କଟକ

ଘନ କୁହୁଡ଼ି ହେଲା କାଳ, ଯାତ୍ରୀବାହୀ ବସ୍‌କୁ ଧକ୍କା ଦେଲା ଟ୍ରକ୍‌: ୩ ମୃତ, ୫୦ରୁ ଅଧିକ ଆହତ

ନିଶ୍ଚିନ୍ତକୋଇଲି,୨।୧(ଅଶୋକ କୁମାର ମହାପାତ୍ର): କଟକ-ଚାନ୍ଦବାଲି ରାସ୍ତାର କଟରପଡ଼ା ନିକଟ କଳାପୋଲ ନିକଟରେ ମଙ୍ଗଳବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସକାଳ ପ୍ରାୟ ୭.୩୦ ମିନିଟ୍‌ ସମୟରେ କେନ୍ଦ୍ରାପଡାରୁ କଟକ ଅଭିମୁଖେ ଆସୁଥିବା ଏକ ଯାତ୍ରୀବାହୀ ବସ୍‌କୁ କଟକରୁ କେନ୍ଦ୍ରାପଡା…

‘ମନର ଶୁଦ୍ଧିକରଣ ଦିଗରେ ପ୍ରୟାସ ଜରୁରୀ’

କଟକ,୩୧ା୧୨: ଦୀର୍ଘ ୨୩ ବର୍ଷ ହେଲା ପ୍ରକାଶିତ ହୋଇ ଆସୁଥିବା ଧର୍ମ, ତତ୍ତ୍ୱ, ଜ୍ଞାନ, ଜ୍ୟୋତିଷ, ସମ୍ବାଦ ଓ ସଂସ୍କାରମୂଳକ ଲୋକପ୍ରିୟ ଆଧ୍ୟାତ୍ମିକ ପତ୍ରିକା ‘ଦିବ୍ୟାଲୋକ ସନ୍ଧାନେ ’ର ଜାନୁୟାରୀ ସଂଖ୍ୟା ଏକକ ଅତିଥି ବୌଦ୍ଧ ଦର୍ଶନର ମହାନ ସନ୍ନ୍ୟାସୀ ତଥା…

ପୂରଣ ହେବ ୩୯୯ ଓସିଏସ୍‌ ପଦବୀ

କଟକ,୩୦ା୧୨(ସୁପ୍ରିୟା ପ୍ରିୟଦର୍ଶିନୀ): ରାଜ୍ୟରେ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌)ର ୩୯୯ ପଦବୀ ଖୁବ୍‌ଶୀଘ୍ର ପୂରଣ ହେବ। ବିଭିନ୍ନ ବିଭାଗରେ ଖାଲି ପଡ଼ିଥିବା ଏହି ପଦବୀ ପାଇଁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ନିଯୁକ୍ତି ପରୀକ୍ଷା କରିବ। ଏନେଇ ଶୁକ୍ରବାର ଓପିଏସ୍‌ସି ପକ୍ଷରୁ…

ନିଯୁକ୍ତି ପାଇବେ ୬୨୧ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

କଟକ, ୨୯ା୧୨(ସୁପ୍ରିୟା ପ୍ରିୟଦର୍ଶିନୀ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ରାଜ୍ୟରେ ୬୨୧ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପଦବୀ ପୂରଣ ପାଇଁ ନିଯୁକ୍ତି ପରୀକ୍ଷା କରାଯିବ। ଆସନ୍ତା ଜାନୁୟାରୀ ୧୨ରୁ ଫେବୃୟାରୀ ୧୨ ତାରିଖ ପର୍ଯ୍ୟନ୍ତ ଆବେଦନ କରାଯିବ। ଏହି ପଦବୀଗୁଡିକ ମଧ୍ୟରୁ…

ପୂରଣ ହେବ ୩୯୯ ଓସିଏସ୍‌ ପଦବୀ: ୧୭ରୁ ଆବେଦନ ପ୍ରକ୍ରିୟା ଆରମ୍ଭ

କଟକ,୨୯ା୧୨: ରାଜ୍ୟରେ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌)ର ୩୯୯ ପଦବୀ ଖୁବ୍‌ଶୀଘ୍ର ପୂରଣ ହେବ। ବିଭିନ୍ନ ବିଭାଗରେ ଖାଲି ପଡ଼ିଥିବା ଏହି ପଦବୀ ପାଇଁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ନିଯୁକ୍ତି ପରୀକ୍ଷା କରିବ। ଏନେଇ ଶୁକ୍ରବାର ଓପିଏସ୍‌ସି ପକ୍ଷରୁ ବିଜ୍ଞପ୍ତି…

ବାଙ୍କୀ ସେଣ୍ଟ୍ରାଲ କୋ-ଅପରେଟିଭ ବ୍ୟାଙ୍କ ଲକର୍ ଭାଙ୍ଗି ୧୪ ଲକ୍ଷ ଟଙ୍କା ଲୁଟ୍

କଟକ,୨୯।୧୨: ବାଙ୍କୀର ସେଣ୍ଟ୍ରାଲ କୋ-ଅପରେଟିଭ ବ୍ୟାଙ୍କରୁ ହୋଇଛି ବଡ଼ଧରଣର ଲୁଟ୍। ବ୍ୟାଙ୍କ ଟ୍ରେଜେରୀ ଲକର୍ ଭାଙ୍ଗି ୧୪ ଲକ୍ଷ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। କିଛି ପେଶାଦାର ଅଭିଯୁକ୍ତଙ୍କ ଏହି କାଣ୍ଡ ଘଟାଇଥିବା ସନ୍ଦେହ ହେଉଛି। ଧାରା ପଡିବା ଭୟରେ ଅଭିଯୁକ୍ତ…

ଧିମେଇଛି ସାଇବର ମିତ୍ର ଯୋଜନା

କଟକ,୨୮ା୧୨ (କାର୍ତ୍ତିକ ସାହୁ)ଦିନକୁ ଦିନ ସାଇବର ଅପରାଧ ବୃଦ୍ଧି ପାଇବାରେ ଲାଗିଛି। ସାଇବର ଅପରାଧିମାନେ ନାନା କାଇଦାରେ ଲୋକଙ୍କୁ ଫସାଇ ଲକ୍ଷାଧିକ ଟଙ୍କା ଠକି ନେବାରେ ସକ୍ଷମ ହେଇଛନ୍ତି। ସ୍ବଳ୍ପ ପରିମାଣର ଠକେଇକୁ ପଚାରୁଛି କିଏ। ତେବେ ସାଇବର ଠକେଇ ନିୟନ୍ତ୍ରଣ…

ପଦ୍ମଶ୍ରୀ ଅନ୍ତର୍ଯାମୀ ମିଶ୍ର ହେବେ ଦିବ୍ୟାଲୋକ ସନ୍ଧାନେ ସମ୍ମାନିତ

କଟକ,୨୫।୧୨: ବିଶିଷ୍ଟ ଭାଷାବିତ୍‌ ତଥା ପଦ୍ମଶ୍ରୀ ପଣ୍ଡିତ ଅନ୍ତର୍ଯାମୀ ମିଶ୍ରଙ୍କୁ ଦିବ୍ୟାଲୋକ ସନ୍ଧାନେ ସମ୍ମାନ-୨୦୨୪ ପ୍ରଦାନ କରାଯିବ। ଏନେଇ ଲୋକପ୍ରିୟ ଆଧ୍ୟାତ୍ମିକ ପତ୍ରିକା ଦିବ୍ୟାଲୋକ ସନ୍ଧାନେର ମୁଖ୍ୟ ସମ୍ପାଦକ ଡ. ଶରତ କୁମାର ରଥ ଏକ ପ୍ରେସ୍‌ ବିବୃତିରେ ଜଣାଇଛନ୍ତି। ଜାନୁୟାରୀ…

କ୍ଷୁଦ୍ର ଚଳଚ୍ଚିତ୍ର ନିର୍ମାତା ନବକିଶୋର ପାଇଲେଣି ୧୦୬ ପୁରସ୍କାର

କଟକ,୨୫ା୧୨ (କାର୍ତ୍ତିକ ସାହୁ): ପୋଲିସ ଚାକିରିରୁ ୨୦୧୯ରେ ଅବସର ନେବା ପରେ ନବକିଶୋର ଦାସଙ୍କୁ କ୍ଷୁଦ୍ର ଚଳଚ୍ଚିତ୍ର ନିର୍ମାଣର ନିଶା ଜୋର ଘାରିଥିଲା। ଚାକିରିରେ ଥାଇ ୨୦୧୮ରେ ନିର୍ମାଣ କରିଥିବା ଆଉ ଏକ ସତ୍ୟ କ୍ଷୁଦ୍ର ଚଳଚ୍ଚିତ୍ର ତାଙ୍କୁ ଜଣେ ସଫଳ…

ଏସ୍‌ସିବି  ମେଡିକାଲରେ ସିରିଞ୍ଜ ଅଭାବ 

କଟକ,୨୩।୧୨: କଟକ ଏସ୍‌ସିବି ମେଡିକାଲକୁ ରାଜ୍ୟ ଔଷଧ ନିଗମରୁ ଆଉ ସିରିଞ୍ଜ ଯୋଗାଣ ହେଉନାହିଁ । ଏ ନେଇ ଡାକ୍ତରଖାନାର ବିଭିନ୍ନ ୱାର୍ଡ ସମେତ ନିଦାନ କେନ୍ଦ୍ର, ଟିକାଦାନ କେନ୍ଦ୍ର, ଆଶୁ ଚିକିତ୍ସା କେନ୍ଦ୍ରରେ ଅଭାବ ଦେଖାଦେଇଛି। ରୋଗୀଙ୍କ ଚିକିତ୍ସାରେ ବ୍ୟାଘାତ…

ବିନା ଅନୁମତିରେ ରାଜ୍ୟ ସରକାର ନୂଆ ଜିଲା ଗଠନ ପାଇଁ ଜାରି କରିପାରିବେନି ନିର୍ଦ୍ଦେଶ: ହାଇକୋର୍ଟ

କଟକ,୨୨ା୧୨: ନୂଆ ଜିଲା ଘୋଷଣା ଉପରେ ଅଙ୍କୁଶ ଲଗାଇଛନ୍ତି ହାଇକୋର୍ଟ। ବିନା ଅନୁମତିରେ ରାଜ୍ୟ ସରକାର ନୂଆ ଜିଲା ଗଠନ ପାଇଁ ନିର୍ଦ୍ଦେଶନାମା ଜାରି କରିପାରିବେ ନାହିଁ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅର୍ଥନୈତିକ ସ୍ଥିତି,ଜନସଂଖ୍ୟା, ଅଞ୍ଚଳର ପରିସୀମା, ପଛୁଆ ପ୍ରସଙ୍ଗକୁ…

ନୂଆ ରୂପ ପାଇବ ରେଭେନ୍‌ଶା ବାଳିକା ଉଚ୍ଚ ବିଦ୍ୟାଳୟ

କଟକ/ଭୁବନେଶ୍ୱର,୨୨ା୧୨(ସୁପ୍ରିୟା ପ୍ରିୟଦର୍ଶିନୀ/ଅନିଲ ଦାସ): ୧୫୦ବର୍ଷର ପୁରାତନ ଐତିହାସିକ ରେଭେନ୍‌ଶା ବାଳିକା ଉଚ୍ଚ ବିଦ୍ୟାଳୟ ହେରିଟେଜ୍‌ କୋଠାକୁ ନୂଆ ରୂପ ଦିଆଯିବ। ୫-ଟି ଉପକ୍ରମରେ ସ୍କୁଲର ବିକାଶ କରାଯିବ ବୋଲି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଗୁରୁବାର ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?