କଟକ

ପୋଲିସ ଅଧିକାରୀଙ୍କୁ କାଉନ୍‌ସେଲିଂ ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ

କଟକ,୨୨ା୬ (କାର୍ତ୍ତିକ ସାହୁ)ପୋଲିସ ଅଧିକାରୀମାନେ ଲୋକଙ୍କ ସହ ବ୍ୟବହାର କଲାବେଳେ ସେମାନଙ୍କ ମାନବିକ ଅଧିକାରର ସୁରକ୍ଷା ପ୍ରତି ସଚେତନ ରହିବେ। ଏନେଇ ପର୍ଯ୍ୟାୟକ୍ରମେ ପୋଲିସ ଅଧିକାରୀମାନଙ୍କୁ କାଉନ୍‌ସେଲିଂ କରିବା ପାଇଁ ପଦକ୍ଷେପ ନେବାକୁ ହାଇକୋର୍ଟ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯାଜପୁର ଟାଉନ୍‌…

୫ ବର୍ଷ ବିତିଲା: ମିଶନ ଶକ୍ତି ଗୃହ ନିର୍ମାଣ ସରୁନାହିଁ

ନିଶ୍ଚିନ୍ତକୋଇଲି,୨୨ା୬(ଅଶୋକ କୁମାର ମହାପାତ୍ର)କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କଟରପଡ଼ା ପଞ୍ଚାୟତ ସାଙ୍କିଲୋଠାରେ ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲାଣି ମନ୍ଥର ଗତିରେ ଚାଲିଥିବା ମିଶନ ଶକ୍ତି ଗୃହ ନିର୍ମାଣ କାର୍ଯ୍ୟ ଶେଷ ହେଉନାହିଁ ବୋଲି ଅଭିଯୋଗ ହୋଇଛି। ଅପରପକ୍ଷରେ ଏହି…

ଦୋକାନରେ ସ୍ତ୍ରୀଙ୍କୁ ହତ୍ୟା, ସ୍ବାମୀ ଫେରାର

ମଙ୍ଗୁଳି-ଜଗତପୁର,୨୨ା୬(ମାନସ ସାମଲ)ଜଗତପୁର ଥାନା ଅଧୀନ ତ୍ରିନାଥ ସାହିସ୍ଥିତ ଏକ ଚା’ ଦୋକାନରେ ଜଣେ ମହିଳାଙ୍କୁ ହାଣି ହତ୍ୟା କରାଯାଇଛି। ସେ ହେଲେ ତ୍ରିନାଥ ସାହିର କବିତା ବେହେରା। ବୁଧବାର ସକାଳେ ଖବରପାଇ ଜୋନ-୧ ଏସିପି ଅରୁଣ କୁମାର ସ୍ବାଇଁ, ଥାନା ଅଧିକାରୀ…

ଚାନ୍ଦିନୀଚୌକରେ ଅପରାହ୍ନ ୧ଟାରେ ରଥ ଟଣା

କଟକ,୨୦ା୬(ସୁପ୍ରିୟା ପ୍ରିୟଦର୍ଶିନୀ): ମଙ୍ଗଳବାର ଶ୍ରୀଜିଉଙ୍କ ରଥଯାତ୍ରା। ଏହି ପରିପ୍ରେକ୍ଷୀରେ କଟକରେ ରଥଯାତ୍ରା ପାଳନ ନେଇ ପ୍ରସ୍ତୁତି ସରିଥିବାବେଳେ ସକାଳୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରିବେ ଶ୍ରୀଜୀଉ। ତେବେ କଟକସ୍ଥିତ ଚାନ୍ଦିନୀଚୌକର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ସ୍ବତନ୍ତ୍ର ମାନ୍ୟତା ରହିଛି। ସୂଚନା ମୁତାବକ,…

ଖଣ୍ଡାରେ ହାଣି ଓ୍ବେବ୍‌ ଖବରଦାତା ଗିରଫ

ମଙ୍ଗୁଳି-ଜଗତପୁର,୨୦।୬(ମାନସ ସାମଲ): ଜଣେ ଯୁବକଙ୍କୁ ଅଶ୍ଳୀଳ ଭାଷାରେ ଗାଳି ଦେବା ସହ ଖଣ୍ଡାରେ ଆକ୍ରମଣ କରିବା ଅଭିଯୋଗରେ ୱେବ୍‌ ଚ୍ୟାନେଲର ଜଣେ ଖବରଦାତାଙ୍କୁ ଜଗତପୁର ଥାନା ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ସେ ହେଲେ ଉକ୍ତ ଥାନା…

‘ଛୋଟପିଲା, ଗୃହପାଳିତ ପଶୁଙ୍କୁ କାର୍‌ ଭିତରେ ଏକୁଟିଆ ଛାଡ଼ନ୍ତୁ ନାହିଁ’

କଟକ, ୧୮ା୬(କାର୍ତ୍ତିକ ସାହୁ)କାର୍‌ ଭିତରେ ଶ୍ୱାସରୁଦ୍ଧ ହୋଇ ଶିଶୁ ମୃତ୍ୟୁ ଘଟଣାକୁ ନେଇ ଓଡ଼ିଶା ପୋଲିସ ଅଭିଭାବକମାନଙ୍କୁ ସତର୍କ କରାଇଛି। ଛୋଟ ପିଲା ଓ ଗୃହପାଳିତ ପଶୁଙ୍କୁ କାର୍‌ ଭିତରେ ଏକୁଟିଆ ଛାଡ଼ନ୍ତୁ ନାହିଁ ବୋଲି ଓଡ଼ିଶା ପୋଲିସ ପକ୍ଷରୁ ଟୁଇଟର…

ଏସ୍‌ସିବିରୁ ଆହତଙ୍କ ସଂଖ୍ୟା କମୁଛି

କଟକ,୧୭ା୬ (କାର୍ତ୍ତିକ ସାହୁ) ବାଲେଶ୍ୱର ଜିଲା ବାହାନଗାଠାରେ ଗତ ୨ ତାରିଖରେ ଘଟିଥିବା ଟ୍ରେନ୍‌ ଦୁର୍ଘଟଣାକୁ ୨ ସପ୍ତାହ ବିତିଲାଣି। ତଥାପି ମନରୁ ଭୟ ଯାଇନି। ରାଜ୍ୟ ତଥା ରାଜ୍ୟ ବାହାରେ ଚିକିତ୍ସାଧୀନ ଆହତମାନେ ଏବେ ବି ଆଶଙ୍କିତ ଅବସ୍ଥାରେ ଅଛନ୍ତି।…

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ଏସ୍‌ସିବିରେ ଆଉ ଜଣେ ଯାତ୍ରୀଙ୍କ ମୃତ୍ୟୁ

କଟକ,୧୬ା୬ (କାର୍ତ୍ତିକ ସାହୁ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଗୁରୁତର ହୋଇ କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଆଉ ଜଣେ ଯାତ୍ରୀଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ବିହାର ବାସିନ୍ଦା ପ୍ରକାଶ ରାମ(୧୭)। ତାଙ୍କ ଅବସ୍ଥା ଗୁରୁତର…

ପାଣି ପାଇଁ ରାସ୍ତା ଅବରୋଧ

ଦିଗପହଣ୍ଡି/ପାଟପୁର, ୧୪।୬ (ଅଶେଷ ନାଥ ମିଶ୍ର/ ସୀମାଞ୍ଚଳ ସାହୁ) ସାନଖେମୁଣ୍ଡି ବ୍ଲକ ପାଟପୁର ପଞ୍ଚାୟତ ୧ ନମ୍ବର ୱାର୍ଡର ବହୁ ସଂଖ୍ୟକ ମହିଳା ପିଇବା ପାଣି ପାଇଁ ଆନ୍ଦୋଳନ କରିଛନ୍ତି। ମଙ୍ଗଳବାର ସକାଳେ ସେମାନେ ୩୨୬ନଂ ଜାତୀୟ ରାଜପଥର ଆସିକା- ଦିଗପହଣ୍ଡି…

୫୫ ପ୍ରକଳ୍ପ ପାଇଁ ୧୮କୋଟି ୮୪ଲକ୍ଷ ଅଟକଳ ଧାର୍ଯ୍ୟ

ବାଲେଶ୍ୱର ଅଫିସ, ୧୪।୬ (ମାନସ ବିଶ୍ୱାଳ) ବାଲେଶ୍ୱର ଜିଲାପରିଷଦ ସମ୍ମିଳନୀ କକ୍ଷରେ ଜିଲାପରିଷଦ ଅଧ୍ୟକ୍ଷ ନାରାୟଣ ପ୍ରଧାନଙ୍କ ଅଧ୍ୟକ୍ଷତାରେ କୃଷି ବିଭାଗକୁ ନେଇ ସମୀକ୍ଷା ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଚଳିତବର୍ଷ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ମୋଟ ୫୫ ପ୍ରକଳ୍ପ…

୧୬୪ ଧାରାରେ ପୀଡ଼ିତାଙ୍କ ବୟାନ ରେକର୍ଡ

କଟକ ଅଫିସ,୧୪।୬ (କାର୍ତ୍ତିକ ସାହୁ): ବଲିଉଡ୍‌ ଗାୟକ ସୌରିନ୍‌ ଭଟ୍ଟଙ୍କ ନଁାରେ କଟକ ମହିଳା ଥାନାରେ ରୁଜୁ ହୋଇଥିବା ମାମଲାକୁ ନେଇ ପୋଲିସ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ପ୍ରାଥମିକ ପଦକ୍ଷେପ ସ୍ବରୂପ ପୀଡ଼ିତାଙ୍କ ଡାକ୍ତରୀମାଇନା କରାଯାଇଛି। ଏଥିସହ ସ୍ଥାନୀୟ ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ…

ବଲିଉଡ୍‌ କଣ୍ଠଶିଳ୍ପୀ ସୌରିନ୍‌ ଭଟ୍ଟଙ୍କ ନାଁରେ ମାମଲା

କଟକ ଅଫିସ,୧୩ା୬: କେତୋଟି ଓଡ଼ିଆ ଚଳଚ୍ଚିତ୍ରର ଲୋକପ୍ରିୟ ଗୀତରେ କଣ୍ଠଦାନ କରିଥିବା ବଲିଉଡ୍‌ ଗାୟକ ସୌରିନ୍‌ ଭଟ୍ଟଙ୍କ ନାଁରେ କଟକ ମହିଳା ଥାନାରେ ସୋମବାର ଅଭିଯୋଗ ହୋଇଛି। ସେ ବିବାହ ପ୍ରତିଶ୍ରୁତି ଦେଇ ଯୌନ ଶୋଷଣ, ପ୍ରତାରଣା କରିବା, ନିର୍ଯାତନା ଦେଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri