କଟକ

କଟକ ଡ୍ରେନ୍‌ ପୁଣି ଜୀବନ ନେଲା

କଟକ,୨୦ା୭(କାର୍ତ୍ତିକ ସାହୁ)ପୁଣି କାଳ ହୋଇଛି ମୁକୁଳା ଡ୍ରେନ୍‌। ଗତ ଶନିବାର ଜଣେ ଯୁବକ ଡ୍ରେନ୍‌ରେ ପଡ଼ି ମୃତ୍ୟୁବରଣ କରିଥିବାବେଳେ ବୁଧବାର ଅପରାହ୍ନରେ ଡ୍ରେନ୍‌ରୁ ଅଳିଆ ସଫା କରୁଥିବାବେଳେ ବୁଡ଼ିଯାଇ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। କଟକ ବକ୍ସିବଜାର ଅନ୍ତର୍ଗତ ବାରପଥର ଅଞ୍ଚଳରେ…

ଜଷ୍ଟିସ୍‌ ଦୀପକ ମିଶ୍ର ପାଇବେ ‘ଉତ୍କଳ ରତ୍ନ’

କଟକ,୧୭ା୭ (କାର୍ତ୍ତିକ ସାହୁ): ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ୍‌ ଦୀପକ ମିଶ୍ରଙ୍କୁ ଚଳିତବର୍ଷ ପାଇଁ ଅନୁଷ୍ଠାନର ସର୍ବୋଚ୍ଚ ସମ୍ମାନ ଉତ୍କଳ ରତ୍ନ ପ୍ରଦାନ କରାଯିବ। ସେହିପରି ରାଧାମୋହନ ମହାପାତ୍ରଙ୍କୁ ଶୁକଦେବ ସାହୁ ଉପନ୍ୟାସ ସମ୍ମାନ,…

ରେଙ୍ଗାଲି ଦକ୍ଷିଣପାର୍ଶ୍ୱ କେନାଲରେ ୬୦ ଫୁଟ ଘାଇ

ଖୁଣ୍ଟୁଣୀ,୧୬।୭ (ସଚ୍ଚିଦାନନ୍ଦ ପଣ୍ଡା)ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଶନିବାର ଅପରାହ୍ନରେ ଖୁଣ୍ଟୁଣୀ ଥାନା ଅଧୀନ ଡାଳୁଆ ଗ୍ରାମଠାରେ ନିର୍ମାଣାଧୀନ ରେଙ୍ଗାଲି ଦକ୍ଷିଣପାର୍ଶ୍ୱ କେନାଲର ଉଭୟ ପାର୍ଶ୍ୱରେ ୩୦ ଫୁଟ୍‌ ଲେଖାଏ ଘାଇ ସୃଷ୍ଟି ହୋଇଛି। ଉଦ୍‌ବୃତ୍ତ ବର୍ଷାଜଳ ମାଡିଯିବାରୁ କଣ୍ଡରେଇ, ଡାଳୁଆ,…

ପାଠପଢ଼ାରେ ସ୍ମାର୍ଟଫୋନ୍‌ ବ୍ୟବହାର କରିବାକୁ ପରାମର୍ଶ

କଟକ,୧୬।୭(ସୁପ୍ରିୟା ପ୍ରିୟଦର୍ଶିନୀ)ଆଭାସି ମାଧ୍ୟମରେ ଶିକ୍ଷାଦାନ ପ୍ରକ୍ରିୟାକୁ ସୁଦୂରପ୍ରସାରୀ କରିବା ତଥା ଛାତ୍ରୀଛାତ୍ରମାନଙ୍କ ନିକଟରେ ଏହାର ସୁଫଳ ପହଞ୍ଚାଇବା ଲକ୍ଷ୍ୟନେଇ ରାଜ୍ୟ ସରକାର ସ୍ମାର୍ଟଫୋନ ବିତରଣ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ କଟକ ଜିଲା…

ବର୍ଷାରେ କଟକ ଜଳାର୍ଣ୍ଣବ

କଟକ,୧୬।୭(ସୁପ୍ରିୟା ପ୍ରିୟଦର୍ଶିନୀ)ଲଘୁଚାପଜନିତ ଲଗାଣ ବର୍ଷାରେ କଟକ ସହରର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଛି। ଅନେକ ଗଳି ରାସ୍ତାରେ ବର୍ଷାପାଣି ଲହଡ଼ି ଭାଙ୍ଗୁଛି। ସେହିପରି ଆଉ କେତେକ ଅଞ୍ଚଳର ଲୋକଙ୍କ ଘରେ ପାଣି ପଶିଯାଇଛି। ଏଥିପାଇଁ ସେମାନେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ବର୍ଷାଜଳ…

କମ୍ପ୍ୟୁଟରଜନିତ ତ୍ରୁଟି ଯୋଗୁ ଭିନ୍ନକ୍ଷମ ପରୀକ୍ଷାର୍ଥୀ ହଟହଟା

କଟକ,୧୬।୭ (କାର୍ତ୍ତିକ ସାହୁ)ମେଡିକାଲ ପ୍ରବେଶିକା ପରୀକ୍ଷା (ନିଟ୍‌)ରେ ଜଣେ ଭିନ୍ନକ୍ଷମ ଛାତ୍ରଙ୍କୁ କମ୍‌ ମାର୍କ ମିଳିଛି। ସେ ଓଏମ୍‌ଆର୍‌ ସିଟ୍‌ରେ ଯେତିକି ଠିକ୍‌ ଉତ୍ତର ଦେଇଛନ୍ତି ତାଙ୍କୁ ସେତିକି ମାର୍କ ମିଳିନାହିଁ। କମ୍ପ୍ୟୁଟରରେ ମୂଲ୍ୟାୟନଜନିତ ତ୍ରୁଟି ପାଇଁ ତାଙ୍କର ନମ୍ବର କମ୍‌…

ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ,୧୪ା୭(କାର୍ତ୍ତିକ ସାହୁ):ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପରୀକ୍ଷାରେ ଅନିୟମିତତା ମାମଲାର ଶୁଣାଣି ଶେଷ ହୋଇଛି। ଗୁରୁବାର ହାଇକୋର୍ଟ ବିଚାରପତି ଆଦିତ୍ୟ କୁମାର ମହାପାତ୍ର ଏହି ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ…

ରେଭେନ୍‌ଶାରେ ହେବ ଅମ୍ଳଜାନ ଶୁଦ୍ଧତା ପରୀକ୍ଷା

କଟକ,୧୪ା୭(ସୁପ୍ରିୟା ପ୍ରିୟଦର୍ଶିନୀ):ଭାରତ ସରକାରଙ୍କ ନ୍ୟାଶନାଲ ଆକ୍ରିଡିଏଶନ ବୋର୍ଡ ଫର୍‌ ଟେଷ୍ଟିଂ ଆଣ୍ଡ୍‌ କାଲିବ୍ରେଶନ ଲାବୋରୋଟୋରିଜ୍‌ (ଏନ୍‌ଏବିଏଲ୍‌)ରୁ ରେଭେନ୍‌ଶା ବିଶ୍ୱବିଦ୍ୟାଳୟକୁ ମାନ୍ୟତା ମିଳିଛି। ରାଜ୍ୟର ପ୍ରଥମ ବିଶ୍ୱବିଦ୍ୟାଳୟ ଭାବେ ରେଭେନ୍‌ଶା ଏହି ମାନ୍ୟତା ପାଇଛି। ଏଥିସହ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଇତିହାସରେ ଆଉ ଏକ…

ଶ୍ରାବଣରେ ଫାଟିଲା ଭୂଇଁ: ମରୁଡ଼ି ଆଶଙ୍କା

ନିଶ୍ଚିନ୍ତକୋଇଲି,୧୪ା୭(ଅଶୋକ କୁମାର ମହାପାତ୍ର): ଆଷାଢ ଯାଇ ଶ୍ରାବଣ ହେଲାଣି ଏହାସତ୍ତ୍ୱେ ବର୍ଷା ହେଉନାହିଁ। ଫଳରେ ଜ୍ୟେଷ୍ଠ ଓ ଆଷାଢରୁ ପଡ଼ିଥିବା ତଳି ଏବେ ନଷ୍ଟ ହେବାକୁ ବସିଲାଣି। ଅପରପକ୍ଷେ କେନାଲରେ ପାଣି ଆସୁ ନ ଥିବାରୁ ଏପର୍ଯ୍ୟନ୍ତ ଚାଷ କାର୍ଯ୍ୟ ଆରମ୍ଭ…

ହାଇକୋର୍ଟରେ ଫଇସଲା ହାର ୧୨୬.୬୬% ବୃଦ୍ଧି

କଟକ,୧୪।୭ (କାର୍ତ୍ତିକ ସାହୁ): ଓଡ଼ିଶା ହାଇକୋର୍ଟ ଚଳିତ ବର୍ଷର ପ୍ରଥମାର୍ଦ୍ଧ ଜାନୁୟାରୀରୁ ଜୁନ୍‌ ପର୍ଯ୍ୟନ୍ତ ମାମଲାଗୁଡ଼ିକର ବିଚାର ଓ ଫଇସଲାରେ ରେକର୍ଡ ସଂଖ୍ୟକ ଫଳ ପ୍ରଦର୍ଶନ କରିଛି। ୨୦୨୧ ଓ ୨୦୨୨ ବର୍ଷ ତୁଳନାରେ ୨୦୨୩ରେ ଅଦ୍ୟାବଧି ବିଚାର ବିଭାଗରେ ଯଥେଷ୍ଟ…

ଓଡ଼ିଶା ଆସିବେ ରାଷ୍ଟ୍ରପତି

କଟକ,୧୩ା୭: ଚଳିତମାସ ୨୬ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏଥିସହ ରାଷ୍ଟ୍ରପତି ମା’ କଟକ ଚଣ୍ଡୀଙ୍କ ଦର୍ଶନ…

ପିଲାଙ୍କୁ ନିମ୍ନମାନର ପୋଷାକ ବଣ୍ଟନ ନେଇ ଅସନ୍ତୋଷ

ନିଶ୍ଚିନ୍ତକୋଇଲି,୧୩।୭,(ଅଶୋକ କୁମାର ମହାପାତ୍ର)କଟକ ଜିଲା ନିଶ୍ଚିନ୍ତକୋଇଲି ଶିକ୍ଷାମଣ୍ଡଳ ଅଧୀନରେ ବହୁ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ନିମ୍ନମାନର ପୋଷାକ ବିତରଣକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି। ବିଭାଗୀୟ ସ୍ତରରେ ଏହାର ତଦନ୍ତ ନିମନ୍ତେ ଅଭିଭାବକ ମହଲରେ ଦାବି କରାଯାଇଛି। ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?