କଟକ

ବିଧାୟକ ପ୍ରତାପ ଜେନାଙ୍କ କ୍ରିମିନାଲ ରିଭିଜନ୍‌ ପିଟିସନ୍‌ ମାମଲା: ଆବେଦନ ଶୁଣାଣିରୁ ଓହରିଲେ ବିଚାରପତି

କଟକ,୧୬ା୨ (କାର୍ତ୍ତିକ ସାହୁ): ମାହାଙ୍ଗା ଡବଲ ମର୍ଡର ଘଟଣାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ପ୍ରତାପ ଜେନାଙ୍କ ପକ୍ଷରୁ ରୁଜୁ ରିଭିଜନ…

2 years ago

ସାଇକେଲରୁ ପଡ଼ିଯାଇଥିବା ୭ ବର୍ଷର ନାବାଳିକାଙ୍କୁ ମେଡିକାଲ ନେବା ନାଁରେ କଲେ ଗଣବଳାତ୍କାର: ଏନ୍‌ଏଚ୍‌ଆର୍‌ସିରେ ମାମଲା ରୁଜୁ

କଟକ,୧୬ା୨ (କାର୍ତ୍ତିକ ସାହୁ) ମଧୁପାଟଣା ଥାନା ଅଧୀନ ନୂଆପଡ଼ା ବାଲିସାହି ଅଞ୍ଚଳରେ ଜଣେ ୭ ବର୍ଷୀୟ ନାବାଳିକାଙ୍କୁ ଗଣ ବଳାତ୍କାର କରାଯାଇଛି। ସରସ୍ବତୀ ପୂଜାରେ ଏଭଳି ଏକ…

2 years ago

ରତ୍ନଭଣ୍ଡାର ଖୋଲି ଅଳଙ୍କାର ଗଣତି ମାମଲା: ୪ ସପ୍ତାହ ମଧ୍ୟରେ କମିଟି ଅଧ୍ୟକ୍ଷ ନିଯୁକ୍ତି ନିର୍ଦ୍ଦେଶ

କଟକ,୧୬ା୨(କାର୍ତ୍ତିକ ସାହୁ): ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲି ସେଥିରେ ଥିବା ଅଳଙ୍କାର ଓ ଅନ୍ୟାନ୍ୟ ଜିନିଷ ଗଣନା ପାଇଁ ଗଠିତ ଉଚ୍ଚ ସ୍ତରୀୟ କମିଟିର ଅଧକ୍ଷ ନିଯୁକ୍ତି…

2 years ago

କଟକରେ ନାବାଳିକାଙ୍କୁ ଟେକିନେଇ ଗଣବଳାତ୍କାର, ଏସସିବି ହସ୍ପିଟାଲରେ ଭର୍ତ୍ତି

କଟକ,୧୬।୨: ସରସ୍ବତୀ ପୂଜାରେ ଅଭାବନୀୟ ଘଟଣା। ଜଣେ ନାବାଳିକାଙ୍କୁ ଦୁର୍ବୃତ୍ତମାନେ ଟେକିନେଇ ଗଣଦୁଷ୍କର୍ମ କରିଥିବା ଚାଞ୍ଚଲ୍ୟକର ଅଭିଯୋଗ ହୋଇଛି। ମଧୁପାଟଣା ଥାନାରେ ଏ ସଂକ୍ରାନ୍ତରେ ପୀଡ଼ିତା ବୟାନ…

2 years ago

ମାଟ୍ରିକ ପରୀକ୍ଷାରେ ଏଆଇ ସର୍ଭିଲାନ୍ସ

କଟକ,୧୬ା୨ (କାର୍ତ୍ତିକ ସାହୁ):ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସର୍ଭିଲାନ୍ସର ଉପଯୋଗ କରାଯାଉଛି। ଏଭଳି ବ୍ୟବସ୍ଥା ଦେଶରେ ପ୍ରଥମଥର ପାଇଁ ହେଉଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ…

2 years ago

ବାପାଙ୍କୁ ଜାବୁଡ଼ି ଧରି ଶେଷଥର ପାଇଁ ଗେଲ କରି କାନ୍ଦିଲେ ଅନୁଭବ

କଟକ,୧୫ା୨: ଓଲିଉଡ୍‌ ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ବାପା ଅଭୟ ମହାନ୍ତିଙ୍କର ଗୁରୁବାର ପରଲୋକ ହୋଇଛି। ଏଥିରେ ପୂରା ଭାଙ୍ଗି ପଡ଼ିଛନ୍ତି ପରିବାର ଲୋକେ। ଦୀର୍ଘଦିନ…

2 years ago

ଟ୍ରାକ୍ଟର ଚଢ଼ାଇ ଯୁବକଙ୍କୁ ହତ୍ୟା ଅଭିଯୋଗ

ଆଠଗଡ଼,୧୪ା୨: କଟକ ଜିଲା ଖୁଣ୍ଟୁଣି ଥାନା ରାଧାକୃଷ୍ଣପୁର ଗାଁରେ ଗୋଷ୍ଠୀ ସଂଘର୍ଷରୁ ବୁଧବାର ତୁମୁଳ କାଣ୍ଡ ଘଟିଛି। ପୂର୍ବ ଶତ୍ରୁତା ଓ କମେଣ୍ଟ ମରାରୁ ଦୁଇ ଗୋଷ୍ଠୀ…

2 years ago

୨ ପୋଲିସ କର୍ମଚାରୀଙ୍କୁ ଛୁରାମାଡ଼

ନିରାକାରପୁର,୧୪ା୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ସରପାରି ଗ୍ରାମର ଜଣେ ବ୍ୟକ୍ତି ନିଶା କାରବାର କରୁଥିବା ଖବର ପାଇ ଏନ୍‌ଏଚ୍‌ ପାଟ୍ରୋଲିଂ ଗାଡ଼ି…

2 years ago

ରାଜପଥରେ ଓଲଟିଲା ବସ୍‌: କଣ୍ଡକ୍ଟର ମୃତ, ୧୩ ଯାତ୍ରୀ ଆହତ

କଟକ/ଫୁଲନଖରା,୧୪ା୨(କାର୍ତ୍ତିକ ସାହୁ/ଶିଳ୍ପା ପ୍ରିୟଦର୍ଶିନୀ/ସତ୍ୟରଞ୍ଜନ ଦାସମହାପାତ୍ର): ୧୬ ନମ୍ବର ଜାତୀୟ ରାଜପଥର ଡିଭାଇଡର ଉପରେ ଓଲଟି ପଡ଼ିଛି ଚନ୍ଦନ(ଓଆର୍‌-୦୫-ଏଜେ-୭୪୫୫) ନାମକ ଯାତ୍ରୀବାହୀ ବସ୍‌। କଟକ ଗୋପାଳପୁର ନିକଟରେ ବୁଧବାର…

2 years ago

ଗୋପାଳପୁର ଛକରେ ଓଲଟିଲା ଯାତ୍ରୀବାହୀ ବସ୍‌

କଟକ,୧୪ା୨: କଟକ ଗୋପାଳପୁର ଛକରେ ବୁଧବାର ସନ୍ଧ୍ୟାରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳରେ ଅନେକ ଯାତ୍ରୀ ଆହତ ହୋଇଛନ୍ତି। ଚନ୍ଦନ ନାମକ ବସ୍‌ଟି ଭୁବନେଶ୍ୱରରୁ…

2 years ago