ଚାନ୍ଦିନୀଚୌକରେ ଅପରାହ୍ନ ୧ଟାରେ ରଥ ଟଣା
କଟକ,୨୦ା୬(ସୁପ୍ରିୟା ପ୍ରିୟଦର୍ଶିନୀ): ମଙ୍ଗଳବାର ଶ୍ରୀଜିଉଙ୍କ ରଥଯାତ୍ରା। ଏହି ପରିପ୍ରେକ୍ଷୀରେ କଟକରେ ରଥଯାତ୍ରା ପାଳନ ନେଇ ପ୍ରସ୍ତୁତି ସରିଥିବାବେଳେ ସକାଳୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରିବେ ଶ୍ରୀଜୀଉ। ତେବେ କଟକସ୍ଥିତ ଚାନ୍ଦିନୀଚୌକର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ସ୍ବତନ୍ତ୍ର ମାନ୍ୟତା ରହିଛି। ସୂଚନା ମୁତାବକ,…
ଖଣ୍ଡାରେ ହାଣି ଓ୍ବେବ୍ ଖବରଦାତା ଗିରଫ
ମଙ୍ଗୁଳି-ଜଗତପୁର,୨୦।୬(ମାନସ ସାମଲ): ଜଣେ ଯୁବକଙ୍କୁ ଅଶ୍ଳୀଳ ଭାଷାରେ ଗାଳି ଦେବା ସହ ଖଣ୍ଡାରେ ଆକ୍ରମଣ କରିବା ଅଭିଯୋଗରେ ୱେବ୍ ଚ୍ୟାନେଲର ଜଣେ ଖବରଦାତାଙ୍କୁ ଜଗତପୁର ଥାନା ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ସେ ହେଲେ ଉକ୍ତ ଥାନା…
‘ଛୋଟପିଲା, ଗୃହପାଳିତ ପଶୁଙ୍କୁ କାର୍ ଭିତରେ ଏକୁଟିଆ ଛାଡ଼ନ୍ତୁ ନାହିଁ’
କଟକ, ୧୮ା୬(କାର୍ତ୍ତିକ ସାହୁ)କାର୍ ଭିତରେ ଶ୍ୱାସରୁଦ୍ଧ ହୋଇ ଶିଶୁ ମୃତ୍ୟୁ ଘଟଣାକୁ ନେଇ ଓଡ଼ିଶା ପୋଲିସ ଅଭିଭାବକମାନଙ୍କୁ ସତର୍କ କରାଇଛି। ଛୋଟ ପିଲା ଓ ଗୃହପାଳିତ ପଶୁଙ୍କୁ କାର୍ ଭିତରେ ଏକୁଟିଆ ଛାଡ଼ନ୍ତୁ ନାହିଁ ବୋଲି ଓଡ଼ିଶା ପୋଲିସ ପକ୍ଷରୁ ଟୁଇଟର…
ଏସ୍ସିବିରୁ ଆହତଙ୍କ ସଂଖ୍ୟା କମୁଛି
କଟକ,୧୭ା୬ (କାର୍ତ୍ତିକ ସାହୁ) ବାଲେଶ୍ୱର ଜିଲା ବାହାନଗାଠାରେ ଗତ ୨ ତାରିଖରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାକୁ ୨ ସପ୍ତାହ ବିତିଲାଣି। ତଥାପି ମନରୁ ଭୟ ଯାଇନି। ରାଜ୍ୟ ତଥା ରାଜ୍ୟ ବାହାରେ ଚିକିତ୍ସାଧୀନ ଆହତମାନେ ଏବେ ବି ଆଶଙ୍କିତ ଅବସ୍ଥାରେ ଅଛନ୍ତି।…
ବାହାନଗା ଟ୍ରେନ୍ ଦୁର୍ଘଟଣା: ଏସ୍ସିବିରେ ଆଉ ଜଣେ ଯାତ୍ରୀଙ୍କ ମୃତ୍ୟୁ
କଟକ,୧୬ା୬ (କାର୍ତ୍ତିକ ସାହୁ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଗୁରୁତର ହୋଇ କଟକ ଏସ୍ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଆଉ ଜଣେ ଯାତ୍ରୀଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ବିହାର ବାସିନ୍ଦା ପ୍ରକାଶ ରାମ(୧୭)। ତାଙ୍କ ଅବସ୍ଥା ଗୁରୁତର…
ପାଣି ପାଇଁ ରାସ୍ତା ଅବରୋଧ
ଦିଗପହଣ୍ଡି/ପାଟପୁର, ୧୪।୬ (ଅଶେଷ ନାଥ ମିଶ୍ର/ ସୀମାଞ୍ଚଳ ସାହୁ) ସାନଖେମୁଣ୍ଡି ବ୍ଲକ ପାଟପୁର ପଞ୍ଚାୟତ ୧ ନମ୍ବର ୱାର୍ଡର ବହୁ ସଂଖ୍ୟକ ମହିଳା ପିଇବା ପାଣି ପାଇଁ ଆନ୍ଦୋଳନ କରିଛନ୍ତି। ମଙ୍ଗଳବାର ସକାଳେ ସେମାନେ ୩୨୬ନଂ ଜାତୀୟ ରାଜପଥର ଆସିକା- ଦିଗପହଣ୍ଡି…
୫୫ ପ୍ରକଳ୍ପ ପାଇଁ ୧୮କୋଟି ୮୪ଲକ୍ଷ ଅଟକଳ ଧାର୍ଯ୍ୟ
ବାଲେଶ୍ୱର ଅଫିସ, ୧୪।୬ (ମାନସ ବିଶ୍ୱାଳ) ବାଲେଶ୍ୱର ଜିଲାପରିଷଦ ସମ୍ମିଳନୀ କକ୍ଷରେ ଜିଲାପରିଷଦ ଅଧ୍ୟକ୍ଷ ନାରାୟଣ ପ୍ରଧାନଙ୍କ ଅଧ୍ୟକ୍ଷତାରେ କୃଷି ବିଭାଗକୁ ନେଇ ସମୀକ୍ଷା ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଚଳିତବର୍ଷ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ମୋଟ ୫୫ ପ୍ରକଳ୍ପ…
୧୬୪ ଧାରାରେ ପୀଡ଼ିତାଙ୍କ ବୟାନ ରେକର୍ଡ
କଟକ ଅଫିସ,୧୪।୬ (କାର୍ତ୍ତିକ ସାହୁ): ବଲିଉଡ୍ ଗାୟକ ସୌରିନ୍ ଭଟ୍ଟଙ୍କ ନଁାରେ କଟକ ମହିଳା ଥାନାରେ ରୁଜୁ ହୋଇଥିବା ମାମଲାକୁ ନେଇ ପୋଲିସ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ପ୍ରାଥମିକ ପଦକ୍ଷେପ ସ୍ବରୂପ ପୀଡ଼ିତାଙ୍କ ଡାକ୍ତରୀମାଇନା କରାଯାଇଛି। ଏଥିସହ ସ୍ଥାନୀୟ ଏସ୍ଡିଜେଏମ୍ଙ୍କ କୋର୍ଟରେ…
ବଲିଉଡ୍ କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ନାଁରେ ମାମଲା
କଟକ ଅଫିସ,୧୩ା୬: କେତୋଟି ଓଡ଼ିଆ ଚଳଚ୍ଚିତ୍ରର ଲୋକପ୍ରିୟ ଗୀତରେ କଣ୍ଠଦାନ କରିଥିବା ବଲିଉଡ୍ ଗାୟକ ସୌରିନ୍ ଭଟ୍ଟଙ୍କ ନାଁରେ କଟକ ମହିଳା ଥାନାରେ ସୋମବାର ଅଭିଯୋଗ ହୋଇଛି। ସେ ବିବାହ ପ୍ରତିଶ୍ରୁତି ଦେଇ ଯୌନ ଶୋଷଣ, ପ୍ରତାରଣା କରିବା, ନିର୍ଯାତନା ଦେଇଥିବା…
ସହରରେ ଚୋରି, ଲୁଟ ଘଟଣା: ସନ୍ଦେହରେ ୫ ଅଟକ
ବ୍ରହ୍ମପୁର ଅଫିସ,୧୨ା୬: ବ୍ରହ୍ମପୁର ସହରରେ ଚୋରି ଓ ଲୁଟ ଭଳି ଘଟଣା ବଢ଼ିବାରେ ଲାଗିଛି। ଯାହାକି ପୋଲିସ ପାଇଁ ଏକ ଚ୍ୟାଲେଞ୍ଜ ହୋଇଛି। ପୋଲିସ ସିସିଟିଭି ଫୁଟେଜ ଯାଞ୍ଚ, ମୋବାଇଲ ଟ୍ରାକିଂ କରି ୫ ଜଣଙ୍କୁ ସନ୍ଦେହରେ କାବୁ କରି ଥାନାରେ…
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ
କଟକସଦର,୧୨ା୬(ଡି.ଏନ୍.ଏ.): କଟକ ସଦର ବ୍ଲକ ସହକାରୀ ଯନ୍ତ୍ରୀ ବିକାଶ ଚନ୍ଦ୍ର ଭୂୟାଁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସୋମବାର ସକାଳୁ କଟକ ଏବଂ ଭୁବନେଶ୍ୱରର ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା…
ନିର୍ଦ୍ଧାରିତ ସମୟରେ ଖୋଲୁନି ଅଙ୍ଗନଓ୍ବାଡି କେନ୍ଦ୍ର
ମାହାଙ୍ଗା,୧୧।୬(ସ୍ବ.ପ୍ର.): କୁନି ପିଲାମାନଙ୍କ ପାଠପଢ଼ା ନିମନ୍ତେ ସରକାର ଅଙ୍ଗନଓ୍ବାଡି କେନ୍ଦ୍ର ଖୋଲିଛନ୍ତି। ଗ୍ରୀଷ୍ମ ପ୍ରବାହ ଯୋଗୁ ଏହି କେନ୍ଦ୍ରଗୁଡିକୁ ସକାଳ ୭ଟାରୁ ୧୦ ପର୍ଯ୍ୟନ୍ତ ଖୋଲିବାକୁ ରାଜ୍ୟ ସରକାର ନିୟମ କରିଛନ୍ତି। କିନ୍ତୁ ମାହାଙ୍ଗା ବ୍ଲକ ସମସରପୁର ପଞ୍ଚାୟତ ଅନ୍ତର୍ଗତ ଅଙ୍ଗନଓ୍ବାଡି…
Archives


