ପୋଲିସକୁ ଚକ୍ମା ଦେଇ ବାବା ବେଶରେ ରହୁଥିଲେ
କଟକ ଅଫିସ,୧୦ା୪: ପୋଲିସ ଆଖିରେ ଧୂଳି ଦେଇ ଖସି ବୁଲୁଥିଲେ ହତ୍ୟା ଅଭିଯୁକ୍ତ। ଗିରଫଦାରିରୁ ବର୍ତ୍ତିବା ପାଇଁ ବାବା ବେଶରେ ରହୁଥିଲେ। ଦାଢ଼ି ରଖୁଥିଲେ ଆଉ ଗେରୁଆ ବସ୍ତ୍ର ପିନ୍ଧୁଥିଲେ। ନିଜକୁ ମହିମା ଅଲେଖ ଧାର୍ମିକ ଅନୁଷ୍ଠାନର ଜଣେ ସନ୍ଥ ଭାବେ…
ଖୁଣ୍ଟୁଣୀ ବନାଞ୍ଚଳରେ ଚନ୍ଦକାର ୨୪ ହାତୀଙ୍କ ଉତ୍ପାତ
ଖୁଣ୍ଟୁଣୀ,୧୦ା୪(ଡି.ଏନ୍.ଏ.): ଚନ୍ଦକା ଜଙ୍ଗଲରୁ ଆସିଥିବା ୨୪ ଟିକିଆ ହାତୀପଲ କିଛିଦିନ ହେବ ଖୁଣ୍ଟୁଣୀ ବନାଞ୍ଚଳରେ ପ୍ରବେଶ କରିଛିି। ଏହାକୁ ନେଇ ଧାନ ଓ ପରିବା ଫସଲ କରିଥିବା ଚାଷୀ ଆତଙ୍କିତ ହୋଇପଡିଛନ୍ତି। ହାତୀପଲ ଧାନ ଓ ଆଖୁ ଖାଇବା ସହ ଲୋକଙ୍କ…
ରାଜ୍ୟରେ ପ୍ରଥମ: ରୋଗୀଙ୍କ ଶ୍ୱାସନଳୀରୁ ବାହାରିଲା ଟ୍ୟୁମର
କଟକ ଅଫିସ,୧୦ା୪: କଟକସ୍ଥିତ ଏସ୍ସିବି ମେଡିକାଲର ସିଟିଭିଏସ୍ ବିଭାଗରେ ଏକ୍ମୋ ମେଶିନ ସହାୟତାରେ ଜଟିଳ ଅସ୍ତ୍ରୋପଚାର ଶନିବାର କରାଯାଇଛି। ଜଣେ ୨୧ ବର୍ଷୀୟ ଯୁବକଙ୍କ ଶ୍ୱାସନଳୀକୁ ବନ୍ଦ କରି ରଖିଥିବା ଏକ ଟ୍ୟୁମରକୁ ବାହାର କରିବାରେ ଡାକ୍ତରମାନେ ସଫଳ ହୋଇଛନ୍ତି। ରୋଗୀ…
‘ମଣିଷ ସତ୍ୟର ସନ୍ଧାନୀ ହେଉ’
କଟକ ଅଫିସ,୯।୪: ଭଗବାନଙ୍କ ସୃଷ୍ଟିରେ ମନୁଷ୍ୟକୁ ଅମୃତମୟ ଦୃଷ୍ଟିରେ ଦେଖିବା, ମଧୁର ବାଣୀ ବିତରଣ କରିବା ଏକାନ୍ତ ଆବଶ୍ୟକ। ନିଜ ସୁଖସ୍ବାଚ୍ଛନ୍ଦ୍ୟ ସହିତ ଅନ୍ୟର ସୁଖଦୁଃଖରେ ଭାଗିଦାର ହେବା ଉଚିତ୍। ଏଥିସହ ମଣିଷ ସତ୍ୟର ସନ୍ଧାନୀ ହେବାକୁ ରାଜ୍ୟପାଳ ପ୍ରଫେସର ଗଣେଶୀ…
ଚୌଦ୍ୱାରରୁ ଜର୍ମାନୀ ଯିବେ ସାଇମୀନାକ୍ଷୀ
କଟକ ଅଫିସ,୭ା୪: କଟକ ଜିଲା ଚୌଦ୍ୱାରରୁ ଜର୍ମାନୀ ଯିବେ ସାଇମୀନାକ୍ଷୀ। ଜର୍ମାନୀର ଥାଙ୍ଗାଭେଲ ଦମ୍ପତି ଅନାଥ ଶିଶୁକନ୍ୟା ସାଇମୀନାକ୍ଷୀଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିଛନ୍ତି। ଫଳରେ ସାଇମୀନାକ୍ଷୀଙ୍କ ନୂଆ ଠିକଣା ହୋଇଛି ଜର୍ମାନୀର ଲଣ୍ଡୌଏର ଷ୍ଟ୍ରାବେ-୧୦୦। ଏଥିସହ ସାଇମୀନାକ୍ଷୀ ମାତାପିତା,…
ବର୍ଷାରେ ରାସ୍ତା-ଡ୍ରେନ୍ ଏକାକାର
କଟକ ଅଫିସ,୭ା୪: କାଳବୈଶାଖୀ ପ୍ରଭାବରେ ଗୁରୁବାର ଅପରାହ୍ନରେ କଟକ ସହରର ବିଭିନ୍ନ ସ୍ଥାନରେ ପ୍ରବଳ ବେଗରେ ପବନ ବହିବା ସହ ବର୍ଷା ହୋଇଛି। କେତେକ ସ୍ଥାନରେ ଗଛ ଉପୁଡି ପଡିଥିବା ଦେଖିବାକୁ ମିଳିଛି। ପବନରେ ବାଲିଯାତ୍ରା ଉପର ପଡିଆରେ ପଡିଥିବା ଅନ୍ତର୍ଜାତୀୟ…
ବ୍ୟାଙ୍କ ଡକାୟତି ଯୋଜନା ପଣ୍ଡ, ସାଇରନ ବାଜିବାରୁ ଛୁ ମାରିଲେ ଲୁଟେରା
କଟକ ଅଫିସ,୬ା୪: ତ୍ରିଶୁଳିଆ ନିକଟ ଫକୀରପଡ଼ାରେ ଥିବା ଆଇସିଆଇସିଆଇ ବ୍ୟାଙ୍କକୁ ସ୍ପଷ୍ଟ ଦିବାଲୋକରେ ଲୁଟ୍ କରିବାକୁ ଆସି ଲୁଟେରାମାନେ କର୍ମଚାରୀଙ୍କ ମୁଣ୍ଡରେ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଲକର ଚାବି ମାଗିଥିଲେ। ମାତ୍ର ବ୍ୟାଙ୍କର ସାଇରନ ବାଜିବାରୁ ଲୁଟେରାଙ୍କ ଉଦ୍ୟମ ପଣ୍ଡ…
ଆଧ୍ୟାତ୍ମିକ ଗୁରୁ ଅସୀମାନନ୍ଦ ସରସ୍ବତୀଙ୍କ ପରଲୋକ
କଟକ ଅଫିସ,୪।୪: କଟକ ଚହଟା ସ୍ଥିତ ରାମ ନିଗମେଶ୍ୱର ଆଶୟମରେ ମଙ୍ଗଳବାର ଭୋରରେ ଆଧ୍ୟାତ୍ମିକ ଗୁରୁ ସ୍ବାମୀ ଅସୀମାନନ୍ଦ ସରସ୍ବତୀ ମହାରାଜଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ବର୍ଷ ବୟସ ହୋଇଥିଲା। ବାର୍ଦ୍ଧକ୍ୟ ଜନିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।…
କାର୍ଯ୍ୟାନୁଷ୍ଠାନ ପାଇଁ ଜିଲାପାଳ, କଲେଜ ଅଧ୍ୟକ୍ଷଙ୍କୁ ଦାବିପତ୍ର
ବାଙ୍କୀ,୪ା୪(ସ୍ବ.ପ୍ର.): ବାଙ୍କୀ କଲେଜ ମିନି ଷ୍ଟାଡିୟମ ଗ୍ୟାଲେରି ଉଦ୍ଘାଟନ ହେବାର ୧୦ ଦିନ ମଧ୍ୟରେ ଭୁଶୁଡ଼ିବା ଓ ରାତିରାତି ମରାମତି କରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି। ଏହି କାର୍ଯ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ କରି ବାଙ୍କୀ ଭାଜପା ପକ୍ଷରୁ…
ଚଢ଼ାଉବେଳେ ଖଣି ବିଭାଗ ସ୍କ୍ବାଡ୍ ଟିମ୍କୁ ଆକ୍ରମଣ
ଖୁଣ୍ଟୁଣୀ,୪।୪(ଡି.ଏନ୍.ଏ.): ଖୁଣ୍ଟୁଣୀ ଥାନା ଅନ୍ତର୍ଗତ କୃଷ୍ଣଶ୍ୟାମପୁର (ନୂଆସାହି) ଗ୍ରାମ ସନ୍ନିକଟ ରିଜର୍ଭ ଜଙ୍ଗଲ ପାର୍ଶ୍ୱରେ ବେଆଇନ ଚୋରା କୋଇଲା ଡିପୋ ଉପରେ ସୋମବାର ସାରେ ଖଣି ବିଭାଗର ସ୍କ୍ବାଡ ଓ ଖୁଣ୍ଟୁଣୀ ପୋଲିସ ପକ୍ଷରୁ ମିଳିତ ଭାବେ ଚଢ଼ାଉ କରାଯାଇଛି। ଚଢ଼ାଉ…
ଯାତ୍ରା ଦେଖିବାକୁ ଆସି ମହିଳା ନିଖୋଜ
ଖୁଣ୍ଟୁଣୀ, ୪।୪(ଡି.ଏନ୍.ଏ.): ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ରାଧାଦାମୋଦରପୁର ଗ୍ରାମକୁ ଯାତ୍ରା ଦେଖିବାକୁ ପଡ଼ୋଶୀଙ୍କ ସହିତ ଆସିଥିବା ଜଣେ ମହିଳା ଯାତ୍ରା ପଡିଆରୁ ନିଖୋଜ ଥିବା ତାଙ୍କ ସ୍ବାମୀ ସୋମବାର ଥାନାରେ ଅଭିଯୋଗ କରିଛନ୍ତି। ଗୁରୁଡ଼ିଝାଟିଆ ଥାନା ଡେରା ଗ୍ରାମର ରାଜକିଶୋର ଗୁନ୍ଦୁଆଙ୍କ…
ଅଚଳାବସ୍ଥାରେ ୧୯୩୯ ସ୍କୁଲର ଶୌଚାଳୟ
କଟକ ଅଫିସ,୪ା୪: ଯୋଜନା ପରେ ଯୋଜନା ହେଉଛି, ତଥାପି ସରକାରୀ ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ସଜଡ଼ା ହୋଇପାରୁନାହିଁ। ‘ମୋ ସ୍କୁଲ’ ପରି ଯୋଜନା ମାଧ୍ୟମରେ ପୂର୍ବତନ ଛାତ୍ରୀଛାତ୍ରଙ୍କୁ ସ୍କୁଲ ବିକାଶରେ ସାମିଲ କରାଗଲା। ସରକାର ବି ଅର୍ଥ ଯୋଗାଇଲେ। ତା’ପରେ ବି ବିଶେଷ…
Archives


