କଟକ

୬ ପଞ୍ଚାୟତ ବାହ୍ୟଜଗତରୁ ବିଚ୍ଛିନ୍ନ

ବାଙ୍କୀ,୪ା୮(ଜ୍ଞାନେନ୍ଦ୍ର ମୋହନ ମିଶ୍ର): ହୀରାକୁଦରୁ ବନ୍ୟାଜଳ ଛଡ଼ାଯିବା ପରେ ମହାନଦୀର ବାଙ୍କୀଠାରେ ବିପଦ ସଙ୍କେତ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି। ଏଠାରେ ବିପଦ ସଂକେତ ୭.୭୮ମିଟର ଥିବା ବେଳେ ଗୁରୁବାର ସନ୍ଧ୍ୟା ୬ଟା ସୁଦ୍ଧା ୭.୮୧ମିଟର ବନ୍ୟାଜଳ ପ୍ରବାହିତ ହେଉଛି। ବାଙ୍କୀର…

ଧୁରୁଷିଆ-ରମ୍ପାବନ୍ଧରେ ୨୦ ଫୁଟର ଘାଇ, ଦେଢ଼ ହଜାର ହେକ୍ଟର ଚାଷଜମିରେ ପଶିଲା ବନ୍ୟାଜଳ

ଖୁଣ୍ଟୁଣୀ,୩ା୮(ସଚ୍ଚିଦାନନ୍ଦ ପଣ୍ଡା): ୩୬ ଘଣ୍ଟା ଧରି ଲଗାଣ ବର୍ଷା ଯୋଗୁ ସାପୁଆ ନଦୀରେ ବନ୍ୟାଜଳ ପ୍ରବାହିତ ହୋଇ କଟକ ଜିଲାର ଆଠଗଡ଼ର ଧୁରୁଷିଆଠାରେ ରମ୍ପାବନ୍ଧରେ ୨୦ ଫୁଟର ଘାଇ ହୋଇ ବନ୍ୟାଜଳ ମାଡିଯିବାରୁ ଧୁରୁଷିଆ,କଖଡ଼ି, ମଞ୍ଚେଶ୍ୱର, ଅନନ୍ତପୁର ଓ ଘଣ୍ଟିଖାଲ ପଞ୍ଚାୟତର…

ମହାନଦୀ ବନ୍ୟାଜଳ ଘେରରୁ ଜଣେ ଉଦ୍ଧାର, ୧ ନିଖୋଜ

ବଡ଼ମ୍ବା,୩।୮(ମାୟାଧର ମଲ୍ଲିକ )ମହାନଦୀ ମଧ୍ୟଭାଗରେ ଥିବା କୁଦରେ ବୁଧବାର ୨ଜଣ ଗାଈ ଚରାଳିଙ୍କ ସହ ୫୦ରୁ ଊର୍ଦ୍ଧ୍ୱ ଗାଈ ଓ ମେଣ୍ଢା ଫସି ରହି ଯାଇଥିଲେ। ଗାଈ, ମେଣ୍ଢା ଚରାଇବାକୁ ଯାଇଥିବା ବେଳେ ମହାନଦୀର ବନ୍ୟା ଜଳ ବୃଦ୍ଧି ଯୋଗୁ ଏଭଳି…

ଭଟ୍ଟାରିକା ମନ୍ଦିରରେ ପଶିଲା ପାଣି

ବଡ଼ମ୍ବା,୩।୮(ମାୟାଧର ମଲ୍ଲିକ )କଟକ ଜିଲା ବଡ଼ମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ଭଜନ ମଣ୍ଡପ ଓ ମନ୍ଦିରରେ ମହାନଦୀର ପ୍ରଥମ ବନ୍ୟାଜଳ ବୁଧବାର ରାତିରେ ପଶିଛି। ସନ୍ଧ୍ୟା ସୁଦ୍ଧା ମନ୍ଦିର ସମ୍ମୁଖରେ ଥିବା ସମସ୍ତ ପାହାଚ ବୁଡ଼ିଯିବା ସହ ମନ୍ଦିର ବେଢ଼ା…

ମେଡିକାଲ କଲେଜରେ ନାମ ଲେଖାଇବାକୁ କହି ୧୮.୫ ଲକ୍ଷ ଠକେଇ

କଟକ,୩।୮ (କାର୍ତ୍ତିକ ସାହୁ)ମେଡିକାଲ କଲେଜରେ ନାମ ଲେଖାଇବାର ପ୍ରଲୋଭନ ଦେଖାଇ ୧୮.୫ ଲକ୍ଷ ଟଙ୍କାର ଠକେଇ ହୋଇଛି। ଏହି ଠକେଇର ମାଷ୍ଟର ମାଇଣ୍ଡଙ୍କୁ ଓଡ଼ିଶା କ୍ରାଇମବ୍ରାଞ୍ଚ ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବିଷ୍ଣୁପୁର ଥାନା ଅଞ୍ଚଳରୁ ଗିରଫ କରିଛି।…

ପରିବାର ଅଦାଲତରେ ବର୍ଷାଙ୍କ ସାକ୍ଷ୍ୟଗ୍ରହଣ ଶେଷ

କଟକ,୧ା୮ (କାର୍ତ୍ତିକ ସାହୁ):କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦ ମାମଲାର ଶୁଣାଣି କଟକ ପରିବାର ଅଦାଲତରେ ସୋମବାର ହୋଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ବର୍ଷାଙ୍କ ପୂର୍ଣ୍ଣାଙ୍ଗ ସାକ୍ଷ୍ୟ ଗ୍ରହଣ ଶେଷ…

ହାଇକୋର୍ଟରେ ଏଏସ୍‌ଓ ପରୀକ୍ଷା ଅନିୟମିତତା ମାମଲା:ରିଭ୍ୟୁ, ରିଟ୍‌ ପିଟିଶନ ଖାରଜ: କାଏମ ରହିଲା ପୂର୍ବ ନିର୍ଦ୍ଦେଶ

କଟକ,୧ା୮ (କାର୍ତ୍ତିକ ସାହୁ):ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପରୀକ୍ଷା ଅନିୟମିତତା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ହାଇକୋର୍ଟ ବିଚାରପତି ଆଦିତ୍ୟ କୁମାର ମହାପାତ୍ର ପୂର୍ବ ରାୟକୁ କାଏମ ରଖିଛନ୍ତି। ଏଥିସହ ପୂର୍ବ…

ଓଏଏସ୍‌ ରେଜଲ୍ଟ ପ୍ରକାଶ

କଟକ,୩୧ା୭: ସୋମବାର ଓଡ଼ିଶା ସିଭିଲ ସର୍ଭିସ (ଓଏଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ସୁଦେବ କୁମାର ପୃଷ୍ଟି ଓଏଏସ୍‌ ଟପ୍ପର ହୋଇଥିବା ବେଳେ ସୁଚିସ୍ମିତା ପାଣିଗ୍ରାହୀ ଦ୍ୱିତୀୟ ଓ ପ୍ରଣବ ରଞ୍ଜନ ସାହୁ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଏହି ପରୀକ୍ଷାରେ…

ଅନ୍‌ଲାଇନ୍‌ ଖଜଣା ଆଦାୟରେ ସମସ୍ୟା

କଟକ,୩୧।୭ (କାର୍ତ୍ତିକ ସାହୁ):ଜମି ଖଜଣା ଦେବାକୁ ନେଇ ଅଡୁଆରେ ପଡୁଛନ୍ତି ଯୁଗ୍ମଖାତାଧାରୀ। ଅନ୍‌ଲାଇନ୍‌ ଖଜଣା ଦେୟ ବ୍ୟବସ୍ଥାକୁ ନେଇ ଉପୁଜିଛି ସମସ୍ୟା। ଯୁଗ୍ମଖାତାର ଅଂଶୀଦାରମାନେ ନିଜ ଭାଗ ଜମିର ଖଜଣା ଦେଇପାରୁନାହାନ୍ତି। ପୂର୍ବରୁ ଗୋଟିଏ ଖାତାରେ ଅଂଶୀଦାର ଭାବେ ରହିଥିବା ଲୋକମାନେ…

ଅବକାରୀ ଏଏସ୍‌ଆଇ, ଡ୍ରାଇଭରଙ୍କୁ ଗୋଡ଼ାଇ ହାଣିଲେ

ଖୁଣ୍ଟୁଣୀ, ୨୯ା୭ (ସଚ୍ଚିଦାନନ୍ଦ ପଣ୍ଡା): କଟକ ଜିଲା ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ ଡାଳୁଆ ଓ ଖଣ୍ଡୁଆଳି ଗ୍ରାମ ନିକଟ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରେ ବେଆଇନ ଭାବେ ଚାଲିଥିବା ଚୋରା ଦେଶୀ ମଦଭାଟି ଉପରେ ରାଜ୍ୟ ଫ୍ଲାଇଂ ସ୍କ୍ବାଡ୍‌, କଟକ ୟୁନିଟ୍‌-୧ର ମୋବାଇଲ…

ଅବକାରୀ ଏଏସ୍‌ଆଇ, ଡ୍ରାଇଭରଙ୍କୁ ଗୋଡାଇ ହାଣିଲେ

ଖୁଣ୍ଟୁଣୀ, ୨୮ା୭ (ସଚ୍ଚିଦାନନ୍ଦ ପଣ୍ଡା)- କଟକ ଜିଲା ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ ଡାଳୁଆ ଓ ଖଣ୍ଡୁଆଳି ଗ୍ରାମ ନିକଟ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରେ ବେଆଇନ ଭାବେ ଚାଲିଥିବା ଚୋରା ଦେଶୀ ମଦଭାଟି ଉପରେ ରାଜ୍ୟ ଫ୍ଲାଇଂ ସ୍କ୍ବାର୍ଡ, କଟକ ୟୁନିଟ୍‌-୧ର ମୋବାଇଲ…

ଫେବୃୟାରୀ ୨୦ରୁ ମାଟ୍ରିକ ପରୀକ୍ଷା

କଟକ,୨୭ା୭: ଆସନ୍ତାବର୍ଷ ଫେବୃୟାରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ଚାଲିବ। ମାଟ୍ରିକ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ହେବା ନେଇ ମଧ୍ୟ ବୋର୍ଡ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?