ହାଇକୋର୍ଟ ଷ୍ଟେନୋ ଚାକିରି ଦେବୀ ନାଁରେ ଠକେଇ: ସିଏମ୍ସି ଅସ୍ଥାୟୀ ପିଅନ ଗିରଫ
କଟକ ଅଫିସ,୨୨ା୫: ହାଇକୋର୍ଟରେ ଷ୍ଟେନୋ ଚାକିରି କରାଇ ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ ହୋଇଛି। ଏହି ଘଟଣାରେ ଲାଲ୍ବାଗ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେ ହେଲେ ବାଙ୍କୀ ଥାନା ଅନ୍ତର୍ଗତ କରବର…
ଅମାନତ ରାଶି ଫେରାଉନାହାନ୍ତି ବିଡିଓ
କଟକ ସଦର,୨୨ା୫(ଡି.ଏନ୍.ଏ.): କଟକ ସଦର ବ୍ଲକ ଅଞ୍ଚଳରେ ୨୦୦୯ ପରଠାରୁ କରାଯାଇଥିବା ସମସ୍ତ ଉନ୍ନୟନମୂଳକ କାର୍ଯ୍ୟରେ କାର୍ଯ୍ୟ ନିର୍ବାହୀ(ଶ୍ରମିକ ପ୍ରତିନିଧି)ମାନଙ୍କଠାରୁ ଅମାନତ ରାଶି ରଖାଯାଇଥିଲା। ଇତିମଧ୍ୟରେ ୧୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଉକ୍ତ ଟଙ୍କା ବ୍ଲକ ପ୍ରଶାସନ ଫେରସ୍ତ କରୁନାହିଁ ବୋଲି…
ଏଣିକି ଏକା ବେଞ୍ଚରେ ସମାନ ମାମଲାର ଜାମିନ ଆବେଦନ
କଟକ ଅଫିସ,୨୨ା୫: ସୁପ୍ରିମକୋର୍ଟଙ୍କ ଗତ ୧୫ ତାରିଖର ନିର୍ଦ୍ଦେଶନାମା ଆଧାରରେ ଓଡ଼ିଶା ହାଇକୋର୍ଟ ଜାମିନ ଆବେଦନ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ହାଇକୋର୍ଟରେ ବିଚାରାଧୀନ କିମ୍ବା ଫଇସଲା ହୋଇଥିବା ମାମଲାରେ ନିୟମିତ ବା ଆଗୁଆ ଜାମିନ ଆବେଦନ ଏକା…
ଓଡ଼ିଶା ଇଣ୍ଡଷ୍ଟ୍ରିଜ୍ ଆସୋସିଏଶନର ଦିନିକିଆ କର୍ମଶାଳା
କଟକ,୨୧।୫: ଓଡ଼ିଶା ଇଣ୍ଡଷ୍ଟ୍ରିଜ୍ ଆସୋସିଏଶନ (ଓଆଇଏ) ପକ୍ଷରୁ ଏକ ଦିନିକିଆ କର୍ମଶାଳା କଟକର ଜଗତପୁରଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ରାଜ୍ୟରେ ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ)ର ସ୍ଥିତି ସଂକ୍ରାନ୍ତୀୟ ଏକ ଆଲୋଚନାଚକ୍ରର ଆୟୋଜନ କରାଯାଇଥିଲା। ଅପରପକ୍ଷରେ ଓଆଇଏର ସଭାପତି…
ମେ’ ୨୨ରୁ ହାଇକୋର୍ଟରେ ଗ୍ରୀଷ୍ମକାଳୀନ ଛୁଟି
କଟକ ଅଫିସ,୨୦।୫: ଆସନ୍ତା ମେ’ ୨୨ତାରିଖରୁ ଜୁନ ୨୦ତାରିଖ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମକାଳୀନ ଛୁଟି। ଏନେଇ ଶୁକ୍ରବାର ହାଇକୋର୍ଟଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି। ତେବେ ଏହି ଛୁଟି ମଧ୍ୟରେ ଜରୁରୀ ମାମଲାର ଶୁଣାଣି ନିମନ୍ତେ ହାଇକୋର୍ଟଙ୍କ ଅବକାଶକାଳୀନ…
ରାସ୍ତାରେ ଗଛ ଉପୁଡ଼ିଲା, ଘର ଭାଙ୍ଗିଲା
କଟକ ଅଫିସ/ଖୁଣ୍ଟୁଣୀ, ୨୦ା୫(ଡି.ଏନ୍.ଏ.): କଟକ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଖୁବ୍ ଜୋରରେ ପବନ ବହିବା ସାଙ୍ଗକୁ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ଅନେକ ସ୍ଥାନରେ ଗଛ ଭାଙ୍ଗି ପଡିବାରୁ ବିଦ୍ୟୁତ୍ ସରବରାହ ବାଧାପ୍ରାପ୍ତ ହୋଇଥିଲା। ଶୁକ୍ରବାର…
ଏଏସ୍ଓ ମେରିଟ୍ ଲିଷ୍ଟକୁ ଖାରଜ କଲେ ହାଇକୋର୍ଟ, ୨ ମାସ ମଧ୍ୟରେ ସାନି ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ନିର୍ଦ୍ଦେଶ
କଟକ ଅଫିସ,୧୯।୫: ଏଏସ୍ଓ ନିଯୁକ୍ତି ନେଇ ଲୋକସେବା ଆୟୋଗ(ଓପିଏସ୍ସି)ପକ୍ଷରୁ ଜାରି ହୋଇଥିବା ମେରିଟ୍ ଲିଷ୍ଟକୁ ଶୁକ୍ରବାର ହାଇକୋର୍ଟ ଖାରଜ କରିଦେଇଛନ୍ତି। ଏଥିସହିତ ଲିଖିତ ପରୀକ୍ଷାରେ ପିଲାମାନେ ପାଇଥିବା ମୋଟ ମାର୍କ ଆଧାରରେ ୨ ମାସ ମଧ୍ୟରେ ସାନି ମେରିଟ ଲିଷ୍ଟ ପ୍ରକାଶ…
ଏଥର ଝିଅ ଆଗରେ
କଟକ ଅଫିସ,୧୯ା୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ଏଥିସହିତ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇଛି। ଏଥର ରେକର୍ଡ ସଂଖ୍ୟକ ପାସ୍ ହାର ୯୬.୪୦%…
୩,୨୨୨ ସ୍କୁଲରେ ଶତପ୍ରତିଶତ ରେଜଲ୍ଟ
କଟକ ଅଫିସ, ୧୮।୫: ଗୁରୁବାର ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ ରେଜଲ୍ଟ ଭଲ ହୋଇଥିବା ବେଳେ ଚଳିତ ବର୍ଷ ମାଟ୍ରିକ ପାସ ହାର ୯୬.୪% ରହିଛି। ଏଥିସହ କଟକ ଓ ଜଗତସିଂହପୁର ଜିଲାରେ ପାସ୍ହାର ସର୍ବାଧିକ…
ଚଳିତ ବର୍ଷ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା: ମନ୍ତ୍ରୀ
କଟକ ଅଫିସ,୧୮ା୫: ଗୁରୁବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଆଜି ପୂର୍ବାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି। ତେବେ ଏହି ସମୟରେ ମନ୍ତ୍ରୀ କହିଛନ୍ତି, ଗତଥର ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇ ନ…
ମାଟ୍ରିକ ରେଜଲ୍ଟ ପ୍ରକାଶ, ପାସ୍ ହାର ୯୬.୪ ପ୍ରତିଶତ
କଟକ ଅଫିସ,୧୮ା୫: ଗୁରୁବାର ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। ଏନେଇ କଟକ ବୋର୍ଡ ଅଫିସରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ପୂର୍ବାହ୍ନ ୧୦ଟାରେ ଏହି ପୁସ୍ତିକା ଉନ୍ମୋଚନ କରିଛନ୍ତି। ଚଳିତବର୍ଷ ମୋଟ୍ ପାସ୍…
୨୦ବର୍ଷ ତଳେ ନିଜସ୍ବ ଅର୍ଥରେ ଗଢ଼ିଥିଲେ ମନ୍ଦିର
ଖୁଣ୍ଟୁଣୀ,୧୭।୫( ଡି.ଏନ୍.ଏ.): ନିଜ ଜନ୍ମ ଭୂମିରେ ଏକ ମନ୍ଦିର କରିବା ପାଇଁ ସ୍ବପ୍ନ ଦେଖି ତାହାକୁ ସତରେ ପରିଣତ କରିବା ବହୁତ କମ୍ ଲୋକ ଥାଆନ୍ତି। ଏଭଳି କାଠିକର ସ୍ବପ୍ନକୁ ପୂରଣ କରି ଦେଖାଇଛନ୍ତି ଜଣେ ତ୍ୟାଗୀ, ଦରଦୀ ମଣିଷ। ଯିଏ…
Archives


