୪ ବର୍ଷ ହେବ କାର୍ଯ୍ୟକ୍ଷମ ହୋଇପାରୁନି ଛାତ୍ରୀନିବାସ
କଟକ ସଦର,୧୩।୭(ସୁଶାନ୍ତ କୁମାର ଜେନା)କଟକ ସଦର ବ୍ଲକ ଅନ୍ତର୍ଗତ କିଶୋର ନଗର ମହାବିଦ୍ୟାଳୟ ନିକଟରେ ଏକ ଛାତ୍ରୀ ନିବାସ ନିର୍ମାଣ କରାଯାଇଛି। ନିର୍ମାଣ କାର୍ଯ୍ୟ ୪ ବର୍ଷ ହେବ ଶେଷ ହୋଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇପାରିନାହିଁ। କିଛି ଲୋକ ମହାବିଦ୍ୟାଳୟ…
ଅନୁସୂଚିତ ଜାତି ମହିଳାଙ୍କୁ ମିଳୁନି ପଦୋନ୍ନତି
କଟକ,୧୩।୭ (କାର୍ତ୍ତିକ ସାହୁ)କଟକ ସଦର ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ସିନିୟର ଆସିଷ୍ଟାଣ୍ଟ ଭାବେ କାର୍ଯ୍ୟରତ ଜଣେ ଅନୁସୂଚିତ ଜାତି ମହିଳା ବନ୍ଦନା ବେହେରାଙ୍କୁ ପଦୋନ୍ନତି ମିଳୁନି। ସେ ସିନିୟର ଆସିଷ୍ଟାଣ୍ଟ ପଦବୀରେ ଦୀର୍ଘ ୨୬ ବର୍ଷ ହେବ କାର୍ଯ୍ୟ କରିଆସୁଥିବାବେଳେ ତାଙ୍କୁ…
ଓଡ଼ିଶାର ପ୍ରଥମ କିନ୍ନର ଭାବେ ପିଏଚ୍.ଡି. କରିବେ ଦୀପା
କଟକ,୯।୭(ସୁପ୍ରିୟା ପ୍ରିୟଦର୍ଶିନୀ)ଓଡ଼ିଶାର ପ୍ରଥମ କିନ୍ନର ଭାବେ ପିଏଚ୍.ଡି କରିବେ କଟକ ହରିପୁର ଅଞ୍ଚଳର ଦୀପା ସାହୁ। କଠିନ ପରିଶ୍ରମ ଓ ନିଜର ଦୃଢ଼ ମନୋବଳ ଆଗରେ ହାର ମାନିଛି ସମାଜର ଟାହି ଟାପରା। ଆଜିର ସମାଜରେ କିନ୍ନରମାନେ ଚଳିବା ପାଇଁ ଅନ୍ୟ…
‘ବୈବାହିକ ସମ୍ପର୍କ ନ ଥିଲେ ସଂଯମୀ ହୁଅନ୍ତୁ ମହିଳା’
କଟକ,୯।୭(କାର୍ତ୍ତିକ ସାହୁ): ପରସ୍ପର ମଧ୍ୟରେ ଭଲ ସମ୍ପର୍କ ଥାଇ ସହମତି ଭିତ୍ତିରେ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହେଁ ବୋଲି ହାଇକୋର୍ଟ ନିକଟରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ବିଚାରପତି ରାଧାକୃଷ୍ଣ ପଟ୍ଟନାୟକ ଏହି ରାୟ ପ୍ରଦାନ କରିବା ପରେ…
୭ ଦିନରେ ଜବାବ ଦାଖଲ କର: ହାଇକୋର୍ଟ
କଟକ,୮ା୭(କାର୍ତ୍ତିକ ସାହୁ): ଶ୍ରୀମନ୍ଦିରରେ ବରିଷ୍ଠ ନାଗରିକ ଓ ଭିନ୍ନକ୍ଷମଙ୍କ ଦର୍ଶନ ବ୍ୟବସ୍ଥା କରିବା ପାଇଁ ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶର ଅବମାନନାକୁ ନେଇ ଆଗତ ମାମଲାର ଶୁଣାଣି ଶୁକ୍ରବାର ହୋଇଛି। ଆବେଦନକାରୀ ଜିତେନ୍ଦ୍ର ବିଶ୍ୱାଳଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି କରି ବିଚାରପତି…
କର୍ମଚାରୀ ଅଭାବରୁ ସମନ୍ବିତ ଶିଶୁ ବିକାଶ ଯୋଜନା ଦିଗହରା
ନିଶ୍ଚିନ୍ତକୋଇଲି,୭।୭(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟରେ ବହୁ ପଦବୀ ଖାଲି ପଡିଛି। ଏଠାରେ କାର୍ଯ୍ୟରତ ପିଅନଙ୍କ ମୃତ୍ୟୁ ଘଟିଛି। ଏଥିସହ ୨ ସୁପରଭାଇଜର ପଦବୀ ମଧ୍ୟ ଖାଲି ପଡ଼ିଛି। ଫଳରେ ସରକାରଙ୍କ…
କେନାଲ ସଫେଇ ନାମରେ ଚାଲିଛି ଘାସକଟା
ସାଲେପୁର,୭ା୭(ଅରବିନ୍ଦ ଭୂୟାଁ): ଆଗକୁ ଚାଷ କାର୍ଯ୍ୟ ଆରମ୍ଭ ହେବାକୁ ଥିବାରୁ କେନ୍ଦ୍ରାପଡ଼ା କେନାଲ ସମେତ ଶାଖା କେନାଲଗୁଡ଼ିକୁ ସଫେଇ କରାଯାଉଛି। ସରକାରଙ୍କ ପକ୍ଷରୁ ଜଳସେଚନକୁ ଅଧିକ ଗୁରୁତ୍ୱ ଦେଇ କେନାଲଗୁଡିକୁ ସଫେଇ କରିବା ନିମନ୍ତେ ଅର୍ଥ ମଞ୍ଜୁର କରାଯାଉଥିବାବେଳେ ସଫେଇ କରୁଥିବା…
ସଂଶୋଧିତ ମାଟ୍ରିକ ସାର୍ଟିଫିକେଟ୍ ପାଇଁ ହଟହଟା
କଟକ,୭ା୭ (କାର୍ତ୍ତିକ ସାହୁ): ବୈଷୟିକ ଜ୍ଞାନକୌଶଳର ଉପଯୋଗ କରି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ସଂସ୍କାର ଆଣୁଥିବା ଡିଣ୍ଡିମ ପିଟୁଛି। ହେଲେ ସଂଶୋଧିତ ମାଟ୍ରିକ ସାର୍ଟିଫିକେଟ୍ ପାଇବା ପାଇଁ ଛାତ୍ରୀଛାତ୍ରମାନେ ନାହିଁ ନ ଥିବା ହଇରାଣ ହେଉଛନ୍ତି। ଏପରି କି ବଲାଙ୍ଗୀର,…
୧୫ରେ ପ୍ରମାଣପତ୍ର ଓ ବ୍ୟକ୍ତିଗତ ଯାଞ୍ଚ
କଟକ,୭ା୭(ସୁପ୍ରିୟା ପ୍ରିୟଦର୍ଶିନୀ): ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ(ଓସିଏସ୍)-୨୦୨୧ ପାଇଁ ପ୍ରମାଣପତ୍ର ଓ ବ୍ୟକ୍ତିଗତ ଯାଞ୍ଚ ନିମନ୍ତେ ୮୭୧ ଜଣ କୃତକାର୍ଯ୍ୟ ହୋଇଛନ୍ତି। ଆସନ୍ତା ୧୫ ତାରିଖରେ ଓପିଏସ୍ସି କାର୍ଯ୍ୟାଳୟରେ ଏହି ଯାଞ୍ଚ ପ୍ରକ୍ରିୟା ହେବ…
ଧବଳେଶ୍ୱରଙ୍କ ଦର୍ଶନ ପାଇଁ କଂକ୍ରିଟ୍ ସେତୁ ଖୋଲିଲା
ଖୁଣ୍ଟୁଣୀ,୬।୭(ସଚ୍ଚିଦାନନ୍ଦ ପଣ୍ଡା)କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱର ଶୈବପୀଠକୁ ଯିବା ପାଇଁ ନିର୍ମାଣ ହୋଇଥିବା କଂକ୍ରିଟ୍ ସେତୁ ବୁଧବାରଠାରୁ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ହୋଇଛି। ଧବଳେଶ୍ୱର ପୂଜକ ସମାଜ ସଭାପତି ବିଷ୍ଣୁଚରଣ ପତ୍ରୀ ଓ ସମ୍ପାଦକ ନରେନ୍ଦ୍ର କୁମାର ପଣ୍ଡାଙ୍କ ନେତୃତ୍ୱରେ…
୨୦୨୪ ମାଟ୍ରିକ ପରୀକ୍ଷାର୍ଥୀଙ୍କ ତଥ୍ୟ ସଂଶୋଧନ ହୋଇପାରିବ
କଟକ,୫।୭(ସୁପ୍ରିୟା ପ୍ରିୟଦର୍ଶିନୀ): ୨୦୨୪ରେ ମାଟ୍ରିକ ପରୀକ୍ଷା ଦେବାକୁ ଥିବା ଛାତ୍ରୀଛାତ୍ରଙ୍କର ପଞ୍ଜୀକରଣ ତଥ୍ୟ ବା ଏନ୍ରୋଲ୍ମେଣ୍ଟ ଡାଟାରେ କୌଣସି ଭୁଲ ଥିଲେ ଏହାକୁ ସଂଶୋଧନ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ସ୍କୁଲଗୁଡିକୁ ଆଉ ଏକ ସୁଯୋଗ ପ୍ରଦାନ କରାଯାଇଛି।…
ଆଜିଠୁ ମାଟ୍ରିକ ସାର୍ଟିଫିକେଟ୍ ତ୍ରୁଟି ସଂଶୋଧନ
କଟକ,୫।୭(ସୁପ୍ରିୟା ପ୍ରିୟଦର୍ଶିନୀ): ଚଳିତବର୍ଷ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ସାର୍ଟିଫିକେଟରେ ବ୍ୟାପକ ତ୍ରୁଟି ପରିଲକ୍ଷିତ ହୋଇଛି। ଏଥିପାଇଁ ବୁଧବାରଠାରୁ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ବୋର୍ଡ ପକ୍ଷରୁ ତ୍ରୁଟି ସଂଶୋଧନ କରାଯିବ। ସ୍କୁଲ କର୍ତ୍ତୃପକ୍ଷ ବୋର୍ଡର…

