ପୋଖରୀରେ ବିଷ ପକାଇ ମାଛ ମାରିଦେଲେ
ନିଶ୍ଚିନ୍ତକୋଇଲି,୩୦।୫(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନତକାଇ ପଞ୍ଚାୟତରେ ଏକ ପୋଖରୀରେ କୌଣସି ଦୁର୍ବୃତ୍ତ ବିଷ ପକାଇ ଲକ୍ଷାଧିକ ଟଙ୍କାର ମାଛ ମାରିଦେଇଥିବା ଅଭିଯୋଗ ହୋଇଛି। ଏହାକୁ ଭିତ୍ତି କରି ପୋଲିସ ଥାନାରେ ମାମଲା (ନଂ. ୯୬/୨୩) ରୁଜୁ କରି ତଦନ୍ତ…
କେନାଲକୁ ଖସିଲା କାର୍, ଜଣେ ମୃତ
କଟକ ଅଫିସ,୨୯ା୫: କଟକ ତାଳଦଣ୍ଡା କେନାଲକୁ ସୋମବାର ଏକ କାର୍ ଭାରସାମ୍ୟ ହରାଇ ଖସିପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି। କଲ୍ୟାଣନଗର ପାର୍ଶ୍ୱସ୍ଥ ତାଳଦଣ୍ଡା କେନାଲ ଭିତରକୁ କାର୍ଟି ଖସିପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି…
ମଦ୍ରାସାରେ ନିର୍ଯାତନା ଅଭିଯୋଗ: ଚାଲିକି ଯାଉଥିଲେ ଘର
ନିଶ୍ଚିନ୍ତକୋଇଲି,୨୮।୫(ସ୍ବ.ପ୍ର.): କଟକ ଜିଲା ସୁକରପଡ଼ାରେ ଥିବା ଏକ ମଦ୍ରାସାରେ ପିଲାଙ୍କୁ ମାଡ଼ ମାରିବା ସହ ଘର ଲୋକଙ୍କ ସହ କଥାକରାଇ ନ ଦେବା ଏହିପରି ବିଭିନ୍ନ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଛି। ଫଳରେ ଶନିବାର ବିଳମ୍ବିତ ରାତିରେ ମାଡ୍ରାଶାରୁ ୬ଜଣ ଛାତ୍ର…
ଖାଇବା ତେଲ ବ୍ୟବସାୟ ନଁାରେ ୬୩.୯୪ ଲକ୍ଷ ଠକେଇ
କଟକ ଅଫିସ,୨୮ା୫: ଦିନକୁ ଦିନ ନୂଆ ନୂଆ ତରିକାରେ ଠକେଇ ହେଉଛି। ଯାହାର ଶିକାର ହେଉଛନ୍ତି ବଡ଼ ବଡ଼ ବ୍ୟବସାୟୀ। ଖାଇବା ତେଲ ବ୍ୟବସାୟ ନଁାରେ ୬୩.୯୪ ଲକ୍ଷ ଟଙ୍କାର ଠକେଇ ହୋଇଛି। ବିହାର-ଓଡ଼ିଶା ଆନ୍ତଃରାଜ୍ୟ ଠକ ଏଭଳି କାରବାରରେ କାର୍ପଟ୍ଦାର…
ଆଜି ବିଶ୍ୱ ହକର ଦିବସ
କଟକ ଅଫିସ,୨୬।୫: ସମଗ୍ର ବିଶ୍ୱରେ ମେ ୨୬ ତାରିଖ ବିଶ୍ୱ ହକର ଦିବସ ରୂପେ ପାଳିତ ହେଉଛି। ଖବରକାଗଜ ସଂସ୍ଥାଠାରୁ ଆରମ୍ଭ କରି ବିଭିନ୍ନ କ୍ଷେତ୍ରରେ ହକରମାନେ ନିଜର ସ୍ଥିତି ବଜାୟ ରଖି ଚାଲିଛନ୍ତି। କରୋନା ସମୟରେ ଖବରକାଗଜ ବିତରକମାନେ ଜୀବନକୁ…
ପୁଣି ଭାଙ୍ଗିଲା ୫-ଟି ସ୍କୁଲ ପାଚେରି
ନରସିଂହପୁର,୨୫ା୫(ସ୍ବ.ପ୍ର.): ନରସିଂହପୁର ସଦର ମହକୁମାରେ ଥିବା ସର୍ବପୁରାତନ ଅନନ୍ତ ନାରାୟଣ ଉଚ୍ଚ ବିଦ୍ୟାଳୟ ୫-ଟି ରୂପାନ୍ତରିତ କରାଯାଇଛି। ସାମାନ୍ୟ ବର୍ଷାରେ ସ୍କୁଲର ସମ୍ମୁଖ ଭାଗ ୩୦ ମିଟର ଲମ୍ବା ପାଚେରି ବୁଧବାର ଭୁଶୁଡ଼ି ପଡ଼ିଛି। ଦୀର୍ଘବର୍ଷର ପୁରୁଣା ପାଚେରିରେ ଠିକାଦାର ରଙ୍ଗ…
୨୬ରେ ରେଭେନ୍ଶା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ
କକଟକ ଅଫିସ,୨୫ା୫: ଆସନ୍ତା ୨୬ ତାରିଖରେ ରେଭେନ୍ଶା ବିଶ୍ୱବିଦ୍ୟାଳୟର ଦ୍ୱାଦଶତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ। ଏହାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ବୁଧବାର ବିଶ୍ୱବିଦ୍ୟାଳୟ ପରିସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସମାବର୍ତ୍ତନ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ…
ଅଲ୍ ପାସ୍ ସ୍ବରରେ କମ୍ପିଲା ବୈଠକ
କଟକ ଅଫିସ,୨୫ା୫: କଟକ ମହାନଗର ନିଗମ(ସିଏମ୍ସି)ର ବିଜୁଭବନସ୍ଥିତ ବିଶ୍ୱନାଥ ପଣ୍ଡିତ ସମ୍ମିଳନୀ କକ୍ଷରେ ବୁଧବାର ସିଏମ୍ସି କାଉନ୍ସିଲ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ମେୟର ସୁବାସ ସିଂ ଗୁଣ୍ଡାରାଜ କରୁଛନ୍ତି ବୋଲି ଭାଜପା…
ଜୁଲାଇ ୩ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା
କଟକ ଅଫିସ,୨୪ା୫: ଆସନ୍ତା ଜୁଲାଇ ୩ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ ବୋଲି ବୋର୍ଡ ପକ୍ଷରୁ ସୋମବାର ଘୋଷଣା କରାଯାଇଛି। ଏଥିନିମନ୍ତେ ମେ’ ୨୬ରୁ ଜୁନ୍ ୧ ପର୍ଯ୍ୟନ୍ତ ଫର୍ମଫିଲପ୍ କରାଯିବ। ଇଚ୍ଛୁକ ଥିବା ଛାତ୍ରୀଛାତ୍ର ଫର୍ମଫିଲପ୍ କରି ପରୀକ୍ଷା ଦେଇପାରିବେ।…
ବଦଳିଲା ମାଟ୍ରିକ ପରୀକ୍ଷା ଢାଞ୍ଚା
କଟକ ଅଫିସ,୨୪ା୫: ମାଟ୍ରିକ ପରୀକ୍ଷା ଢାଞ୍ଚା ବଦଳିଥିବା ବୋର୍ଡ ପକ୍ଷରୁ ବୁଧବାର ଘୋଷଣା କରାଯାଇଛି। ବୋର୍ଡ ସଭାପତି ରାମାଶିଷ ହାଜରା ଏକ ପ୍ରେସ୍ମିଟ୍ରେ ଏହା ପ୍ରକାଶ କରିଛନ୍ତି। କରୋନା ପାଇଁ ସମ୍ମେଟିଭ୍ ପରୀକ୍ଷା ବ୍ୟବସ୍ଥା ହୋଇଥିଲା। ଏଣିକି ପୁରୁଣା ପଦ୍ଧତିରେ ପୁଣି…
ଇଟାଭାଟି, ହୋଟେଲ, ଦୋକାନରେ ଚଢ଼ାଉ
କଟକ ଅଫିସ, ୨୪।୫: କଟକ ମହାନଗର ନିଗମ(ସିଏମ୍ସି) ଅଞ୍ଚଳର ବିଭିନ୍ନ ସ୍ଥାନରେ ଥିବା ହୋଟେଲ, ରେଷ୍ଟୁରାଣ୍ଟ, ନର୍ସିଂହୋମ୍ ଓ ଅନ୍ୟାନ୍ୟ ଦୋକାନରେ କିଛିଦିନ ହେବ ଚଢ଼ାଉ ଜାରି ରହିଛି। ଦୋକାନରେ ଥିବା ଖାଦ୍ୟର ମାନ ଯାଞ୍ଚ କରାଯାଉଛି। ବାସିଖାଦ୍ୟ ଥିବା ଜଣାପଡ଼ିବା…
ଟୋଲଗେଟ୍ କର୍ମଚାରୀ-ପର୍ଯ୍ୟଟକ ଗଣ୍ଡଗୋଳ
ଆଠଗଡ଼,୨୪।୫(ସ୍ବ.ପ୍ର.): କଟକ ଜିଲା ଆଠଗଡ଼ ଥାନା ମୁଣ୍ଡଳୀ ମହାନଦୀ ବ୍ରିଜ ଟୋଲ ଗେଟ୍ରେ କର୍ମଚାରୀଙ୍କ ସହ ୨ ବସ୍ ଚାଳକ ଓ ପର୍ଯ୍ୟଟକଙ୍କ ଗଣ୍ଡଗୋଳ ହୋଇଛି। ଏଥିରେ ଉଭୟ ପକ୍ଷରୁ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଛତିଶଗଡ଼ର ୪…
Archives


