କଟକ

ଆଜି ରେଡିଓରେ ଶୁଭିବ ସିଏମ୍‌ସି ‘ସଂକଳ୍ପ’

କଟକ ଅଫିସ,୧୦ା୨: କଟକ ମହାନଗର ନିଗମ (ସିଏମ୍‌ସିି)ର ବିଭିନ୍ନ ଯୋଜନା, କାର୍ଯ୍ୟକ୍ରମ, ପ୍ରକଳ୍ପ ସମ୍ପର୍କରେ ଲୋକେ ସଚେତନ ହେବେ। ରେଡ଼ିଓ ଏଫ୍‌ଏମ୍‌ ଯୋଗେ ଅଧିକାରୀମାନେ ସଚେତନ କରାଇବେ।…

1 year ago

୨୫.୬୫ ଲକ୍ଷ ଉପଭୋକ୍ତା ଖାଇବେ ବଟିକା

କଟକ ଅଫିସ,୧୦ା୨: ସାର୍ବଜନୀନ ବାତଜ୍ୱର ଔଷଧ ସେବନ କାର୍ଯ୍ୟକ୍ରମ ନିମନ୍ତେ ଏକ ବୈଠକ ଜିଲା ସ୍ବାସ୍ଥ୍ୟ ବିଭାଗ ସଭାଗୃହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା କୀଟବାହିତ…

1 year ago

ହାଇକୋର୍ଟରେ ଚାର୍ଜସିଟ୍‌ ଦାଖଲ

କଟକ ଅଫିସ,୧୦ା୨:ବହୁ ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ଜାମିନ ଆବେଦନ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଛି। ଆବେଦନକାରୀଙ୍କ ବିରୋଧରେ ଚାର୍ଜସିଟ ଦାଖଲ ହୋଇଥିବା ଶୁଣାଣିବେଳେ ସ୍ପଷ୍ଟ…

1 year ago

ନିୟମାବଳୀ ଯଥାର୍ଥ ଦର୍ଶାଇଲେ ଓପିଏସ୍‌ସି

କଟକ ଅଫିସ,୧୦ା୨:ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ଅନୁଷ୍ଠିତ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପରୀକ୍ଷାର ନିୟମାବଳୀକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଆଗତ ମାମଲାର ଶୁଣାଣି ଗୁରୁବାର…

1 year ago

ମାଟ୍ରିକ୍‌ ପରୀକ୍ଷା ନେଇ ବୋର୍ଡ ବିଜ୍ଞପ୍ତି

କଟକ ଅଫିସ, ୯ା୨: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଚଳିତବର୍ଷର ଦଶମ ଶ୍ରେଣୀ ସମ୍ମେଟିଭ-୨ ପରୀକ୍ଷା ନିମନ୍ତେ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଯେଉଁ ପରୀକ୍ଷାର୍ଥୀ…

1 year ago

ଷଣ୍ଢ ପେଟରୁ ବାହାରିଲା ୬୦ କିଗ୍ରା ପଲିଥିନ୍‌

ବାଙ୍କୀ, ୯ା୨(ସ୍ବ.ପ୍ର.): ବାଙ୍କୀ ସହର ଅଞ୍ଚଳରେ ଏକ ବୁଲା ଷଣ୍ଢ ଅସୁସ୍ଥ ଅବସ୍ଥାରେ ପଡିଥିବାରୁ ତାର ପେଟକୁ ଅପରେଶନ କରାଯାଇ ୬୦କେଜିରୁ ଊର୍ଦ୍ଧ୍ୱ ପଲିଥିନ ବୁଧବାର ବାହାର…

1 year ago

ମହିଳାଙ୍କୁ ବଳାତ୍କାର, ହତ୍ୟା

ମଙ୍ଗୁଳି/ଜଗତପୁର, ୯ା୨(ଡି.ଏନ୍‌.ଏ.):ଜଗତପୁର ଥାନା ଅଧୀନ ଟ୍ରକ୍‌ ଟର୍ମିନାଲ ନିକଟ ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କ ମୃତଦେହ ଉଲଗ୍ନ ଅବସ୍ଥାରେ ପୋଲିସ ଜବତ…

1 year ago

ବନ ବିଭାଗ ହେପାଜତରେ ମୃତ୍ୟୁ ଘଟଣା: ରେଞ୍ଜର ସମେତ ୬ ବନ କର୍ମଚାରୀ କୋର୍ଟ ଚାଲାଣ

କଟକ ଅଫିସ, ୮।୨: ବନ ବିଭାଗ ହେପାଜତରେ ସାତଗୋଛିଆ ଗାଁ ଧନେଶ୍ୱର ବେହେରାଙ୍କ ମୃତ୍ୟୁ ମାମଲାରେ ବଡ଼ମ୍ବା ରେଞ୍ଜର ସୁବ୍ରତ ବେହେରାଙ୍କ ସମେତ ୬ ବନ କର୍ମଚାରୀଙ୍କୁ…

1 year ago

ଜିଏସ୍‌ଟି ଚଢ଼ାଉ, ୧୭.୮୧ ଲକ୍ଷ ଟଙ୍କା ଜବତ

କଟକ ଅଫିସ,୮ା୨: ସରକାରଙ୍କୁ ଦ୍ରବ୍ୟ ଓ ସେବା କର (ଜିଏସ୍‌ଟି) ଫାଙ୍କି ବ୍ୟବସାୟ କରିବା ଅଭିଯୋଗରେ ଜିଏସ୍‌ଟି ବିଭାଗ ପକ୍ଷରୁ ମଙ୍ଗଳବାର କଟକର ଜଣେ ବ୍ୟବସାୟୀଙ୍କ ବ୍ୟବସାୟ…

1 year ago

ଗୋତାରା ସରପଞ୍ଚଙ୍କ ପରଲୋକ

ନିଶ୍ଚିନ୍ତକୋଇଲି,୭।୮(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବ୍ଲକ ଗୋତରା ପଞ୍ଚାୟତର ସରପଞ୍ଚ ରତ୍ନାକର ସାହୁଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ବିଭିନ୍ନ ରୋଗରେ…

1 year ago