କଟକ

କଟକରେ ନକଲି ମୃଦୁ ପାନୀୟ କାରଖାନା

କଟକ ଅଫିସ, ୭ା୫: କଟକ ନକଲି ଓ ଅପମିଶ୍ରିତ କାରବାରର ପେଣ୍ଠସ୍ଥଳ ପାଲଟିଛି। ପୂର୍ବରୁ ବେଆଇନ କାରଖାନାରେ ପୋଲିସ ଚଢ଼ାଉ କରି ନକଲି ସିମେଣ୍ଟ, ଚା, ମସଲା, ଅପମିଶ୍ରିତ ସସ୍‌ ଆଦି ଜବତ କରିଛି। କେତେକ କ୍ଷେତ୍ରରେ କାରଖାନାକୁ ସିଲ୍‌ କରାଯିବା…

ଦେଶରେ ସୁଦୃଢ଼ ହେବ ଇ-କୋର୍ଟ ଭିତ୍ତିଭୂମି: ସିଜେଆଇ

କଟକ ଅଫିସ,୭।୫: ଓଡ଼ିଶା ହାଇକୋର୍ଟ ଭଳି ସୁପ୍ରିମକୋର୍ଟରେ ଇ-କୋର୍ଟ ପ୍ରକଳ୍ପ କାର୍ଯ୍ୟକାରୀ ହେବ। ଏଥିପାଇଁ ତୃତୀୟ ପର୍ଯ୍ୟାୟ ଆକ୍ସନ ପ୍ଲାନ୍‌ କାର୍ଯ୍ୟକାରୀ କରିବା ନିମନ୍ତେ ବୈଷୟିକ ଜ୍ଞାନକୌଶଳର ଉପଯୋଗର ସମ୍ଭାବନାମୟ ଦିଗ ଉପରେ ଆଲୋକପାତ କରିବା ଉଦ୍ଦେଶ୍ୟରେ କଟକସ୍ଥିତ ଜୁଡିସିଆଲ ଏକାଡେମୀଠାରେ…

ଲମ୍ବୁଛି କୈଫି ଖାନ ଠକେଇ କାରନାମା ଚେର: ୮୦ ଆକାଉଣ୍ଟ ଠାବ

କଟକ ଅଫିସ, ୫।୫: ତାନ୍ତ୍ରିକ କୈଫି ଖାନ ଠକେଇ କାରନାମା ଚେର ଯେତେ ଖୋଳାଯାଉଛି ସେତେ ଲମ୍ବୁଛି। ଶୁକ୍ରବାର କୈଫି ଖାନଙ୍କ ୮୦ଟି ଆକାଉଣ୍ଟ ଠାବ ହୋଇଛି। ଯେଉଁଥିରୁ ଲକ୍ଷାଧିକ ଟଙ୍କା ମିଳିଛି। କଟକର ବିଭିନ୍ନ ବ୍ୟାଙ୍କରେ କୈଫିଙ୍କ ଏସବୁ ଆକାଉଣ୍ଟ…

ଗର୍ଭ ନିରୋଧକ ବଟିକା ବିକ୍ରିକୁ ନେଇ ହାଇକୋର୍ଟରେ ମାମଲା

କଟକ ଅଫିସ,୫ା୫: ବିନା ଡାକ୍ତରୀ ପ୍ରେସ୍‌କ୍ରିପ୍‌ସନ୍‌ରେ ଗର୍ଭ ନିରୋଧକ ବଟିକା ବିକ୍ରି ଉପରେ କଟକଣା ଲଗାଇବାକୁ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ଅନିୟନ୍ତ୍ରିତ ଗର୍ଭ ନିରୋଧକ ବଟିକା ସେବନ ଦ୍ୱାରା ମହିଳାଙ୍କଠାରେ କର୍କଟ ରୋଗ ହେବାର ଆଶଙ୍କା ଥିବା…

ରାସ୍ତାଫାଟି ଆଁ, ଗ୍ରାମବାସୀ ଅସନ୍ତୁଷ୍ଟ

ସାଲେପୁର,୫।୫(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା-୨ରେ ମାଛୁଆତି-ପୁରୁଷୋତ୍ତମପୁର ନଈଗୁଆଁ ରାସ୍ତାର ବଲ୍ଲଭପୁର ରାଜସ୍ବ ଗ୍ରାମକୁ ସମ୍ପ୍ରସାରିତ ହୋଇଥିବା ରାସ୍ତା ଫାଟି ଆଁ କଲାଣି। ୧୧ମାସ ତଳେ ନିର୍ମାଣ ହୋଇଥିବା ଏହି ରାସ୍ତାରେ ନିମ୍ନମାନର କଞ୍ଚାମାଲ ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। ଫଳରେ…

ଦୋକାନରେ ଜିଏସ୍‌ଟି ଚଢ଼ାଉ

ଚୌଦ୍ୱାର,୪ା୫(ଡି.ଏନ୍‌.ଏ.): କଟକ ଜିଲା ଚୌଦାର ସହରର କଳିଙ୍ଗ ଛକଠାରେ ଥିବା ବେହେରା ଗ୍ଲାସ ହାଉସ୍‌ ନାମକ ଏକ ଦୋକାନ ଉପରେ ସିଟି ଏବଂ ଜିଏସ୍‌ଟି ଚଢ଼ାଉ ଚାଲିଛି । ଗ୍ରାହକମାନଙ୍କୁ ବିନା ଜିଏସ୍‌ଟି ବିଲ୍‌ରେ ଜିନିଷ ବିକ୍ରି କରୁଥିବା ଅଭିଯୋଗ ଥିଲା।…

ଜବରଦଖଲରେ ଗୋଚର ଜମି

କଟକ ସଦର,୧ା୫(ଡି.ଏନ୍‌.ଏ.): କିଶନନଗର ତହସିଲ ଅନ୍ତର୍ଗତ କେଶନଗର ମୌଜାରେ ଷ୍ଟାଡିୟମ ନିର୍ମାଣ ପାଇଁ କଟକ ଜିଲାପାଳ ୨୫ ଡିସିମିଲ ଜାଗା ଲିଜ୍‌ ଆକାରରେ ପ୍ରଦାନ କରିଛନ୍ତି। ମାତ୍ର ଏହି ଜାଗା ପାର୍ଶ୍ୱରେ ଥିବା ୨ ଏକରରୁ ଊର୍ଦ୍ଧ୍ୱ ଜମିକୁ ଖେଳିବା ପାଇଁ…

ଡିସେମ୍ବର ସୁଦ୍ଧା ପ୍ରକଳ୍ପ ନିର୍ମାଣ ଶେଷ କର

କଟକ ଅଫିସ,୧ା୫: କଟକ ସହରର ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଜାରି ରହିଛି। ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ରବିବାର କଟକ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରିବା ସହ ଉନ୍ନୟନ କାର୍ଯ୍ୟର…

ନିଶା ଖାଇବାକୁ ଟଙ୍କା ନ ଦେବାରୁ ବୃଦ୍ଧ ପିତାଙ୍କୁ ମାରିଲେ ପୁଅ

ଆଠଗଡ଼,୩୦।୪(ସ୍ବ.ପ୍ର.): କଟକ ଜିଲା ଆଠଗଡ଼ ବ୍ଲକ ଅନ୍ତର୍ଗତ ବେଣ୍ଟପଦା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପୁଅ ଅପର୍ତ୍ତି ମହାନ୍ତିଙ୍କ ଲୁହାଛଡ଼ ଆକ୍ରମଣରେ ବୃଦ୍ଧ ପିତା ବାଲୁକେଶ୍ୱର ମହାନ୍ତି (୭୫)ଙ୍କର ମୃତ୍ୟୁ ଘଟିଛି। ଖବରପାଇ ଆଠଗଡ଼ ପୋଲିସ…

ରାସ୍ତା ନିର୍ମାଣରେ ଅନିୟମିିତତା

ନିଶ୍ଚିନ୍ତକୋଇଲି,୩୦।୪(ସ୍ବ.ପ୍ର.) ଗମନାଗମନର ସୁବିଧା ପାଇଁ ସରକାର ରାସ୍ତାଗୁଡିକୁ ପ୍ରଶସ୍ତୀକରଣ ଓ ଦୋହରାକରଣ କରିବା ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ମାତ୍ର ରାସ୍ତା ନିର୍ମାଣ କାର୍ଯ୍ୟ ନିମ୍ନମାନର ହେଉଛି। ଏ ନେଇ ପଞ୍ଚାୟତର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଲିଖିତ…

ଗୁପ୍ତଧନ ଆଶା ଦେଖାଇ ଠକି ନେଇଥିଲେ ୬୨ ଲକ୍ଷ

କଟକ ଅଫିସ,୨୯।୪: କଟକ ସହରରେ ବି ଲୋକେ ଅନ୍ଧବିଶ୍ୱାସରେ ବୁଡ଼ି ରହିଛନ୍ତି। ଗୁଣିଗାରେଡ଼ି ମାଧ୍ୟମରେ ଗୁପ୍ତଧନ ପାଇବା ଆଶାରେ ଠକ ଯୁବକଙ୍କ ହାବୁଡ଼ରେ ପଡ଼ିଥିଲେ ରାଣୀହାଟ ଅଞ୍ଚଳର ଜଣେ ମହିଳା। ତାନ୍ତ୍ରିକ ସାଜି ମହିଳାଙ୍କଠାରୁ ୬୨ ଲକ୍ଷ ଟଙ୍କା ଠକି ନେଇଥିବା ଜଣେ…

ଅଲୋଡ଼ା ମଧୁସୂଦନ ସଂଗ୍ରହାଳୟ

କଟକ ଅଫିସ,୨୮ା୪: ଶୁକ୍ରବାର ମଧୁବାବୁଙ୍କ ଜୟନ୍ତୀ। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ହେଲେ ତାଙ୍କ ସ୍ମୃତିରେ ନିର୍ମାଣ କରାଯାଇଥିବା କଟକ ଚଣ୍ଡୀଛକସ୍ଥିତ ମଧୁସୂଦନ ସଂଗ୍ରହାଳୟ ଏବେ ଅସ୍ଥିତ୍ୱ ହରାଇବାରେ ଲାଗିଛି। ରାତି ପାହିଲେ ଜୟନ୍ତୀ, ହେଲେ ଗୁରୁବାର ସଂଗ୍ରହାଳୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri