କଟକ

‘ଛାଡ଼ପତ୍ରକୁ ସ୍ବୀକାର କରନ୍ତୁ ବର୍ଷା’

କଟକ,୧୧।୧୦(କାର୍ତ୍ତିକ ସାହୁ): କୌଣସି ପ୍ରକାର ଚରିତ୍ର ସଂହାର କରିବାର ଉଦ୍ଦେଶ୍ୟ ମୋର ନାହିଁ। ଏ ଭିଡିଓ ମୁଁ ସମ୍ମାନର ସହ ସୁଟ୍‌ କରୁଛି। ମୋ ବାପା ବହୁତ କଷ୍ଟରେ ଅଛନ୍ତି। ପରିବାରର କେହି ଶୋଇବି ପାରୁ ନାହାନ୍ତି। ଆମ ପରିବାର ତରଫରୁ…

ଏଏସ୍‌ଓ ପରୀକ୍ଷା ଅନିୟମିତତା ମାମଲା:ରହିତାଦେଶ ବଳବତ୍ତର

କଟକ,୧୦ା୧୦(କାର୍ତ୍ତିକ ସାହୁ):ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପଦବୀର ଚୟନ ପରୀକ୍ଷା ଅନିୟମିତତା ମାମଲାରେ ଜଣିକିଆ ବିଚାରପତିଙ୍କ ରାୟ ଉପରେ ଜାରି ହୋଇଥିବା ରହିତାଦେଶକୁ ସୋମବାର ହାଇକୋର୍ଟ ବଳବତ୍ତର ରଖିଛନ୍ତି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଡ. ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଓ…

ଛାତ୍ରୀଛାତ୍ରଙ୍କ ପାଇଁ ପ୍ରକାଶ ପାଇଲା କୋଶ୍ଚିନ ବ୍ୟାଙ୍କ

ଭୁବନେଶ୍ୱର, ୮।୧୦(ଅସମାପିକା ସାହୁ)ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବା ଦ୍ୱାଦଶ ପରୀକ୍ଷା ୨୦୨୪ ଫେବୃୟାରୀ ୧୪ରୁ ଆରମ୍ଭ ହେବ। ଏଥିପାଇଁ ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥର ଯୁକ୍ତ୨ ପରୀକ୍ଷା ଦେବାକୁ ପ୍ରସ୍ତୁତ ହେଉଥିବା…

କୁଳିଆ ବଜାର ହତ୍ୟାକାଣ୍ଡର ପର୍ଦ୍ଦାଫାଶ, ପୁତୁରା ସମେତ ୫ ଗିରଫ

ସାଲେପୁର/ନିଶ୍ଚିନ୍ତକୋଇଲି, 8।୧୦ (ଅରବିନ୍ଦ ଭୂୟାଁ/ଅଶୋକ ମହାପାତ୍ର)ସାଲେପୁର ଥାନା ଅନ୍ତର୍ଗତ କୁଳିଆ ବଜାର ପୋଲ ନିକଟରେ ଚା’ ଏବଂ ଜଳଖିଆ ଦୋକାନ କରିଥିବା ଦମ୍ପତିଙ୍କୁ ୪ ତାରିଖ ରାତିରେ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଫଳରେ ହରେକୃଷ୍ଣ ପୃଷ୍ଟିଙ୍କ ମୃତ୍ୟୁ ଘଟିଥିବାବେଳେ ସ୍ତ୍ରୀ ଅନ୍ନପୂର୍ଣ୍ଣା…

ମହାନଦୀରୁ ୨ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ଖୁଣ୍ଟୁଣୀ, (ସଚ୍ଚିଦାନନ୍ଦ ପଣ୍ଡା)/ମଙ୍ଗୁଳି-ଜଗତପୁର,୮ା୧୦(ମାନସ ସାମଲ)ଗୁରୁଡିଝାଟିଆ ଥାନା ଅନ୍ତର୍ଗତ ମଞ୍ଚେଶ୍ୱର ପଞ୍ଚାୟତର ପ୍ରସନ୍ନାପୁର ମହାନଦୀ ଘାଟରୁ ଜଣେ ଅଚିହ୍ନା ମହିଳାଙ୍କ ଗଳିତ ମୃତଦେହକୁ ଶନିବାର ପୋଲିସ ଜବତ କରିଛି। ତାଙ୍କ ବୟସ ପ୍ରାୟ ୩୫ ବର୍ଷ ହେବ ବୋଲି ଅନୁମାନ କରାଯାଉଥିବାବେଳେ ସେ…

ପୋଲିସ କାର୍ଯ୍ୟାନୁଷ୍ଠାନ ନେଲାନି, ହାଇକୋର୍ଟରେ ମାମଲା

କଟକ,୮ା୧୦ (କାର୍ତ୍ତିକ ସାହୁ)ସଙ୍ଗୀତ ନାଟକ ଏକାଡେମୀ ଭଳି ସରକାରୀ ସଂସ୍ଥାରେ ଡିଗ୍ରୀ ପାଠ୍ୟକ୍ରମରେ ଶାସ୍ତ୍ରୀୟ ନୃତ୍ୟ ପିଲାମାନଙ୍କୁ ପଢ଼ାଯାଉଛି। ହେଲେ ପାଠ୍ୟକ୍ରମ ସମାପ୍ତ ପରେ ଡିଗ୍ରୀ ସାର୍ଟିଫିକେଟ ପ୍ରଦାନ କରାଯାଉନାହିଁ। ଯଦ୍ଦ୍ବାରା ବଲାଙ୍ଗୀରର ଜଣେ ଛାତ୍ରୀ ଠକାମିର ଶିକାର ହୋଇଥିବା ନେଇ…

ଥାନାରେ ଏତଲା ଦେଲା ବୋର୍ଡ, ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି

କଟକ,୮ା୧୦(ସୁପ୍ରିୟା ପ୍ରିୟଦର୍ଶିନୀ)ଦଶମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ ହେବା ଘଟଣାରେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଥାନାରେ ଏତଲା ଦିଆଯାଇଛି। ଏପରି କି ଏହା ଅତି ଦୁର୍ଭାଗ୍ୟର ବିଷୟ ଓ ୟୁଟ୍ୟୁବ ଚ୍ୟାନେଲରେ ଅପଲୋଡ୍‌ କରୁଥିବା ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼…

କଟକ ସବ୍‌ରେଜିଷ୍ଟ୍ରାରଙ୍କ ନିକଟରେ ଅଭିଯୋଗ କଲେ ସୋମାଲିକା

କଟକ/ଜଗତ୍‌ସିଂହପୁର,୮ା୧୦(କାର୍ତ୍ତିକ ସାହୁ/ପ୍ରମୋଦ କୁମାର ନାୟକ)ତିର୍ତ୍ତୋଲର ବିଜେଡି ବିଧାୟକ ବିଜୟ ଶଙ୍କର ଦାସଙ୍କ ବିବାହ ଆବେଦନକୁ ବିରୋଧ କରିଛନ୍ତି ତାଙ୍କ ପ୍ରେମିକା ସୋମାଲିକା ଦାସ। ସୋମାଲିକା ଶନିବାର କଟକସ୍ଥିତ ସବ୍‌ରେଜିଷ୍ଟ୍ରାର ଅଫିସରେ ବିଜୟ ଶଙ୍କରଙ୍କ ବିବାହ ଆବେଦନ ବିରୋଧରେ ଅଭିଯୋଗ କରିଛନ୍ତି। ସୋମାଲିକାଙ୍କ…

ଉଚ୍ଚ ଶିକ୍ଷାନୁଷ୍ଠାନରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ମାମଲା:ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ନିର୍ଦ୍ଦେଶ

କଟକ,୬ା୧୦ (କାର୍ତ୍ତିକ ସାହୁ):ରାଜ୍ୟର ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ବିରୋଧରେ ହାଇକୋର୍ଟରେ ଆଗତ ମାମଲାର ଶୁଣାଣି ଗୁରୁବାର ହୋଇଛି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଡ. ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଓ ବିଚାରପତି ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ…

ସହପାଠିନୀ ପ୍ରତ୍ୟୁଷାଙ୍କୁ ବିବାହ କରିବେ ବିଜୟ ଶଙ୍କର

କଟକ,୬ା୧୦ (କାର୍ତ୍ତିକ ସାହୁ):ପୁଣି ଚର୍ଚ୍ଚାରେ ତିର୍ତ୍ତୋଲ ବିଜେଡି ବିଧାୟକ ବିଜୟ ଶଙ୍କର ଦାସ। କଟକ ଅରୁଣୋଦୟ ମାର୍କେଟ ଅଞ୍ଚଳର ପ୍ରତ୍ୟୁଷା ନନ୍ଦ ନାମ୍ନୀ ମହିଳାଙ୍କୁ ବିବାହ ପାଇଁ ସେ କଟକସ୍ଥିତ ରେଜିଷ୍ଟ୍ରାର ଅଫ୍‌ ମ୍ୟାରେଜଙ୍କ କାର୍ଯ୍ୟାଳୟରେ ଗତ ସେପ୍ଟେମ୍ବର ୨୧ରେ ଆବେଦନ…

ଆଇସିୟୁରେ ରୋଗୀଙ୍କୁ ମିଳିବ ମ୍ୟୁଜିକ୍‌ଥେରାପି

କଟକ,୬ା୧୦ (କାର୍ତ୍ତିକ ସାହୁ):ସଙ୍ଗୀତର ମଧୁର ମୂର୍ଚ୍ଛନା ପ୍ରାଣକୁ ଉଲ୍ଲସିତ କରେ। ମାନସିକ ଅବସାଦ ଦୂର କରି ସୁସ୍ଥତା ଆଣିଦିଏ। ମ୍ୟୁଜିକ୍‌ଥେରାପିର କଥା କିଛି ନୂଆ ନୁହେଁ। ତେବେ କଟକ ଏସ୍‌ସିବି ମେଡିକାଲ ପାଇଁ ଏହା ଏକ ନୂଆ ନିଷ୍ପତ୍ତି। ଏଣିକି ଆଇସିୟୁରେ…

ଏସ୍‌ଡିଜେଏମ୍‌ କୋର୍ଟରେ ବର୍ଷାଙ୍କ ସାକ୍ଷ୍ୟଗ୍ରହଣ

କଟକ,୫ା୧୦ (କାର୍ତ୍ତିକ ସାହୁ) ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ତାଙ୍କ ସ୍ବାମୀ ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ବିରୋଧରେ କଟକ ଏସ୍‌ଡିଜେଏମ୍‌ କୋର୍ଟରେ ଦାଏର ଘରୋଇ ହିଂସା ମାମଲାର ବୁଧବାର ଶୁଣାଣି ହୋଇଛି। ଅଦାଲତରେ ବର୍ଷାଙ୍କ ପକ୍ଷରୁ ସାକ୍ଷ୍ୟଗ୍ରହଣ ଆରମ୍ଭ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?