କଟକ

‘ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ସମ୍ମାନ’ରେ ସମ୍ମାନିତ ହେଲେ ଶ୍ରୀସନ୍ନ୍ୟାସୀ ଜୀ

କଟକ ଅଫିସ,୧୯ା୪: କଟକ ସଦର ସାମାଜିକ ଓ ସାଂସ୍କୃତିକ ସଂସଦ ଦ୍ୱାରା ଇଷାଣି ବ୍ରହ୍ମପୁର ପଞ୍ଚାୟତ ମଲ୍ଲୀପୁରର ମହାନଦୀପଠାରେ ‘ମହାନଦୀ ତଟୋତ୍ସବ’ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବର…

1 year ago

ଭାବରେ କମ୍ପିଲା ବାଲିଯାତ୍ରା ପଡ଼ିଆ

କଟକ ଅଫିସ,୧୯।୪: ଆମେ ଓଡ଼ିଆ ଅନୁଷ୍ଠାନ ପକ୍ଷରୁ କଟକ ବାଲିଯାତ୍ରା ଉପର ପଡ଼ିଆରେ ୫ ଦିନ ବ୍ୟାପୀ ଚାଲିଥିବା ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ମହାସମ୍ମିଳନୀ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।…

1 year ago

ମେ’ ୨୧ରେ ଓଜେଏସ୍‌-୨୦୨୨ ପ୍ରିଲିମନାରି ପରୀକ୍ଷା

କଟକ ଅଫିସ,୧୯।୪: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍‌)-୨୦୨୨ର ପ୍ରିଲିମନାରି ପରୀକ୍ଷା ଆସନ୍ତା ମେ’ ୨୧ରେ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ…

1 year ago

ପରୀକ୍ଷା ଚାଲୁଥିବା ବେଳେ ଖସିଗଲା ସିଲିଂ ଫ୍ୟାନ୍‌: ୨ ଛାତ୍ର ଆହତ

ଆଠଗଡ଼,୧୮।୪ (ଡି.ଏନ୍‌.ଏ): କଟକ ଆଠଗଡସ୍ଥିତ ଗୋପବନ୍ଧୁ ବିଜ୍ଞାନ ମହାବିଦ୍ୟାଳୟରେ ମଙ୍ଗଳବାର ଏକ ଅଭାବନୀୟ ଘଟଣାଘଟିଛି। ପରୀକ୍ଷା ଚାଲୁଥିବା ସମୟରେ ବୁଲୁଥିବା ସିଲିଂ ଫ୍ୟାନ ଖସି ପଡି ୨…

1 year ago

ଏସ୍‌ସିବିରେ ରକ୍ତ କର୍କଟ ରୋଗୀଙ୍କ ଜଟିଳ ପରୀକ୍ଷା ସୁବିଧା ନାହିଁ

କଟକ ଅଫିସ,୧୮ା୪: ଜଣେ ଗରିବ ରକ୍ତ କର୍କଟ ରୋଗୀଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ। ସରକାର ଲୋକଙ୍କୁ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇ ଦେଉଥିବାବେଳେ ବିଶ୍ୱସ୍ତରୀୟ ପଥରେ ଅଗ୍ରସର…

1 year ago

କେନାଲରେ ପାଣି ନାହିଁ,ଖୋଲୁନି ଜଳଛତ୍ର

ନିଶ୍ଚିନ୍ତକୋଇଲି,୧୭।୪(ସ୍ବ.ପ୍ର.): ଏପ୍ରିଲ ମାସରୁ ରାଜ୍ୟରେ ଅସହ୍ୟ ଗରମ ଅନୁଭୂତ ହେଉଛି। ଏପରିକି ଦିନେ ଦୁଇ ଦିନ ହେବ ସତେଯେପରି ଆକାଶରୁ ଅଗ୍ନି ବର୍ଷା ହେଉଛି। ଏଭଳିସ୍ଥିତିରେ ନିଶ୍ଚିନକୋଇଲିରେ…

1 year ago

ଓଏଚ୍‌ଆର୍‌ସିରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୧୮ା୪: ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରାବେଳେ ଘଟିଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ରାଜ୍ୟ ମାନବାଧିକାର କମିଶନ୍‌(ଓଏଚ୍‌ଆର୍‌ସି)ଙ୍କ ନିକଟରେ ଏକ ଜନସ୍ବାର୍ଥ ମାମଲା ସୋମବାର ଦାଏର ହୋଇଛି।…

1 year ago

ଖାରଜ କଲେ ହାଇକୋର୍ଟ

କଟକ ଅଫିସ,୧୮ା୪: ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ବିରୋଧରେ ନିର୍ବାଚନୀ ଅନିୟମିତତା ନେଇ ଆଗତ ମାମଲାକୁ ହାଇକୋର୍ଟ ସୋମବାର ଖାରଜ କରିଛନ୍ତି। ୩ଟି ଧାର୍ଯ୍ୟ ତାରିଖରେ…

1 year ago

ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ବସ୍‌

କଟକ ଅଫିସ,୧୭।୪: ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ବସ୍‌। ଏଭଳି ଘଟଣା ଦେଖିବାକୁ ମିଳିଛି କଟକ ଲିଙ୍କରୋଡ଼ ଠାରେ। ଖବରପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ…

1 year ago

ଖରାରେ ବାଦୁଡ଼ି ଛଟପଟ

ବାଙ୍କୀ,୧୭ା୪(ସ୍ବ.ପ୍ର.): ବାଙ୍କୀ ବ୍ଲକ ଅନ୍ତର୍ଗତ ବୈଦ୍ୟେଶ୍ୱରସ୍ଥିତ ପ୍ରଭୁ ସିଂହନାଥ ଦେବଙ୍କ ପୀଠ ପରିସରରେ ଥିବା ବିଭିନ୍ନ ଗଛ ଯଥା ଦେବଦାରୁ, ଜାମୁ ଓ ଅନ୍ୟାନ୍ୟ ଗଛରେ ବହୁ…

1 year ago