କଟକ

ତାଳଦଣ୍ଡା କେନାଲ: ଜଳ ପ୍ରବାହକୁ ନେଇ ଅନିଶ୍ଚିତତା

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା)ଚଳିତବର୍ଷ ଜୁଲାଇ ୧ ତାରିଖ ସୁଦ୍ଧା ବର୍ଷାର ଅଭାବ ଦେଖାଦେଇଛି। ଏହାଛଡ଼ା ଗରମ ଓ ଗୁଳୁଗୁଳି ଲାଗି ରହିଛି। ଗଜା ମରୁଡି ଆଶଙ୍କାରେ କଟକ ସଦର ବ୍ଲକ ସମେତ ଜଗତ୍‌ସିଂହପୁର ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ତଳି ପକାଇବାକୁ…

ଯୁବକଙ୍କ କଟାହାତ ଯୋଡ଼ାହେଲା

କଟକ,୧ା୭ (କାର୍ତ୍ତିକ ସାହୁ): ଜଣେ ଯୁବକଙ୍କ କଟା ହାତକୁ ଯୋଡ଼ି ଏସ୍‌ସିବି ମେଡିକାଲର ଡାକ୍ତରମାନେ ଆଉ ଏକ ସଫଳତାର ଫର୍ଦ୍ଦ ଯୋଡ଼ିଛନ୍ତି। ସମ୍ପୂର୍ଣ୍ଣ ଦୁଇଖଣ୍ଡ ହୋଇଯାଇଥିବା ହାତରେ ଜଟିଳ ଅସ୍ତ୍ରୋପଚାର ମାଧ୍ୟମରେ ଅସମ୍ଭବକୁ ସମ୍ଭବ କରି ଦେଖାଇଛନ୍ତି ଏସ୍‌ସିବି ମେଡିକାଲ କଲେଜର…

ଆଜି ରାଜ୍ୟର ୩୦୭ କେନ୍ଦ୍ରରେ ଓଟିଇଟି

କଟକ ,୧ା୭(ସୁପ୍ରିୟା ପ୍ରିୟଦର୍ଶିନୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ପକ୍ଷରୁ ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି)କୁ ନେଇ ପୁଣି ବିଭ୍ରାଟ ଦେଖାଦେଇଛି। ବିଗତ ଦିନରେ ପରୀକ୍ଷା କେନ୍ଦ୍ରରେ ଅନିୟମିତତା ଦେଖାଦେଇଥିବାବେଳେ ଏବେ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ନେଇ ଚର୍ଚ୍ଚା ଜୋର୍‌…

ରତ୍ନଭଣ୍ଡାରକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ,୧ା୭ (କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲା ପୁଣି ଚର୍ଚ୍ଚାକୁ ଆସିଛି। ରତ୍ନଭଣ୍ଡାରର ବିପଦସଙ୍କୁଳ ସ୍ଥିତି ସମେତ ବିବିଧ ସମସ୍ୟା ନେଇ ହାଇକୋର୍ଟରେ ଶୁକ୍ରବାର ଏକ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ରାଜ୍ୟ ସରକାର ରତ୍ନଭଣ୍ଡାରର ସୁରକ୍ଷା ନେଇ ତ୍ୱରିତ ପଦକ୍ଷେପ…

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଚର୍ଚ୍ଚା : ଭାଇରାଲ ପ୍ରଶ୍ନପତ୍ରରେ କୌଣସି ସତ୍ୟତା ନାହିଁ କହିଲା ବୋର୍ଡ

କଟକ, ୩୦।୬: ଓଟିଇଟି ପରୀକ୍ଷା ପ୍ରଶ୍ନ ଲିକ୍‌ ହୋଇଥିବା ଚର୍ଚ୍ଚାକୁ ନେଇ ବୋର୍ଡ କର୍ତ୍ତୃପକ୍ଷ ଉତ୍ତର ରଖିଛନ୍ତି। ସୋସିଆଲ ମିଡିଆରେ ଘୁରି ବୁଲୁଥିବା ପ୍ରଶ୍ନପତ୍ରରେ କୌଣସି ସତ୍ୟତା ନାହିଁ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି। ତେବେ ଦଶମ ଶ୍ରେଣୀ…

ଯାତ୍ରୀଙ୍କ ପାଇଁ ବ୍ୟବସ୍ଥା କର: ହାଇକୋର୍ଟ

କଟକ,୨୮।୬ (କାର୍ତ୍ତିକ ସାହୁ) ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଓ ସୁନାବେଶ ଉପଲକ୍ଷେ ପୁରୀକୁ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ ନିମନ୍ତେ ରେଲଓ୍ବେ ବୋର୍ଡକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କିତ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ବିଚାରପତି ଶୁଭାଶିଷ…

ପ୍ରକାଶ ପାଇଲା ଓଜେଏସ୍‌ ପ୍ରିଲିମିନାରି ଲିଖିତ ପରୀକ୍ଷାଫଳ

କଟକ,୨୮।୬(ସୁପ୍ରିୟା ପ୍ରିୟଦର୍ଶିନୀ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ନ୍ୟାୟିକ ସେବା(ଓଜେଏସ୍‌)୨୦୨୨ ପ୍ରିଲିମିନାରି ଲିଖିତ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ୯୯୪ ଜଣ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫୬୨ ଜଣ ମହିଳା ଅଛନ୍ତି। ଏହି ପରୀକ୍ଷା…

ଜୁଲାଇ ୩ରୁ ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା

କଟକ,୨୮।୬(ସୁପ୍ରିୟା ପ୍ରିୟଦର୍ଶିନୀ): ଆସନ୍ତା ଜୁଲାଇ ୩ରୁ ୮ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହେବ। ମୋଟ ୮୦ଟି କେନ୍ଦ୍ରରେ ଛାତ୍ରୀଛାତ୍ରମାନେ ପରୀକ୍ଷା ଦେବେ। ଏ ନେଇ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଚଳିତବର୍ଷ…

ମୌଳିକ ସୁବିଧାରୁ ବଞ୍ଚିତ ନଗଡ଼ା ତୁମୁଣି ଆଦିବାସୀ

କଟକ,୨୮।୬ (କାର୍ତ୍ତିକ ସାହୁ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ନଗଡ଼ା ନିକଟ ତୁମୁଣି ଅଞ୍ଚଳର ଆଦିବାସୀଙ୍କୁ ସ୍ବାସ୍ଥ୍ୟସେବା, ଶିକ୍ଷା ଓ ଜଳଯୋଗାଣ ଆଦି ମୌଳିକ ସୁବିଧା ନ ମିଳିବା ନେଇ ହାଇକୋର୍ଟରେ ପୁଣି ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି।…

ସୌରୀନ ଭଟ୍ଟଙ୍କୁ ସମର୍ପଣ ପାଇଁ ଆହ୍ବାନ

କଟକ ଅଫିସ,୨୬।୬: ଓଲିଉଡ କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କୁ ଗିରଫ କରିବାକୁ ପୋଲିସ୍‌ ଟିମ୍‌ କୋଲକାତା ଯାଇଥିଲା। ମାତ୍ର ସେଠାରୁ ପୋଲିସକୁ ଖାଲି ହାତରେ ଫେରିବାକୁ ପଡ଼ିଥିଲା। କଟକର ଜଣେ ଯୁବତୀଙ୍କୁ ପ୍ରେମ ପ୍ରତାରଣା ଓ ଠକେଇ ଅଭିଯୋଗ ଆସିବା ପରେ ସୌରୀନଙ୍କୁ…

କାମ ନ ସରି ରାସ୍ତା ଫାଟିଲା

ନିଶ୍ଚିନ୍ତକୋଇଲି,୨୬। ୬(ଅଶୋକ କୁମାର ମହାପାତ୍ର): ନିଶ୍ଚିନ୍ତକୋଇଲି ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ଖନ୍ଦଳ ଠାରୁ ଝାଡ଼େଶ୍ୱପୁର ଭାୟା ଉମର ରାସ୍ତା କାମ ଚାଲିଛି। ଏହି କାମ ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି। ଗ୍ରାମ୍ୟ ଉନ୍ନୟନ ବିଭାଗ…

ପରୀକ୍ଷାର୍ଥୀଙ୍କ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରାଯାଉଛି: ବୋର୍ଡ

କଟକ,୨୬ା୬(ସୁପ୍ରିୟା ପ୍ରିୟଦର୍ଶିନୀ): ଆସନ୍ତା ଜୁଲାଇ ୧ରେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି) ଅନୁଷ୍ଠିତ ହେବ। ଉକ୍ତ ଦିନ ପରୀକ୍ଷାର୍ଥୀମାନେ ଦୁଇଟି ପେପର ପରୀକ୍ଷା ଦେଇପାରିବେ। କେତେଜଣ ପରୀକ୍ଷାର୍ଥୀ ପେପର-୧ ଗୋଟିଏ ସ୍ଥାନରେ ଏବଂ ପେପର-୨ ଆଉ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri