ବିଭାଗୀୟ ଅଧିକାରୀଙ୍କୁ ବିଧାୟକଙ୍କ ତାଗିଦ୍
କଟକ,୪ା୧୦(କାର୍ତ୍ତିକ ସାହୁ)ଏସ୍ସିବି ମେଡିକାଲରେ କ୍ରମାଗତ ୨ ଦିନ ଧରି ବିଦ୍ୟୁତ୍ ବିଭ୍ରାଟ ଓ ତା’ପରେ ଗୋଟିଏ ଦିନ ଜଳଯୋଗାଣ ବିଭ୍ରାଟକୁ ନେଇ ବିଭାଗୀୟ ଅଧିକାରୀଙ୍କୁ ଦାୟୀ କରିଛନ୍ତି ବିଧାୟକ ସୌଭିକ୍ ବିଶ୍ୱାଳ। ଏଭଳି ବିଭ୍ରାଟ ଘଟଣାକୁ ନେଇ ବିଧାୟକ ସୌଭିକ୍ ଏସ୍ସିବି…
ବିଶ୍ୱ ସଂସ୍କୃତି ମହୋତ୍ସବରେ ଓଡ଼ିଶୀନୃତ୍ୟ ପ୍ରଶଂସିତ
କଟକ,୪ା୧୦ (କାର୍ତ୍ତିକ ସାହୁ)ୱାଶିଂଟନ ଡିସିସ୍ଥିତ ନ୍ୟାଶନାଲ ମଲ୍ଠାରେ ୩ ଦିନିଆ ବିଶ୍ୱ ସଂସ୍କୃତି ମହୋତ୍ସବ-୨୦୨୩ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୮୦ ଦେଶର ଲୋକମାନେ ଯୋଗ ଦେଇଥିଲେ। ନୃତ୍ୟ, ସଙ୍ଗୀତ, ଧ୍ୟାନ ଏବଂ ସଂସ୍କୃତି ମାଧ୍ୟମରେ ମାନବ ବିବିଧତାକୁ ପାଳନ କରି ଭାଇଚାରା…
ଅବସର ନେଲେ ହାଇକୋର୍ଟ ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର
କଟକ,୪ା୧୦ (କାର୍ତ୍ତିକ ସାହୁ)ହାଇକୋର୍ଟ ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର ମଙ୍ଗଳବାର ଅବସର ଗ୍ରହଣ କରିଛନ୍ତି। ହାଇକୋର୍ଟର ବରିଷ୍ଠ ବିଚାରପତି ଡ. ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ ବୁଧବାରଠାରୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରିବେ। ଭାରତ ସରକାରଙ୍କ ଆଇନ ଓ ନ୍ୟାୟ…
ଏସ୍ସିବିରେ ଫାଟିଲା ପାଣି ପାଇପ୍, ରୋଗୀ ହନ୍ତସନ୍ତ
କଟକ,୩ା୧୦ (କାର୍ତ୍ତିକ ସାହୁ):ଏସ୍ସିବି ମେଡିକାଲରେ ଦୁଇ ଦିନ ଧରି ବିଦ୍ୟୁତ୍ ବିଭ୍ରାଟର କଷ୍ଟ ରୋଗୀଙ୍କୁ ଅତିଷ୍ଠ କରିଛି। ପୁଣି ସୋମବାର ପାଣିପାଇପ ଫାଟି ଜଳଯୋଗାଣ ବାଧାପ୍ରାପ୍ତ ହୋଇଛି। ଏହାଦ୍ୱାରା ରୋଗୀ ତଥା ସେମାନଙ୍କ ସମ୍ପର୍କୀୟମାନେ ନାନା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏହି…
ମରଣଯନ୍ତା ପାଲଟିଛି କେନାଲବନ୍ଧ ରାସ୍ତା
ନିଶ୍ଚିନ୍ତକୋଇଲି,୩।୧୦(ଅଶୋକ କୁମାର ମହାପାତ୍ର):କେନ୍ଦ୍ରାପଡ଼ା ଜିଲା ଛତା ଜଳସମ୍ପଦ ବିଭାଗ ଓ ନିଶ୍ଚିନ୍ତକୋଇଲି ଗ୍ରାମ୍ୟ ଉନ୍ନୟନ ବିଭାଗ ମଧ୍ୟରେ ସମନ୍ବୟର ଅଭାବ ଯୋଗୁ ୯ ନମ୍ବର କେନାଲବନ୍ଧ ରାସ୍ତା ମରଣଯନ୍ତା ପାଲଟିଛି। ଏହି ରାସ୍ତାରେ ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଥିବାରୁ କେନାଲବନ୍ଧ…
ମାଟ୍ରିକ ପରୀକ୍ଷା: ଫର୍ମପୂରଣ ଅବଧି ବଢ଼ିଲା
କଟକ,୧।୧୦ (ସୁପ୍ରିୟା ପ୍ରିୟଦର୍ଶିନୀ)ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମପୂରଣ ଅବଧିକୁ ବୃଦ୍ଧି କରାଯାଇଛି। ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ଅନ୍ଲାଇନ୍ରେ ଫର୍ମ ପୂରଣ କରିପାରିବେ। ସେହିପରି ଅକ୍ଟୋବର ୫ ତାରିଖକୁ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା…
ଚୌଧୁରୀ ବଜାରରେ ଭୟାବହ ଅଗ୍ନିକାଣ୍ଡ
କଟକ,୩୦୯ (କାର୍ତ୍ତିକ ସାହୁ): କଟକ ଚୌଧୁରୀବଜାରଠାରେ ଥିବା ସାଲାସର ନାମକ ଏକ ବଡ଼ ଶାଢ଼ି ଶୋ’ରୁମ୍ରେ ଶୁକ୍ରବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ୪ ମହଲା ବିଶିଷ୍ଟ ଉକ୍ତ ବିଲ୍ଡିଂର ତଳ ମହଲା ସମେତ ୩ଟି ମହଲାକୁ ଅଗ୍ନି ସମ୍ପୂର୍ଣ୍ଣ ବ୍ୟାପୀ…
ପୁଣି ରତ୍ନଭଣ୍ଡାର ଖେଳ
ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି କରାଯାଉ ଏବଂ ତା’ ଭିତରେ ଥିବା ମହାପ୍ରଭୁଙ୍କ ରତ୍ନ ସବୁ ଗଣତି ହେଉ। ଏନେଇ ବିଭିନ୍ନ ମହଲରୁ ଦାବି ହୋଇଆସୁଛି। ରତ୍ନଭଣ୍ଡାର ଚାବି ହଜିବା ପରେ ସମସ୍ତଙ୍କ ସନ୍ଦେହ ବଢ଼ିଥିବାରୁ ଏହି ଦାବି ଅଧିକ ଗୁରୁତ୍ୱବହନ…
ଚୌଧୁରୀ ବଜାରର ଏକ ଲୁଗା ଦୋକାନରେ ଅଗ୍ନିକାଣ୍ଡ
କଟକ, ୨୯।୯: କଟକ ଚୌଧୁରୀ ବଜାରର ଏକ ଲୁଗା ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଦୋକାନରେ ଥିବା ଲୁଗାପଟା ସମ୍ପୂର୍ଣ୍ଣ ଜଳିଯାଇଛି। ଏଥିରେ କିଏ ମୃତାହତ ହୋଇନାହିଁ। ୩ଟି ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା…
ରତ୍ନଭଣ୍ଡାର ମାମଲା: ଆଜି ଆସିବ ରାୟ
କଟକ ୨୯।୯: ହାଇକୋର୍ଟ ଶୁକ୍ରବାର ରତ୍ନଭଣ୍ଡାର ମାମଲାର ରାୟ ଶୁଣାଇବେ । ଗତ ୨୬ ତାରିଖରେ ସମସ୍ତ ପକ୍ଷଙ୍କୁ ଶୁଣିବା ପରେ କୋର୍ଟ ରାୟ ସଂରକ୍ଷିତ ରଖିଥିଲେ । ଅପରାହ୍ଣ ୨ଟାରେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର ଏବଂ…
ବର୍ଷାଦିନେ ରାସ୍ତା ପାର୍ଶ୍ୱରୁ ମାଟି ତାଡ଼ି କାମ
ମାହାଙ୍ଗା,୨୯ା୯ (ଯଯାତୀ ସିଂହ): ବର୍ଷାଦିନେ ମାଟି ମିଳିବନି ବୋଲି କୌଣସି ମାଟି ପୋତା କାମ ହୋଇ ନ ଥାଏ। କିନ୍ତୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ନିର୍ମାଣାଧୀନ ରାସ୍ଥାରେ ବର୍ଷାଦିନେ ମାଟି ପୋତା ହେଉଛି। ସରକାର ନିର୍ମାଣାଧୀନ ରାସ୍ତାର ଉଭୟପାର୍ଶ୍ୱରେ ମାଟି…
ବାଦ୍ ପଡ଼ିପାରନ୍ତି ୯୭ ହଜାର ଆଶାୟୀ
କଟକ,୨୭୮୯(ସୁପ୍ରିୟା ପ୍ରିୟଦର୍ଶିନୀ)ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଅକ୍ଟୋବର ୧୦ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ତେବେ ଏଥିରୁ ପ୍ରାୟ ୯୭ ହଜାର ଆଶାୟୀ ବାଦ୍ ପଡ଼ିବେ…

