କଟକ

ଏଥର ସହର ପାଇଁ ୬୬ କୋଟିର ପ୍ରକଳ୍ପ

କଟକ, ୨୮ା୮ (ସୁପ୍ରିୟା ପ୍ରିୟଦର୍ଶିନୀ): ଆସନ୍ତା ୩୧ରେ ସ୍ବାୟତ ଶାସନ ଦିବସ ପାଳନ କରାଯିବ। ଏଥିପାଇଁ କଟକ ମହାନଗର ନିଗମ (ସିଏମ୍‌ସିି) ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅଗଷ୍ଟ ୨୮ ଓ ୨୯ ତାରିଖରେ ୬୬ କୋଟି ଟଙ୍କା ବ୍ୟୟରେ ବିଭିନ୍ନ…

ସମସ୍ୟା ଘେରରେ ୮ନଂ. ଓ୍ବାର୍ଡ

ଚୌଦ୍ୱାର,୨୮ା୮(ଆଶୁତୋଷ ଦାସ): ଚୌଦ୍ୱାର ପୌରପାଳିକା ଅଧୀନ ୮ ନମ୍ବର ଓ୍ବାର୍ଡରେ ଅନେକ ସମସ୍ୟା ରହିଛି। ଗତ ଦେଢ ବର୍ଷ ମଧ୍ୟରେ ଏହି ଓ୍ବାର୍ଡରେ କୌଣସି ବିକାଶମୂଳକ କାର୍ଯ୍ୟ ହୋଇନାହିଁ। ଏପରି କି ଓ୍ବାର୍ଡବାସୀଙ୍କ ସମସ୍ୟା ସମାଧାନ କରାଯାଉ ନ ଥିବା ସ୍ଥାନୀୟ…

ପରଲୋକରେ ଜୟନ୍ତ ମହାପାତ୍ର

ଭୁବନେଶ୍ୱର,୨୭।୮(ଶର୍ମିଷ୍ଠା ପାଣିଗ୍ରାହୀ): ବିଶିଷ୍ଟ କବି ଜୟନ୍ତ ମହାପାତ୍ରଙ୍କର ରବିବାର ରାତି ୯ଟାରେ କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ପରଲୋକ ଘଟିଛି। ତାଙ୍କୁ ୯୫ବର୍ଷ ବୟସ ହୋଇଥିଲା। ସେ କିଛିଦିନ ଧରି ନିମୋନିଆ ରୋଗରେ ଆକ୍ରାନ୍ତ ହୋଇ…

୩ ମାସ ମଧ୍ୟରେ ତଦନ୍ତ ପାଇଁ ନିର୍ଦ୍ଦେଶ

କଟକ,୨୬ା୮(କାର୍ତ୍ତିକ ସାହୁ): ରାଜଧାନୀ ଭୁବନେଶ୍ୱରର ପଟିଆ ମୌଜାରେ ୯୯ ଏକର ସରକାରୀ ଲିଜ୍‌ ଜମିକୁ ବେଆଇନ ଭାବେ ବିକ୍ରି କରାଯିବା ନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କ ଖଣ୍ଡପୀଠ ଶୁକ୍ରବାର…

ସେପ୍ଟେମ୍ବର ୩ରେ ଓଜେଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା

କଟକ,୨୫ା୮(ସୁପ୍ରିୟା ପ୍ରିୟଦର୍ଶିନୀ):ଆସନ୍ତା ସେପ୍ଟେମ୍ବର ୩ରେ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍‌) ମୁଖ୍ୟ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ। ଏନେଇ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ପରୀକ୍ଷା ସୂଚୀ ଏବଂ ପରୀକ୍ଷା କେନ୍ଦ୍ର ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ…

ହାଇକୋର୍ଟ ହଟାଇଲେ ରହିତାଦେଶ

କଟକ,୨୩।୮(କାର୍ତ୍ତିକ ସାହୁ): ନର୍ସିଂ ଅଫିସର ନିଯୁକ୍ତି ଉପରେ ଜାରି ରହିତାଦେଶକୁ ମଙ୍ଗଳବାର ହାଇକୋର୍ଟ ହଟାଇ ଦେଇଛନ୍ତି। ଏଥିସହିତ ହାଇକୋର୍ଟକୁ ଆସିଥିବା ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ଉଦ୍ଦିଷ୍ଟ ପଦ ବ୍ୟତୀତ ଅନ୍ୟ ପଦରେ ନର୍ସିଂ ଅଫିସରଙ୍କୁ ନିଯୁକ୍ତି ଦେବା ନିମନ୍ତେ ଉଚ୍ଚ ଅଦାଲତ ନିର୍ଦ୍ଦେଶ…

‘ଶାନ୍ତ, ସହନଶୀଳ ହେଲେ ଜ୍ଞାନ ବୃଦ୍ଧି ହୁଏ’

କଟକ,୨୩।୮ (କାର୍ତ୍ତିକ ସାହୁ): ମଣିଷ ମଧ୍ୟରେ ଅନ୍ତର୍ନିହିତ ଚିନ୍ତାଶକ୍ତି ଭରି ରହିଛି। ଏହି ଚିନ୍ତାଶକ୍ତିର ବ୍ୟବହାର ପ୍ରତ୍ୟେକ ଦିନ କରାଯିବା ଆବଶ୍ୟକ। ପ୍ରତ୍ୟେକ ପିଲାଠାରେ ରହିଥିବା ଜାଣିବାର ଇଚ୍ଛା ଗୁଣ ଈଶ୍ୱରଦତ୍ତ। ତା’କୁ ମାତାପିତା ବାଧା ଦେବା ଉଚିତ୍‌ ନୁହେଁ। କାହିଁକି…

ଭିଜିଲାନ୍ସ ଜାଲରେ ପୂର୍ବତନ ସରପଞ୍ଚ

ବାଙ୍କୀ, ୨୨।୮: । କଟକ ଜିଲା ବାଙ୍କୀ ବ୍ଲକ ଦୋଲଣାପୁର ଗ୍ରାମର ପୂର୍ବତନ ସରପଞ୍ଚ ସୁନିଲ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଗତ ପାଞ୍ଚ ବର୍ଷ ମଧ୍ୟରେ ପଞ୍ଚାୟତରେ ହୋଇଥିବା ଦୁର୍ନୀତି ତଥା ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ…

ଗାୟତ୍ରୀ ସରାଫ ପାଇବେ ସରଳା ଦେବୀ ସ୍ମୃତି ସମ୍ମାନ

କଟକ,୧୮ା୮(କାର୍ତ୍ତିକ ସାହୁ): ଓଡ଼ିଆ ଲେଖିକା ଗାୟତ୍ରୀ ସରାଫଙ୍କୁ ଚଳିତ ବର୍ଷର ସରଳା ଦେବୀ ସ୍ମୃତି ସମ୍ମାନ ପ୍ରଦାନ କରାଯିବ। ଏଥିସହ ପଦ୍ମଶ୍ରୀ ସାବରମତୀ ଓ ନାରୀନେତ୍ରୀ ସ୍ମୃତି ପଟ୍ଟନାୟକଙ୍କୁ ସରଳା ଦେବୀ ସେବା ସମ୍ମାନ ପ୍ରଦାନ କରାଯିବ। ସରଳା ଦେବୀ ସ୍ମୃତି…

ଆନନ୍ଦ ଚନ୍ଦ୍ର ବେହେରା, ଶିବଶଙ୍କର ମିଶ୍ର ହେବେ ହାଇକୋର୍ଟ ବିଚାରପତି

କଟକ,୧୮ା୮(କାର୍ତ୍ତିକ ସାହୁ):ଓଡ଼ିଶା ହାଇକୋର୍ଟରେ ନୂଆ ବିଚାରପତି ନିଯୁକ୍ତି ନିମନ୍ତେ ସୁପ୍ରିମକୋର୍ଟ କଲେଜିୟମ୍‌ ଗୁରୁବାର ୨ ଜଣଙ୍କ ନାମ ସୁପାରିସ କରିଛନ୍ତି। ସେମାନେ ହେଲେ ଆଇନଜୀବୀ ଶିବଶଙ୍କର ମିଶ୍ର ଓ ଜୁଡିସିଆଲ ଅଫିସର ଆନନ୍ଦ ଚନ୍ଦ୍ର ବେହେରା। ଭାରତର ପ୍ରଧାନ ବିଚାରପତି (ସିଜେଆଇ)…

୫ ଶ୍ରେଣୀ ପାଇଁ ଜଣେ ଶିକ୍ଷକ

ନିଶ୍ଚିନ୍ତକୋଇଲି,୧୮ା୮(ଅଶୋକ କୁମାର ମହାପାତ୍ର): ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ଯୋଗାଇ ଦେବା ଓ ବିଦ୍ୟାଳୟ ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ କଟକ ଜିଲା ନିଶ୍ଚିନ୍ତକୋଇଲି ଶିକ୍ଷା ମଣ୍ଡଳ ଅଧୀନ କଟିକଟା ପଞ୍ଚାୟତର ପାରସାଇଲୋ…

ବିପଜ୍ଜନକ ସ୍ଥିତିରେ ନାଟମଣ୍ଡପ, ଜଗମୋହନ

କଟକ,୧୭ା୮ (କାର୍ତ୍ତିକ ସାହୁ)ପୁରୀ ଶ୍ରୀମନ୍ଦିରରେ ନାଟମଣ୍ଡପ ଓ ଜଗମୋହନ ବିପଜ୍ଜନକ ସ୍ଥିତିରେ ରହିଛି। କୌଣସି ମୁହୂର୍ତ୍ତରେ ଅଘଟଣ ଘଟିପାରେ। ତେଣୁ ଶ୍ରୀମନ୍ଦିର ନିରାପତ୍ତା ଦୃଷ୍ଟିରୁ ନାଟମଣ୍ଡପ ଭିତରେ ଫାଟିଥିବା ବିମ୍‌ ଏବଂ ଜଗମୋହନର ମରାମତି ଓ ପୁନରୁଦ୍ଧାର କାର୍ଯ୍ୟ ଅଗ୍ରାଧିକାର ଭିତ୍ତିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri