ପରୀକ୍ଷା ଚାଲୁଥିବା ବେଳେ ଖସିଗଲା ସିଲିଂ ଫ୍ୟାନ୍: ୨ ଛାତ୍ର ଆହତ
ଆଠଗଡ଼,୧୮।୪ (ଡି.ଏନ୍.ଏ): କଟକ ଆଠଗଡସ୍ଥିତ ଗୋପବନ୍ଧୁ ବିଜ୍ଞାନ ମହାବିଦ୍ୟାଳୟରେ ମଙ୍ଗଳବାର ଏକ ଅଭାବନୀୟ ଘଟଣାଘଟିଛି। ପରୀକ୍ଷା ଚାଲୁଥିବା ସମୟରେ ବୁଲୁଥିବା ସିଲିଂ ଫ୍ୟାନ ଖସି ପଡି ୨ ଛାତ୍ର ଆହତ ହୋଇଛନ୍ତି। ସେମାନେ ହେଲେ ସମୀର ସେଠୀ ଓ ତାପସ...
ଏସ୍ସିବିରେ ରକ୍ତ କର୍କଟ ରୋଗୀଙ୍କ ଜଟିଳ ପରୀକ୍ଷା ସୁବିଧା ନାହିଁ
କଟକ ଅଫିସ,୧୮ା୪: ଜଣେ ଗରିବ ରକ୍ତ କର୍କଟ ରୋଗୀଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ। ସରକାର ଲୋକଙ୍କୁ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇ ଦେଉଥିବାବେଳେ ବିଶ୍ୱସ୍ତରୀୟ ପଥରେ ଅଗ୍ରସର ହେଉଥିବା ଏସ୍ସିବି ମେଡିକାଲରୁ ଏଭଳି ରୋଗୀଟିଏ ଫେରିଯିବା ଅତ୍ୟନ୍ତ ଦୁଃଖଦ ପରିସ୍ଥିତି...
କେନାଲରେ ପାଣି ନାହିଁ,ଖୋଲୁନି ଜଳଛତ୍ର
ନିଶ୍ଚିନ୍ତକୋଇଲି,୧୭।୪(ସ୍ବ.ପ୍ର.): ଏପ୍ରିଲ ମାସରୁ ରାଜ୍ୟରେ ଅସହ୍ୟ ଗରମ ଅନୁଭୂତ ହେଉଛି। ଏପରିକି ଦିନେ ଦୁଇ ଦିନ ହେବ ସତେଯେପରି ଆକାଶରୁ ଅଗ୍ନି ବର୍ଷା ହେଉଛି। ଏଭଳିସ୍ଥିତିରେ ନିଶ୍ଚିନକୋଇଲିରେ ନଈ ପୋଖରୀ ଓ କେନାଲରେ ପାଣି ଶୁଖି ଜଳ ପତନ କମିଯାଇଛି।...
ଓଏଚ୍ଆର୍ସିରେ ଜନସ୍ବାର୍ଥ ମାମଲା
କଟକ ଅଫିସ,୧୮ା୪: ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରାବେଳେ ଘଟିଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ରାଜ୍ୟ ମାନବାଧିକାର କମିଶନ୍(ଓଏଚ୍ଆର୍ସି)ଙ୍କ ନିକଟରେ ଏକ ଜନସ୍ବାର୍ଥ ମାମଲା ସୋମବାର ଦାଏର ହୋଇଛି। ଆବେଦନକାରୀ ଶିବଶଙ୍କର ମହାନ୍ତି ଏହି ମାମଲା ଦାଏର କରିଛନ୍ତି। ମାମଲାର ବିବରଣୀରୁ...
ଖାରଜ କଲେ ହାଇକୋର୍ଟ
କଟକ ଅଫିସ,୧୮ା୪: ବାଲେଶ୍ୱର ଏମ୍ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ବିରୋଧରେ ନିର୍ବାଚନୀ ଅନିୟମିତତା ନେଇ ଆଗତ ମାମଲାକୁ ହାଇକୋର୍ଟ ସୋମବାର ଖାରଜ କରିଛନ୍ତି। ୩ଟି ଧାର୍ଯ୍ୟ ତାରିଖରେ ମାମଲାର ଶୁଣାଣିବେଳେ ଆବେଦନକାରୀ ଅନୁପସ୍ଥିତ ଥିବାରୁ ବିଚାରପତି ଦେବବ୍ରତ ଦାଶଙ୍କ ଖଣ୍ଡପୀଠ...
ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ବସ୍
କଟକ ଅଫିସ,୧୭।୪: ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ବସ୍। ଏଭଳି ଘଟଣା ଦେଖିବାକୁ ମିଳିଛି କଟକ ଲିଙ୍କରୋଡ଼ ଠାରେ। ଖବରପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଲାଗି ପଡ଼ିଛନ୍ତି। ଏଥିରେ କେହି ମୃତାହତ ହୋଇ ନ...
ଖରାରେ ବାଦୁଡ଼ି ଛଟପଟ
ବାଙ୍କୀ,୧୭ା୪(ସ୍ବ.ପ୍ର.): ବାଙ୍କୀ ବ୍ଲକ ଅନ୍ତର୍ଗତ ବୈଦ୍ୟେଶ୍ୱରସ୍ଥିତ ପ୍ରଭୁ ସିଂହନାଥ ଦେବଙ୍କ ପୀଠ ପରିସରରେ ଥିବା ବିଭିନ୍ନ ଗଛ ଯଥା ଦେବଦାରୁ, ଜାମୁ ଓ ଅନ୍ୟାନ୍ୟ ଗଛରେ ବହୁ ପରିମାଣରେ ବାଦୁଡି ଦୀର୍ଘଦିନ ହେବ ରହିଆସୁଛନ୍ତି । ଚଳିତ ବର୍ଷ ପ୍ରଚଣ୍ଡ...
ଚେକ୍ ଡ୍ୟାମ୍ ନିର୍ମାଣକୁ ବିରୋଧ: କାମ ବନ୍ଦ କଲେ ଲୋକେ
ମାହାଙ୍ଗା,୧୭ା୪(ସ୍ବ.ପ୍ର.): ଛତିଆ-ସାଲେପୁର ପୂର୍ତ୍ତରାସ୍ତାର କଇଥା-ଚମ୍ପାପୁର ଗେଙ୍ଗୁଟି ନଦୀ ପୋଲ ନିକଟରେ ଚେକ୍ ଡ୍ୟାମ ନିର୍ମାଣ କାର୍ଯ୍ୟକୁ ବିରୋଧ କରି ରବିବାର ଲୋକେ କାମ ବନ୍ଦ କରିଦେଇଛନ୍ତି। ମାହାଙ୍ଗା ବ୍ଲକ କଇଥା ପଞ୍ଚାୟତ ଅନ୍ତର୍ଗତ ଆନନ୍ଦବଜାରଠାରେ ଗେଙ୍ଗୁଟି ନଦୀର ପୋଲ ନିକଟରେ...
ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ଅଣଛାତ୍ରଙ୍କ ଆତଙ୍କରାଜ
କଟକ ଅଫିସ,୧୭ା୪: କିଛି ଦିନର ବ୍ୟବଧାନ ପରେ ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ପୁଣି ଥରେ ଅଣଛାତ୍ରଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ହଷ୍ଟେଲ ଅନ୍ତେବାସୀଙ୍କୁ ଅଣଛାତ୍ରମାନେ ଆକ୍ରମଣ କରିବା ଘଟଣାକୁ ନେଇ ବିଶ୍ୱବିଦ୍ୟାଳୟ ପରିସରରେ ରବିବାର ଉତ୍ତେଜନା ଦେଖିବାକୁ ମିଳିଥିଲା। ଏ ନେଇ...
ଯୋଜନାରେ ସୀମିତ ବିଶ୍ୱନାଥ ପଣ୍ଡିତ କେନ୍ଦ୍ରୀୟ ପାଠାଗାର
କଟକ ଅଫିସ,୧୫।୪: ବିଶ୍ୱନାଥ ପଣ୍ଡିତ କେନ୍ଦ୍ରୀୟ ପାଠାଗାର ଅତ୍ୟାଧୁନିକ ହେବ। ପାଠାଗାରରେ ଇ-ଲାଇବ୍ରେରି ସୁବିଧା ରହିବ। ଏକାବେଳେ ୫୦୦ ଜଣ ବସି ପାଠ ପଢିଲା ଭଳି ହଲ୍ ନିର୍ମାଣ କରାଯିବ। ବସିବା ଓ ପଢିବା ପାଇଁ ଅଲଗା ପ୍ରକୋଷ୍ଠ, ବରିଷ୍ଠ...
ରେଳ ଚଳାଚଳ ଅଢ଼େଇ ଘଣ୍ଟା ବ୍ୟାହତ
କଟକ ଅଫିସ,୧୫।୪: ବାଙ୍ଗିରିପୋଷି-ଭୁବନେଶ୍ୱର ସୁପରଫାଷ୍ଟ ଏକ୍ସପ୍ରେସ୍ ଟ୍ରେନ୍ (୧୨୮୯୧)ରେ ଶୁକ୍ରବାର ଯାନ୍ତ୍ରିକ ତ୍ରୁଟି ଯୋଗୁ ପ୍ରାୟ ଅଢ଼େଇ ଘଣ୍ଟା ଧରି ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। କଟକ ରେଳଷ୍ଟେଶନର ୫ ନମ୍ବର ପ୍ଲାଟଫର୍ମରେ ଗାଡ଼ିଟି ଅଟକି ରହିବା ହେତୁ ଅପ୍...
ପୁଞ୍ଜିଲାଲ ମେହେର ଜାମିନ୍ ଆବେଦନ ମାମଲା: ସରକାରଙ୍କୁ ରିପୋର୍ଟ ମାଗିଲେ ହାଇକୋର୍ଟ
କଟକ ଅଫିସ,୧୪ା୪: ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ସୂତ୍ରଧର ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କ ଜାମିନ ଆବେଦନର ଶୁଣାଣି ଗୁରୁବାର ହୋଇଛି। ପୁଞ୍ଜିଲାଲ ପିଏଚ୍ଡି ଥେସିସ ଦାଖଲ କରିବା ନିମନ୍ତେ ୩ ମାସ ଜାମିନରେ ଯିବା...
Archives


