଶୁକ୍ରବାର ଜଗା-କାଳିଆଙ୍କୁୁ ଦିଲ୍ଲୀ ଏମ୍ସରୁ ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ…
କଟକ ସଦର, ୭ା୯(ଡି.ଏନ୍.ଏ.): ସମାଜ ପାଇଁ ମହାପୁରୁଷମାନେ ନିଜ ଜୀବନକୁ ଉତ୍ସର୍ଗ କରିଥାନ୍ତି। ସେହିପରି ସ୍ବର୍ଗତ ଦୋଳଗୋବିନ୍ଦ ପ୍ରଧାନ ମଧ୍ୟ ଲୋକଙ୍କ ପାଇଁ ଜୀବନକୁ ଉତ୍ସର୍ଗ କରିଥିଲେ।…