୮ରେ ଚୂଡ଼ାନ୍ତ ଶୁଣାଣି
କଟକ,୧ା୧୨ (କାର୍ତ୍ତିକ ସାହୁ):ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍ଓ) ପଦବୀର ଚୟନ ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ଦୁଇଜଣିଆ ଖଣ୍ଡପୀଠ ଜାରି କରିଥିବା ସ୍ଥଗିତାଦେଶ ବଳବତ୍ତର ରହିଛି। ହାଇକୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ ଓ ବିଚାରପତି ମୁରାହରି ଶ୍ରୀରମଣଙ୍କୁ ନେଇ…
ବାଲିଯାତ୍ରାରେ ‘ଜୀ ସାର୍ଥକ’ କଳାକାରଙ୍କୁ ଭେଟିବେ ଦର୍ଶକ
ଭୁବନେଶ୍ୱର,୩୦ା୧୧(ଅନୁରାଧା ମହାରଣା): ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରାରେ ଘରୋଇ ମନୋରଞ୍ଜନ ଚ୍ୟାନେଲ ‘ଜୀ ସାର୍ଥକ’ ପକ୍ଷରୁ ଏକ ଷ୍ଟଲ ଖୋଲାଯାଇଛି। ଏହି ଷ୍ଟଲରେ ଜୀ ସାର୍ଥକ ଦର୍ଶକଙ୍କ ଭରପୁର ମନୋରଞ୍ଜନ କରିବା ସହ ଛୋଟ ଛୋଟ ପ୍ରତିଯୋଗିତା ମାଧ୍ୟମରେ ଆକର୍ଷଣୀୟ ପୁରସ୍କାର ମଧ୍ୟ…
କଳାଧନ: ସୁପ୍ରିମକୋର୍ଟଙ୍କୁ ଦିଆଗଲାଣି ୮ ରିପୋର୍ଟ
କଟକ,୨୯।୧୧ (କାର୍ତ୍ତିକ ସାହୁ): କଟକ ତେଲେଙ୍ଗାବଜାରସ୍ଥିତ ଜଷ୍ଟିସ ଅରିଜିତ ପଶାୟତଙ୍କ ବାସଭବନରେ ସ୍ପେଶାଲ ଇନ୍ଭେଷ୍ଟିଗେସନ୍ ଟିମ୍ (ଏସ୍ଆଇଟି)ର ଦଶମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜଷ୍ଟିସ ପଶାୟତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କଳାଧନ ରୋକିବା ଦିଗରେ ବିଭିନ୍ନ ତଦନ୍ତକାରୀ ସଂସ୍ଥାର ଉଚ୍ଚପଦସ୍ଥ…
ବୈପାରୀଗୁଡା ଆଇଆଇସି ଗିରଫ
ଭୁବନେଶ୍ୱର,୨୮।୧୧: ବୈପାରୀଗୁଡା ଆଇଆଇସି ସୁଶାନ୍ତ ଶତପଥୀ ଗିରଫ। ବିପୁଳ ଟଙ୍କା ଧରାପଡିବା ନେଇ ଗିରଫ କରିଛି ଭିଜିଲାନ୍ସ। ସୁଶାନ୍ତଙ୍କର ମୋଟ ୩୭ଲକ୍ଷ ଟଙ୍କା ପାଇଲା ଭିଜିଲାନ୍ସ। ଗତକାଲି ୨ଲକ୍ଷ ୭୦ହଜାର ଟଙ୍କା ସହ ଧରା ପଡିଥିଲେ। ବସରେ ବୈପାରୀଗୁଡା ଆସୁଥିବା ସମୟରେ…
ବୈପାରିଗୁଡ଼ା ଥାନା ଅଧିକାରୀଙ୍କ କ୍ବାର୍ଟର୍ସରୁ ମିଳିଲା ବିଡ଼ାବିଡ଼ା ଟଙ୍କା
ଭୁବନେଶ୍ୱର,୨୮।୧୧: କୋରାପୁଟ ଜିଲା ବୈପାରିଗୁଡ଼ା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀଙ୍କ କଟକ ବକ୍ସିବଜାରସ୍ଥିତ ସରକାରୀ କ୍ବାର୍ଟର୍ସରୁ ମଙ୍ଗଳବାର ଭିଜିଲାନ୍ସ ଅଧିକାରୀ ନଗଦ ୨୫ ଲକ୍ଷ ଟଙ୍କା ଜବତ କରିଛନ୍ତି। ଏପରି କି ଭିଜିଲାନ୍ସ ଟିମ୍ ଏକ ବିଶେଷ ସୂତ୍ରରୁ ଖବର…
ମିଳିଲା ଦଳିତ ଯୁବକଙ୍କ ମୃତଦେହ: ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ
ନିଶ୍ଚିନ୍ତକୋଇଲି,୨୮।୧୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ବାବୁଜଙ୍ଘ ଭୂୟାଁ ସାହି ଏକ କୁକୁଡ଼ା ଫାର୍ମ ନିକଟରୁ ମଙ୍ଗଳବାର ଜଣେ ଦଳିତ ଯୁବକଙ୍କ ମୃତଦେହ ମିଳିଛି। ହେଲେ ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସ୍ଥାନୀୟ ଲୋକେ ସନ୍ଦେହ…
ଆରମ୍ଭ ହେଲା ନୌବାଣିଜ୍ୟ ପରମ୍ପରାର ପ୍ରତୀକ ଐତିହାସିକ କଟକ ବାଲିଯାତ୍ରା
କଟକ,୨୭ା୧୧: ଐତିହାସିକ କଟକ ବାଲିଯାତ୍ରା ଆଜି ସନ୍ଧ୍ୟାରେ ଉଦ୍ଘାଟିତ ହୋଇଛି । ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହି ଐତିହାସିକ ବାଲିଯାତ୍ରାକୁ ଉଦ୍ଘାଟନ କରିଛନ୍ତି । ଓଡ଼ିଆ ସାଧବ ପୁଅଙ୍କ ନୌବାଣିଜ୍ୟ ପରମ୍ପରାକୁ ଉଜ୍ଜୀବିତ କରି ରଖିବା ପାଇଁ ମହାନଦୀର ଗଡଗଡିଆ…
ଆଜି କାର୍ତ୍ତିକ ପୂର୍ଣ୍ଣିମା: ଡଙ୍ଗା ଭସାଇଲେ ଲୋକେ
ଭୁବନେଶ୍ୱର/କଟକ,୨୭ା୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ‘ଆ କା ବା ବୈ…ପାନ ଗୁଆ ଥୋଇ, ପାନ ଗୁଆ ତୋର, ମାସକ ଧରମ ମୋର’ କହି ଗାଁଠୁ ସହର ଯାଏ ସମସ୍ତ ଲୋକେ ଡଙ୍ଗା ଭସାଇଛନ୍ତି ଲୋକେ। ଲିଙ୍ଗରାଜ ମନ୍ଦିର ନିକଟ ବିନ୍ଦୁସାଗରରେ…
ଆଜିଠୁ ବାଲିଯାତ୍ରା: ଟନେଲ ଆକ୍ୱାରିୟମ ଟିକେଟ ୧୫୦ ଟଙ୍କା
କଟକ,୨୭ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ପ୍ରତିବର୍ଷ ବାଲିଯାତ୍ରାକୁ ଅଧିକ ଆକର୍ଷଣୀୟ କରାଯାଉଛି। ଚଳିତବର୍ଷ ବାଲିଯାତ୍ରାରେ ଲୋକମାନେ ଟନେଲ ଆକ୍ୱାରିୟମରେ ମଜା ଉଠାଇପାରିବେ। ପ୍ରଥମଥର ପାଇଁ ଏହି ଆକ୍ୱାରିୟମ ବାଲିଯାତ୍ରାକୁ ଆସିବ, ଯାହାର ଲମ୍ବ ୨୫୦ ଫୁଟ୍ ରହିଥିବାବେଳେ ଓସାର ୬୦ ଫୁଟ ରହିଛି। ଲୋକମାନେ…
ଓଲିଉଡ୍ ନାଇଟ୍ରେ ଝୁମିବ ବାଲିଯାତ୍ରା
କଟକ,୨୭ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ବାଲିଯାତ୍ରା ମହୋତ୍ସବରେ ଓଲିଉଡ୍ ଏବଂ ବଲିଉଡ୍ କଣ୍ଠଶିଳ୍ପୀଙ୍କୁ ନେଇ ଜମିବ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ। ଓଲିଉଡ୍ ନାଇଟ୍ରେ ୧୯ଜଣ କଳାକାର ଏବଂ କଣ୍ଠଶିଳ୍ପୀ ନୃତ୍ୟ, ସଙ୍ଗୀତ ପରିବେଷଣ କରିବାକୁ ଥିବାବେଳେ ବଲିଉଡ୍ର ସ୍ବନାମଧନ୍ୟ କଣ୍ଠଶିଳ୍ପୀ ଯୋଡ଼ି ସଚିନ- ଜିଗର ଏବଂ…
ଆଜିଠୁ ବାଲିଯାତ୍ରା
କଟକ,୨୭ା୧୧ (ସୁପ୍ରିୟା ପ୍ରିୟଦର୍ଶିନୀ): ସୋମବାରଠାରୁ ଆରମ୍ଭ ହେବ ଐତିହାସିକ ବାଲିଯାତ୍ରା। ଏଥିପାଇଁ ପ୍ରସ୍ତୁତି ଶେଷ ହୋଇଛି। କଟକ ଜିଲା ପ୍ରଶାସନ ଏବଂ ସିଏମ୍ସି ପକ୍ଷରୁ ବାଲିଯାତ୍ରାକୁ ଉଚ୍ଚକୋଟୀର କରିବାକୁ ସମସ୍ତ ପ୍ରକାର ଉଦ୍ୟମ କରାଯାଉଛି। ପ୍ରଚାରପ୍ରସାରଠୁ ନେଇ ସାଜସଜ୍ଜା ପର୍ଯ୍ୟନ୍ତ କାର୍ଯ୍ୟ…
୫ ବର୍ଷ ହେବ ପୂର୍ଣ୍ଣାଙ୍ଗ ହେଉନି କେନ୍ଦୁପାଟଣା ଡେଏରି
ନିଶ୍ଚିନ୍ତକୋଇଲି,୨୬।୧୧(ଅଶୋକ କୁମାର ମହାପାତ୍ର)ବେକାର ଯୁବତୀ ଯୁବକମାନଙ୍କୁ ଆତ୍ମନିର୍ଭରଶୀଳ କରାଇବା ଓ ସେମାନଙ୍କର ଆର୍ଥତ୍କ ପରିସ୍ଥିତିକୁ ସୁଦୃଢ କରାଇବା ଉଦ୍ଦେଶ୍ୟରେ ମାହାଙ୍ଗା ନିର୍ବାଚନ ମଣ୍ଡଳୀ ଅଧୀନ କେନ୍ଦୁପାଟଣାଠାରେ ଏକ ଡେଏରି ପ୍ରତିଷ୍ଠା କରିବାକୁ ସରକାର ଯୋଜନା କରିଥିଲେ। ୨୦୧୯ ଫେବୃୟାରୀ ୧୭ରେ ଏହାର…

