କଟକ

ଶେଷ କିଷାନ ପାଇବେ ଭାରତ ଗୌରବ ସମ୍ମାନ

କଟକ,୧୭।୯: ଦୀର୍ଘ ୨୩ବର୍ଷ ଧରି ନିରନ୍ତର ଭାବେ ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଭାରତ ମସଲା କମ୍ପାନୀ ଆସନ୍ତା ଗଣେଶ ପୂଜାରେ ୨୪ତମ ପ୍ରତିଷ୍ଠା ଦିବସ ପାଳନ କରିବ। ପୂଜ୍ୟପୂଜା ପରମ୍ପରାକୁ ବଜାୟ ରଖି ଓଡ଼ିଶାର ନାମକୁ ବିଭିନ୍ନ କ୍ଷେତ୍ରରେ…

ଏନ୍‌ଏଚ୍‌ଆର୍‌ସିରେ ମାମଲା: ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ା ବନ୍ଦ

କଟକ,୧୭।୯ (କାର୍ତ୍ତିକ ସାହୁ): ବିଭିନ୍ନ ଦାବି ନେଇ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଓ ଶିକ୍ଷକମାନେ ୯ ଦିନ ହେବ ବିଦ୍ୟାଳୟ ବନ୍ଦ କରି ଭୁବନେଶ୍ୱରଠାରେ ଧାରଣାରେ ବସିଛନ୍ତି। ଏଥିଯୋଗୁ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ପାଠପଢ଼ା ବନ୍ଦ ହୋଇଯାଇଥିବା ଅଭିଯୋଗ କରି ନ୍ୟାୟ…

ନେତାଜୀ ବସ୍‌ ଟର୍ମିନାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

କଟକ,୧୬ା୯: କଟକରେ ନେତାଜୀ ବସ୍‌ ଟର୍ମିନାଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅପରାହ୍ନରେ ଲୋକାର୍ପଣ କରିଛନ୍ତି। ସହରର ଗମନାଗମନ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ଏବଂ ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଏହି ବସ୍‌ ଟର୍ମିନାଲର ଆଜି ଶୁଭ…

ଅଭିଯୁକ୍ତ ମଙ୍ଗୁଙ୍କୁ ଏନ୍‌କାଉଣ୍ଟର

କଟକ,୧୬ା୯ (କାର୍ତ୍ତିକ ସାହୁ)/ଫୁଲନଖରା (ସତ୍ୟପ୍ରକାଶ ଦାସମହାପାତ୍ର): କଟକ ସଦର ଥାନା ଭାଣପୁର ଗ୍ରାମର ମଙ୍ଗୁ ଓରଫ ମନୋଜ ମହାରଣାକୁ ପୋଲିସ ଏନ୍‌କାଉଣ୍ଟର କରିଛି। ତାଙ୍କ ବାମପଟ ଆଣ୍ଠୁରେ ଗୁଳି ବାଜିଛି। କନ୍ଦରପୁର ଓ ସଦର ଥାନା ପୋଲିସ ମିଳିତ ଭାବେ ଶୁକ୍ରବାର…

ସିପା, ଲିପାଙ୍କୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ ବେଙ୍ଗାଲୁରୁ ଦମ୍ପତି

କଟକ,୧୬ା୯(ସୁପ୍ରିୟା ପ୍ରିୟଦର୍ଶିନୀ): ଶିଶୁକନ୍ୟା ସିପା ଓ ଲିପାଙ୍କୁ ମିଳିଲା ନୂଆ ଠିକଣା। ବେଙ୍ଗାଲୁରୁର ରାହୁଲ ଆଇଜାକ୍‌ ଓ ଆଞ୍ଜେଲିନ କୁଟ୍ଟାବିଲା କଟକସ୍ଥିତ ବସୁନ୍ଧରାରୁ ଆଇନଗତ ଭାବେ ସିପା ଓ ଲିପା ଦୁଇ ଭଉଣୀଙ୍କୁ ପୋଷ୍ୟସନ୍ତାନ ଭାବେ ଗ୍ରହଣ କରିଛନ୍ତି। କଟକ ଜିଲାପାଳ…

ଫିଜିଓଥେରାପି ସେଣ୍ଟରରେ ଚାଲିଥିଲା ଲିଙ୍ଗ ନିରୂପଣ

କଟକ,୧୪ା୯ (କାର୍ତ୍ତିକ ସାହୁ)କଟକ ସହରରେ ମାଳ ମାଳ କ୍ଲିନିକ୍‌ ଓ ଡାଇଗ୍ନୋଷ୍ଟିକ୍‌ ସେଣ୍ଟର ଖୋଲିଛି। ସେଠାରେ ବେଆଇନ ଭାବେ ଲିଙ୍ଗ ନିରୂପଣ କରାଯାଉଛି। ହେଲେ ପ୍ରମାଣ ଅଭାବରୁ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରୁ ନ ଥିଲା। ଖବରପାଇ ବୁଧବାର…

ଏଥର କୈଳାସ ପର୍ବତ, ହାଓଡା ଷ୍ଟେଶନ ତୋରଣ

କଟକ,୧୪।୯(ସୁପ୍ରିୟା ପ୍ରିୟଦର୍ଶିନୀ)ଆସନ୍ତା ୧୯ରେ ଗଣେଶ ପୂଜା। ଏଥିପାଇଁ ଚଳଚଞ୍ଚଳ ହୋଇଛି କଟକ ସହର। ବିଭିନ୍ନ କ୍ଲବ ପକ୍ଷରୁ ପ୍ରସ୍ତୁତି କାର୍ଯ୍ୟ ଜୋର୍‌ସୋର୍‌ରେ ଆଗେଇ ଚାଲିଛି। ସହରରେ ନୂଆପଡାର ଗଣେଶ ପୂଜା ବେଶ୍‌ ପ୍ରସିଦ୍ଧ। ଏଠାକାର ତୋରଣ ଦେଖିବାକୁ ଲୋକଙ୍କ ଭିଡ ଜମିଥାଏ।…

ଶ୍ରୀମନ୍ଦିର ନାଟମଣ୍ଡପ ତୁରନ୍ତ ମରାମତି କରାଯାଉ

କଟକ,୧୨ା୯(କାର୍ତ୍ତିକ ସାହୁ):ପୁରୀ ଶ୍ରୀମନ୍ଦିର ନାଟମଣ୍ଡପ ତୁରନ୍ତ ମରାମତି ପାଇଁ ହାଇକୋର୍ଟରେ ରୁଜୁ ମାମଲାର ମୂଳ ଆବେଦନକାରୀ ଅଭିଷେକ ଦାସ ସୋମବାର ଏକ ମିସ୍‌କେସ୍‌ ରୁଜୁ କରିଛନ୍ତି। ଏଥିରେ ସେ ଶ୍ରୀମନ୍ଦିରର ସୁରକ୍ଷା ପାଇଁ ନାଟମଣ୍ଡପ ମରାମତି ତୁରନ୍ତ ଆବଶ୍ୟକ ବୋଲି ଦର୍ଶାଇଛନ୍ତି…

ସୋମପୁର-କିଶୋର ନଗର ରାସ୍ତା ବିପର୍ଯ୍ୟସ୍ତ

କଟକ ସଦର,୧୧ା୯(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ସୋମପୁର-କିଶୋର ନଗର ରାସ୍ତାର କେଶନଗର ବଜାର ନିକଟ କିଛି ଅଂଶରେ ପାଣି ଜମି ରହି ପ୍ରବଳ କାଦୁଅ ହୋଇଛି। ଏଥିଯୋଗୁ ଯାତାୟାତରେ ଅସୁବିଧା ହେଉଛି। ଏହାର ପ୍ରତିବାଦରେ ରବିବାର କେତେଜଣ…

ନୂଆ ପୁରୁଣା ଗୀତରେ ଦୁଲୁକିବ ମେଲୋଡି ମଞ୍ଚ

କଟକ,୭ା୯(ସୁପ୍ରିୟା ପ୍ରିୟଦର୍ଶିନୀ)ଗଣେଶ ପୂଜାରୁ ଆରମ୍ଭ ହୋଇଯିବ ପାର୍ବଣ ଋତୁ। ନୂଆ ପୁରୁଣା ଗୀତ ସହ ବାଦ୍ୟଯନ୍ତ୍ରର ଧୂମଧଡ଼ାକ ଶୁଣିବାକୁ ମିଳିବ। ଏଥିପାଇଁ ଗାୟିକା ଗାୟକମାନଙ୍କର ଚାହିଦା ଏବେ କାହିଁରେ କେତେ। ଆଉ କିଛି ଦିନ ପରେ ଗଣେଶ ପୂଜା ଥିବାରୁ ଜୋରସୋର…

ଫାଙ୍କା ଗୁଳିଚାଳନା କରି ସୁନା ବ୍ୟବସାୟୀଙ୍କ ଠାରୁ ଲୁଟ୍‌

କଟକ/କଟକ ସଦର, ୭ା୯(କାର୍ତ୍ତିକ ସାହୁ/ସୁଶାନ୍ତ କୁମାର ଜେନା)ସ୍ପଷ୍ଟ ଦିବାଲୋକରେ ଜଣେ ସୁନା ବ୍ୟବସାୟୀଙ୍କଠାରୁ ଲୁଟ୍‌ କରିଛନ୍ତି ୪ ଦୁର୍ବୃତ୍ତ। ଫାଙ୍କା ଗୁଳିଚାଳନା କରି ସେମାନେ ବ୍ୟବସାୟୀଙ୍କୁ ଭୟଭୀତ ମଧ୍ୟ କରିଛନ୍ତି। ବନ୍ଧୁକ ମୁନରେ ଲୁଟି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା, ରୁପା…

ବ୍ଲାଙ୍କ ଫାୟାରିଂ କରି ଲୁଟିନେଲେ ୨୫ ହଜାର ଟଙ୍କା ସହ ସୁନା ଗହଣା

କଟକ,୬।୯: କଟକ କନ୍ଦରପୁର ଥାନା ମତଗଜପୁରରେ ବ୍ଲାଙ୍କ ଫାୟାରିଂ କରି ଲୁଟ୍‌ ହୋଇଛି। ୩ଟି ବାଇକ୍‌ରେ ୭ ଦୁର୍ବୃତ୍ତ ଆସି ବ୍ଲାକ ଫାୟାରିଂ କରି ୨୫ ହଜାର ଟଙ୍କା ସହ ସୁନା ଗହଣା ଲୁଟି ନେଇଛନ୍ତି । ଏ ନେଇ କନ୍ଦରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?