କଟକ

ହାଇକୋର୍ଟରେ ନକଲି ଡାକ୍ତର ଚିହ୍ନଟ ମାମଲା: ‘ଜାଲ ଡାକ୍ତର ନିଯୁକ୍ତି ରୋକିବାକୁ କ’ଣ ପଦକ୍ଷେପ ନେଇଛ ଜଣାଅ’

କଟକ,୨୭ା୨ (କାର୍ତ୍ତିକ ସାହୁ) ରାଜ୍ୟରେ ରହିଥିବା ନକଲି ଡାକ୍ତରମାନଙ୍କୁ ଚିହ୍ନଟ କରାଯିବା ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ମଙ୍ଗଳବାର ହୋଇଛି। ଓଡ଼ିଶା ରାଜ୍ୟ ଆଇନ ସେବା…

2 years ago

ପରୀକ୍ଷା ହଲ୍‌ରେ କପି ଦେଲେ ମହିଳା ହୋମଗାର୍ଡ, ସହଯୋଗ କରି ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ

କଟକ,୨୬ା୨ (କାର୍ତ୍ତିକ ସାହୁ): ମାଟ୍ରିକ ପରୀକ୍ଷା ହଲ୍‌ରେ ଦାୟିତ୍ୱ ଠିକ ଭାବେ ତୁଲାଇ ନ ଥିବାରୁ ନରସିଂହପୁର ବ୍ଲକ ଅନ୍ତର୍ଗତ ପତଣ୍ଡାସ୍ଥିତ ଶଙ୍କର୍ଷଣ ବିଦ୍ୟାପୀଠର ଶିକ୍ଷୟିତ୍ରୀ ଅନୁସୟା…

2 years ago

ବାରବାଟୀ ଷ୍ଟାଡିୟମର ନବୀକରଣ ପ୍ରକଳ୍ପର ଶିଳାନ୍ୟାସ: ବିଭିନ୍ନ ଜିଲାରେ ହେବ ୪୧କ୍ରିକେଟ ଏକାଡେମୀ

କଟକ,୨୭।୨: କଟକ ବାରବାଟୀ ଷ୍ଟାଡିୟମ ନବୀକରଣ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ରାଜ୍ୟର ବିଭିନ୍ନ ଜିଲାରେ ହେବାକୁଥିବା ଥିବା ୪୧ଟି କ୍ରିକେଟ…

2 years ago

ପ୍ରଶ୍ନପତ୍ର ଭାଇରାଲକୁ କାହିଁକି ଅଟକା ଯାଇପାରୁନାହିଁ: ଗଣିତରେ କପି କରି ୫୧ ଧରାପଡ଼ିଲେ

କଟକ,୨୬ା୨(କାର୍ତ୍ତିକ ସାହୁ) ମାଟ୍ରିକ ପରୀକ୍ଷାର ଗଣିତ ବିଷୟ ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କେନ୍ଦୁଝର ଜିଲାର ଏକ ପରୀକ୍ଷା କେନ୍ଦ୍ରରୁ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ନେଇ…

2 years ago

ରାଜ୍ୟବାସୀଙ୍କୁ ମିଳିବ ଗୁଣାତ୍ମକ ସେବା: ପୋଲିସ ସେବାରେ ୨୮୫ଟି ଯାନ…

କଟକ,୨୬ା୨ (କାର୍ତ୍ତିକ ସାହୁ) ଓଡ଼ିଶା ପୋଲିସ ସେବାରେ ୨୮୫ଟି ନୂତନ ଯାନକୁ ସାମିଲ କରାଯାଇଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ (ଡିଜିପି) ଅରୁଣ କୁମାର ଷଡ଼ଙ୍ଗୀ ଓଏମ୍‌ପିସ୍ଥିତ ଷଷ୍ଠ…

2 years ago

ବାଲିକୁଦା ରେଳ ଓଭରବ୍ରିଜ ଉଦ୍‌ଘାଟିତ

କଟକ,୨୬ା୨(ଶିଳ୍ପା ପ୍ରିୟଦର୍ଶିନୀ): ଅମୃତ ଭାରତ ଷ୍ଟେଶନ ଯୋଜନା ଅଧୀନରେ ସୋମବାର ବାଲିକୁଦା ରେଳ ଓଭରବ୍ରିଜକୁ ଆଭାସୀ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ କରିଛନ୍ତି। ପୂର୍ବତଟ ରେଳ…

2 years ago

ବାଙ୍କୀ ବିଧାନସଭା ନିର୍ବାଚନମଣ୍ଡଳୀ:୩ ଦଳ ପାଇଁ ସମ୍ମାନର ପ୍ରଶ୍ନ

ବାଙ୍କୀ, ୨୬।୨(ଜ୍ଞାନରଞ୍ଜନ ମିଶ୍ର):କଟକ ଜିଲା ଅନ୍ତର୍ଗତ ବାଙ୍କୀ ବିଧାନସଭା ନିର୍ବାଚନମଣ୍ଡଳୀ ବାଙ୍କୀ ଏନ୍‌ଏସି, ବାଙ୍କୀ ବ୍ଲକ, ଡମପଡ଼ା ବ୍ଲକ ଏବଂ ବାରଙ୍ଗ ବ୍ଲକର ୮ଟି ପଞ୍ଚାୟତକୁ ନେଇ…

2 years ago

‘୨୦୧୯ର ପ୍ରତିଶୋଧ ନେବ ଭାଜପା’

କଟକ,୨୬ା୨(ଶିଳ୍ପା ପ୍ରିୟଦର୍ଶିନୀ):ରାଜ୍ୟ ସରକାରଙ୍କ ଆକ୍ରୋଶମୂଳକ ମନୋଭାବକୁ ଭାଜପା ପକ୍ଷରୁ ବିରୋଧ କରାଯାଉଛି। ବହୁସଂଖ୍ୟକ ଯୁବତୀଯୁବକ ମଧ୍ୟ ଏହାକୁ ବିରୋଧ କରୁଛନ୍ତି। ଆଗାମୀ ନିର୍ବାଚନରେ ବିଜେଡିକୁ ହରାଇ ରାଜ୍ୟ…

2 years ago

ଭିଜିଲାନ୍ସ ଜାଲରେ କଟକ ନିଆଳି ଥାନା ASI ବିଜୟ ଭଞ୍ଜ

ଭୁବନେଶ୍ୱର,୨୫ା୨: ଭିଜିଲାନ୍ସ ଜାଲରେ ପଡିଛନ୍ତି କଟକ ନିଆଳି ଥାନା ଏଏସଆଇ ବିଜୟ ଭଞ୍ଜ। ମାମଲା ରୁଜୁ ଧମକ ଦେଇ ୨ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ…

2 years ago

ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀ: ଭାଜପାରେ ଆଶାୟୀଙ୍କୁ ନେଇ ଚାଲିଛି ଅଙ୍କକଷା

କଟକ,୨୫।୨(ଶିଳ୍ପା ପ୍ରିୟଦର୍ଶିନୀ): ୨୦୨୪ ନିର୍ବାଚନ ପାଇଁ ଚାଲିଛି ସମସ୍ତ ଦଳ ମଧ୍ୟରେ ଅଙ୍କକଷା। ଏପରିକି ଦଳରୁ ଏକାଧିକ ଆଶାୟୀ ପ୍ରାଥୀଙ୍କ ନାମ ମଧ୍ୟ ସାମ୍ନାକୁ ଆସିବାରେ ଲାଗିଛି।…

2 years ago