ଶୁଣାଣି ଶେଷ, ରାୟ ସଂରକ୍ଷିତ
କଟକ,୧୪ା୭(କାର୍ତ୍ତିକ ସାହୁ):ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଦ୍ୱାରା ପରିଚାଳିତ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍ଓ) ପରୀକ୍ଷାରେ ଅନିୟମିତତା ମାମଲାର ଶୁଣାଣି ଶେଷ ହୋଇଛି। ଗୁରୁବାର ହାଇକୋର୍ଟ ବିଚାରପତି ଆଦିତ୍ୟ କୁମାର ମହାପାତ୍ର ଏହି ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ…
ରେଭେନ୍ଶାରେ ହେବ ଅମ୍ଳଜାନ ଶୁଦ୍ଧତା ପରୀକ୍ଷା
କଟକ,୧୪ା୭(ସୁପ୍ରିୟା ପ୍ରିୟଦର୍ଶିନୀ):ଭାରତ ସରକାରଙ୍କ ନ୍ୟାଶନାଲ ଆକ୍ରିଡିଏଶନ ବୋର୍ଡ ଫର୍ ଟେଷ୍ଟିଂ ଆଣ୍ଡ୍ କାଲିବ୍ରେଶନ ଲାବୋରୋଟୋରିଜ୍ (ଏନ୍ଏବିଏଲ୍)ରୁ ରେଭେନ୍ଶା ବିଶ୍ୱବିଦ୍ୟାଳୟକୁ ମାନ୍ୟତା ମିଳିଛି। ରାଜ୍ୟର ପ୍ରଥମ ବିଶ୍ୱବିଦ୍ୟାଳୟ ଭାବେ ରେଭେନ୍ଶା ଏହି ମାନ୍ୟତା ପାଇଛି। ଏଥିସହ ରେଭେନ୍ଶା ବିଶ୍ୱବିଦ୍ୟାଳୟର ଇତିହାସରେ ଆଉ ଏକ…
ଶ୍ରାବଣରେ ଫାଟିଲା ଭୂଇଁ: ମରୁଡ଼ି ଆଶଙ୍କା
ନିଶ୍ଚିନ୍ତକୋଇଲି,୧୪ା୭(ଅଶୋକ କୁମାର ମହାପାତ୍ର): ଆଷାଢ ଯାଇ ଶ୍ରାବଣ ହେଲାଣି ଏହାସତ୍ତ୍ୱେ ବର୍ଷା ହେଉନାହିଁ। ଫଳରେ ଜ୍ୟେଷ୍ଠ ଓ ଆଷାଢରୁ ପଡ଼ିଥିବା ତଳି ଏବେ ନଷ୍ଟ ହେବାକୁ ବସିଲାଣି। ଅପରପକ୍ଷେ କେନାଲରେ ପାଣି ଆସୁ ନ ଥିବାରୁ ଏପର୍ଯ୍ୟନ୍ତ ଚାଷ କାର୍ଯ୍ୟ ଆରମ୍ଭ…
ହାଇକୋର୍ଟରେ ଫଇସଲା ହାର ୧୨୬.୬୬% ବୃଦ୍ଧି
କଟକ,୧୪।୭ (କାର୍ତ୍ତିକ ସାହୁ): ଓଡ଼ିଶା ହାଇକୋର୍ଟ ଚଳିତ ବର୍ଷର ପ୍ରଥମାର୍ଦ୍ଧ ଜାନୁୟାରୀରୁ ଜୁନ୍ ପର୍ଯ୍ୟନ୍ତ ମାମଲାଗୁଡ଼ିକର ବିଚାର ଓ ଫଇସଲାରେ ରେକର୍ଡ ସଂଖ୍ୟକ ଫଳ ପ୍ରଦର୍ଶନ କରିଛି। ୨୦୨୧ ଓ ୨୦୨୨ ବର୍ଷ ତୁଳନାରେ ୨୦୨୩ରେ ଅଦ୍ୟାବଧି ବିଚାର ବିଭାଗରେ ଯଥେଷ୍ଟ…
ଓଡ଼ିଶା ଆସିବେ ରାଷ୍ଟ୍ରପତି
କଟକ,୧୩ା୭: ଚଳିତମାସ ୨୬ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉଦ୍ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏଥିସହ ରାଷ୍ଟ୍ରପତି ମା’ କଟକ ଚଣ୍ଡୀଙ୍କ ଦର୍ଶନ…
ପିଲାଙ୍କୁ ନିମ୍ନମାନର ପୋଷାକ ବଣ୍ଟନ ନେଇ ଅସନ୍ତୋଷ
ନିଶ୍ଚିନ୍ତକୋଇଲି,୧୩।୭,(ଅଶୋକ କୁମାର ମହାପାତ୍ର)କଟକ ଜିଲା ନିଶ୍ଚିନ୍ତକୋଇଲି ଶିକ୍ଷାମଣ୍ଡଳ ଅଧୀନରେ ବହୁ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ନିମ୍ନମାନର ପୋଷାକ ବିତରଣକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି। ବିଭାଗୀୟ ସ୍ତରରେ ଏହାର ତଦନ୍ତ ନିମନ୍ତେ ଅଭିଭାବକ ମହଲରେ ଦାବି କରାଯାଇଛି। ଓଡ଼ିଶା…
