ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ନିର୍ଦ୍ଦେଶ
କଟକ ଅଫିସ,୨୬।୪: ଓଡ଼ିଶା ରାଜ୍ୟ ଖାଦ୍ୟ ଆୟୋଗରେ ୫ ସଦସ୍ୟ ପଦ ଖାଲି ପଡ଼ିବା ସମ୍ପର୍କିତ ଏକ ଜନସ୍ବାର୍ଥ ମାମଲାରେ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ଜବାବ ମାଗିଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍. ମୁରଲୀଧର ଓ ବିଚାରପତି ଗୌରୀଶଙ୍କର ଶତପଥୀଙ୍କ ଖଣ୍ଡପୀଠ…
ପଙ୍କୋଦ୍ଧାର ବିଳମ୍ବକୁ ନେଇ ଅସନ୍ତୋଷ
କଟକ ଅଫିସ,୨୬।୪: କଟକ ମହାନଗର ନିଗମ(ସିଏମ୍ସି)ର ବିଭିନ୍ନ ଓ୍ବାର୍ଡରେ ଦୁଇଟି ପର୍ଯ୍ୟାୟରେ ପଙ୍କୋଦ୍ଧାର କରାଯିବା କଥା। ଏଥିପାଇଁ ୩ଟି ଘରୋଇ ସଂସ୍ଥା(ମଞ୍ଜୁ, ପ୍ରତ୍ୟୁଷ ଓ ଜାଗୃତି)କୁ ଦାୟିତ୍ୱ ଦିଆଯାଇଛି। ହେଲେ ଏପ୍ରିଲ ମାସ ଶେଷ ହେବାକୁ ବସିଥିବାବେଳେ ପ୍ରଥମ ପର୍ଯ୍ୟାୟ ପଙ୍କୋଦ୍ଧାର…
ମାଟ୍ରିକ୍ ସାମାଜିକ ବିଜ୍ଞାନ ପ୍ରଶ୍ନପତ୍ରରେ ତ୍ରୁଟି ପ୍ରସଙ୍ଗ: ‘ବି’ ସେଟ୍ ପରୀକ୍ଷାର୍ଥୀଙ୍କୁ ୧୭ ମାର୍କ ମିଳିବା ଖବର ମିଥ୍ୟା: ରାମାଶିଷ
‘ବି’ ସେଟ୍ ପରୀକ୍ଷାର୍ଥୀଙ୍କୁ ୧୭ ମାର୍କ ମିଳିବା ଖବର ମିଥ୍ୟା: ରାମାଶିଷ କଟକ ଅଫିସ,୨୫ା୪- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷ ମାଟ୍ରିକ୍ ପରୀକ୍ଷାରେ ମୁଦ୍ରଣ ଜନିତ ତ୍ରୁଟି ପାଇଁ ସାମାଜିକ ବିଜ୍ଞାନ ‘ବି’ ସେଟ୍ ଛାତ୍ରୀଛାତ୍ରଙ୍କୁ ୧୭…
ମେ ପହିଲାରୁ ବଢ଼ିବ ଛେନା ଓ ପନିର୍ ମୂଲ୍ୟ
କଟକ ଅଫିସ,୨୫।୪: ଆସନ୍ତା ମେ ପହିଲାରୁ ଦୁଗ୍ଧ ଜାତ ଦ୍ରବ୍ୟ ଛେନା, ପନିର୍ ଓ ଖୁଆର ମୂଲ୍ୟ ମହଙ୍ଗା ହେବ। କଟକ ଜିଲା ଦୁଗ୍ଧଜାତ ଦ୍ରବ୍ୟ ବ୍ୟବସାୟୀ ସଙ୍ଘର ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି। ଓମ୍ଫେଡ କ୍ଷୀର ଲିଟର ପ୍ରତି…
ରତ୍ନଭଣ୍ଡାର ଚାବି ହଜିବା ଘଟଣା: ଦୁଇପକ୍ଷଙ୍କୁ ହାଇକୋର୍ଟଙ୍କ ନୋଟିସ
କଟକ ଅଫିସ,୨୫।୪: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ଯେଉଁ ନ୍ୟାୟିକ ତଦନ୍ତ ହୋଇଥିଲା, ତାର ରିପୋର୍ଟ ସାର୍ବଜନୀନ କରିବା ଉଦ୍ଦେଶ୍ୟରେ ଦାୟର ମାମଲାର ମଙ୍ଗଳବାର ଶୁଣାଣି ହୋଇଛି । ମାମଲାର ଦୁଇ ପକ୍ଷ ମୁଖ୍ୟ ଶାସନ ସଚିବ ଏବଂ ଆଇନ…
ବାଣୀପଦାରେ ପାଉଁଶ ନ ପକାଇବାକୁ ଦାବି
ମଙ୍ଗୁଳି-ଜଗତପୁର, ୨୫।୪(ଡି.ଏନ୍.ଏ.): ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅଧୀନ ବାଣୀପଦା ପଞ୍ଚାୟତର ସୀମାନ୍ତରେ ଦୀର୍ଘ ମାସ ହେବ ଚୌଦ୍ୱାରସ୍ଥିତ ଏକ ଘରୋଇ କମ୍ପାନୀରୁ ବାହାରୁଥିବା କୋଇଲା ପାଉଁଶ ପକାକୁ ବିରୋଧ କରି ଏଠାରେ ନ ପକାଇବାକୁ ଦାବି ହୋଇଛି। ଏ ନେଇ ସ୍ଥାନୀୟ ସମିତି…
ହରିଣଙ୍କ ସ୍ବାସ୍ଥ୍ୟ ପ୍ରଭାବିତ ହେବା ଆଶଙ୍କା
କଟକ ଅଫିସ,୨୫ା୪: କଟକ ମହାନଗର ନିଗମ (ସିଏମ୍ସି) ଅନ୍ତର୍ଗତ ତୁଳସୀପୁର ବିଜୁ ପଟ୍ଟନାୟକ ରୋଡ୍ର ମହାନଦୀ ବନ୍ଧ ସନ୍ନିକଟରେ ଡିଅର ପାର୍କ ଅବସ୍ଥିତ। ଏହି ପାର୍କରେ ସ୍ବଳ୍ପ ସ୍ଥାନରେ ୨୫୦ରୁ ଅଧିକ ହରିଣ ରହିଛନ୍ତି। ପ୍ରତ୍ୟେକ ଦିନ ଏଠାକୁ ହରିଣ ଦେଖିବା…
ଜିଲାପାଳ, ଏସ୍ପିଙ୍କୁ ଜବାବ ମାଗିଲେ ଓଏଚ୍ଆର୍ସି
କଟକ ଅଫିସ,୨୫ା୪: ସମ୍ବଲପୁରରେ ହନୁମାନ ଜୟନ୍ତୀବେଳେ ସଂଘଟିତ ଗୋଷ୍ଠୀ ସଂଘର୍ଷ ମାମଲାରେ ଜିଲାପାଳ ଏବଂ ଏସ୍ପି ଜବାବ ଦାଖଲ କରିବାକୁ ସୋମବାର ଓଡ଼ିଶା ମାନବ ଅଧିକାର କମିଶନ୍ (ଓଏଚ୍ଆର୍ସି) ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ଆବେଦନ ଆଧାରରେ ସମ୍ବଲପୁର ସହରରେ ଇଣ୍ଟରନେଟ୍ ସଂଯୋଗ…
ବାଣପୁର ଆଇଆଇସିଙ୍କୁ ତଦନ୍ତ ନିର୍ଦ୍ଦେଶ
କଟକ ଅଫିସ,୨୪ା୪: ଏକ ପରିବାରକୁ ବାସନ୍ଦ କରାଯାଇଥିବା ନେଇ ପୋଲିସର ନିଷ୍କ୍ରିୟତା ବିରୋଧରେ ଆଗତ ମାମଲାରେ ବାଣପୁର ଥାନା ଆଇଆଇସିଙ୍କୁ ହାଇକୋର୍ଟ ଉପଯୁକ୍ତ ତଦନ୍ତ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ବିଚାରପତି ଏସ୍. କେ. ପାଣିଗ୍ରାହୀ ମାମଲାର ଶୁଣାଣି କରି…
ଘର ଭାଙ୍ଗିଲା, ଧାନ ଖାଇଲା
ଖୁଣ୍ଟୁଣୀ,୨୪ା୪(ଡି.ଏନ୍.ଏ.): ଖୁଣ୍ଟୁଣୀ ବନାଞ୍ଚଳରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ଏହାକୁ ନେଇ ଲୋକମାନେ ଭୟଭୀତ ହୋଇପଡିଛନ୍ତି। ଗତ ଦୁଇମାସ ମଧ୍ୟରେ ହାତୀ ୪ ଜଣଙ୍କର ଘର ଭାଙ୍ଗିବା ସହ ଧାନ, ଚାଉଳ ଖାଇ ନଷ୍ଟ କରିଛନ୍ତି। ହେଲେ ହାତୀଙ୍କୁ ସମ୍ପୂର୍ଣ୍ଣମାତ୍ରାରେ ଘଉଡାଇବାରେ…
ପୂର୍ବତନ ଏମ୍ପି ତ୍ରିଲୋଚନ କାନୁନ୍ଗୋଙ୍କ ଶେଷକୃତ୍ୟ ସମ୍ପନ୍ନ
କଣ୍ଟାପଡ଼ା,୨୩।୪(ଡି.ଏନ୍.ଏ.): ଜଗତ୍ସିଂହପୁରର ପୂର୍ବତନ ଏମ୍ପି, ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ଶିକ୍ଷାବିତ୍ ତ୍ରିଲୋଚନ କାନୁନ୍ଗୋଙ୍କର ଶନିବାର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ମସ୍ତିଷ୍କ ଆଘାତରେ ଆକ୍ରାନ୍ତ ହୋଇ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ସକାଳେ ତାଙ୍କର…
ଠିକା କର୍ମଚାରୀଙ୍କୁ ମିଳୁନି ଦରମା
ଚୌଦ୍ୱାର,୨୧ା୪(ଡି.ଏନ୍.ଏ.): ଚୌଦ୍ୱାର ପୌରପାଳିକାରେ କାର୍ଯ୍ୟରତ ୩୦ ଜଣ ଠିକା କର୍ମଚାରୀ ୨ ମାସରୁ ଊର୍ଦ୍ଧ୍ୱ ସମୟ ହେବ ଦରମା ପାଇନାହାନ୍ତି। ଫଳରେ ସେମାନଙ୍କ ପରିବାର ଚଳିବା କଷ୍ଟକର ହୋଇପଡିଛି। ଏ ସମ୍ପର୍କରେ ସେମାନେ ପୌରପାଳିକା ଅଧିକାରୀଙ୍କୁ ଜଣାଇଥିଲେ ସୁଦ୍ଧା କୌଣସି ସୁଫଳ…
Archives