୪ ବର୍ଷ ହେବ କାର୍ଯ୍ୟକ୍ଷମ ହୋଇପାରୁନି ଛାତ୍ରୀନିବାସ
କଟକ ସଦର,୧୩।୭(ସୁଶାନ୍ତ କୁମାର ଜେନା)କଟକ ସଦର ବ୍ଲକ ଅନ୍ତର୍ଗତ କିଶୋର ନଗର ମହାବିଦ୍ୟାଳୟ ନିକଟରେ ଏକ ଛାତ୍ରୀ ନିବାସ ନିର୍ମାଣ କରାଯାଇଛି। ନିର୍ମାଣ କାର୍ଯ୍ୟ ୪ ବର୍ଷ ହେବ ଶେଷ ହୋଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇପାରିନାହିଁ। କିଛି ଲୋକ ମହାବିଦ୍ୟାଳୟ…
ଅନୁସୂଚିତ ଜାତି ମହିଳାଙ୍କୁ ମିଳୁନି ପଦୋନ୍ନତି
କଟକ,୧୩।୭ (କାର୍ତ୍ତିକ ସାହୁ)କଟକ ସଦର ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ସିନିୟର ଆସିଷ୍ଟାଣ୍ଟ ଭାବେ କାର୍ଯ୍ୟରତ ଜଣେ ଅନୁସୂଚିତ ଜାତି ମହିଳା ବନ୍ଦନା ବେହେରାଙ୍କୁ ପଦୋନ୍ନତି ମିଳୁନି। ସେ ସିନିୟର ଆସିଷ୍ଟାଣ୍ଟ ପଦବୀରେ ଦୀର୍ଘ ୨୬ ବର୍ଷ ହେବ କାର୍ଯ୍ୟ କରିଆସୁଥିବାବେଳେ ତାଙ୍କୁ…
ଓଡ଼ିଶାର ପ୍ରଥମ କିନ୍ନର ଭାବେ ପିଏଚ୍.ଡି. କରିବେ ଦୀପା
କଟକ,୯।୭(ସୁପ୍ରିୟା ପ୍ରିୟଦର୍ଶିନୀ)ଓଡ଼ିଶାର ପ୍ରଥମ କିନ୍ନର ଭାବେ ପିଏଚ୍.ଡି କରିବେ କଟକ ହରିପୁର ଅଞ୍ଚଳର ଦୀପା ସାହୁ। କଠିନ ପରିଶ୍ରମ ଓ ନିଜର ଦୃଢ଼ ମନୋବଳ ଆଗରେ ହାର ମାନିଛି ସମାଜର ଟାହି ଟାପରା। ଆଜିର ସମାଜରେ କିନ୍ନରମାନେ ଚଳିବା ପାଇଁ ଅନ୍ୟ…
‘ବୈବାହିକ ସମ୍ପର୍କ ନ ଥିଲେ ସଂଯମୀ ହୁଅନ୍ତୁ ମହିଳା’
କଟକ,୯।୭(କାର୍ତ୍ତିକ ସାହୁ): ପରସ୍ପର ମଧ୍ୟରେ ଭଲ ସମ୍ପର୍କ ଥାଇ ସହମତି ଭିତ୍ତିରେ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହେଁ ବୋଲି ହାଇକୋର୍ଟ ନିକଟରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ବିଚାରପତି ରାଧାକୃଷ୍ଣ ପଟ୍ଟନାୟକ ଏହି ରାୟ ପ୍ରଦାନ କରିବା ପରେ…
୭ ଦିନରେ ଜବାବ ଦାଖଲ କର: ହାଇକୋର୍ଟ
କଟକ,୮ା୭(କାର୍ତ୍ତିକ ସାହୁ): ଶ୍ରୀମନ୍ଦିରରେ ବରିଷ୍ଠ ନାଗରିକ ଓ ଭିନ୍ନକ୍ଷମଙ୍କ ଦର୍ଶନ ବ୍ୟବସ୍ଥା କରିବା ପାଇଁ ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶର ଅବମାନନାକୁ ନେଇ ଆଗତ ମାମଲାର ଶୁଣାଣି ଶୁକ୍ରବାର ହୋଇଛି। ଆବେଦନକାରୀ ଜିତେନ୍ଦ୍ର ବିଶ୍ୱାଳଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି କରି ବିଚାରପତି…
କର୍ମଚାରୀ ଅଭାବରୁ ସମନ୍ବିତ ଶିଶୁ ବିକାଶ ଯୋଜନା ଦିଗହରା
ନିଶ୍ଚିନ୍ତକୋଇଲି,୭।୭(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟରେ ବହୁ ପଦବୀ ଖାଲି ପଡିଛି। ଏଠାରେ କାର୍ଯ୍ୟରତ ପିଅନଙ୍କ ମୃତ୍ୟୁ ଘଟିଛି। ଏଥିସହ ୨ ସୁପରଭାଇଜର ପଦବୀ ମଧ୍ୟ ଖାଲି ପଡ଼ିଛି। ଫଳରେ ସରକାରଙ୍କ…
Archives


